ଏହି ଅଭିନେତ୍ରୀଙ୍କ ସହ ସପ୍ତାହେ କଥା ହୋଇ ନ ଥିଲେ ବାପା

ବଲିଉଡ ଅଭିନେତା ଅଜୟ ଦେବଗନ ଏବଂ ଅଭିନେତ୍ରୀ କାଜଲଙ୍କ ୧୯୯୯ ମସିହା ଫେବୃୟାରୀ ୨୪ ତାରିଖରେ ବିବାହ କରିଥିଲେ। ମାତ୍ର ଉଭୟଙ୍କ ଏହି ବିବାହା ପ୍ରସ୍ତାବକୁ ପ୍ରଥମେ କାଜଲଙ୍କ ବାପା ଗ୍ରହଣ କରି ନ ଥିଲେ। ଏନେଇ ସେ ଏକ ସପ୍ତାହ ଝିଅଙ୍କ ସହ ସେ କଥା ସହୋଇ ନ ଥିଲେ। ଅଜୟଙ୍କ ସହ ବିବାହ କରିବା କଥା ଉଠାଇବା ନେଇ ଝିଅଙ୍କ ଉପରେ ସେ ରାଗି ଯାଇଥିଲେ।
କାଜଲ ବିବାହ କରନ୍ତୁ ବୋଲି ବାପା ଚାହୁଁ ନ ଥିଲେ। କ୍ୟାରିୟରର ଶିଖରରେ ପହଞ୍ଚି ପଛକୁ ଫେରନ୍ତୁ ବୋଲି ସେ ଚାହୁଁ ନ ଥିଲେ। ଏ ନେଇ ସେ କାଜୋଲଙ୍କ ସହ ସେ ଏକ ସପ୍ତାହ କଥା ହୋଇ ନ ଥିଲେ। କିନ୍ତୁ ପରିଶେଷରେ ହଁ ଭରିବା ପରେ ଉଭୟଙ୍କ ବିବାହ ହୋଇ ଥିଲା।

Share