ଟାଇମ୍ସ ସ୍କୋୟାରରେ ପ୍ରଦର୍ଶିତ ହେଲା ଚଳଚ୍ଚିତ୍ର ‘ଡିଅର ପୁରୁଷ’

ଭୁବନେଶ୍ୱର,୪।୧(ଶର୍ମିଷ୍ଠା ପାଣିଗ୍ରାହୀ): ଆମେରିକା ନ୍ୟୁୟର୍କସ୍ଥିତ ଟାଇମ୍ସ ସ୍କୋୟାରରେ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର ଭାବେ ପ୍ରଦର୍ଶିତ ହୋଇଛି ‘ଡିଅର ପୁରୁଷ’ର ଟ୍ରେଲର। ସମାଜରେ ନାରୀ ଓ ପୁରୁଷର ସମ୍ପର୍କ ଭିତରେ ପୁରୁଷ ସାମ୍ନା କରୁଥିବା ଆହ୍ବାନ ସହ ହାସ୍ୟରସକୁ ନେଇ ପ୍ରସ୍ତୁତ ଏହି ଚଳଚ୍ଚିତ୍ରରେ ୬ଜଣ ଦମ୍ପତିଙ୍କ ଜୀବନଯାତ୍ରା ଦର୍ଶାଯାଇଛି। ଏଥିରେ ଅଭିନେତ୍ରୀ ତଥା ପ୍ରଯୋଜିକା ଝିଲିକ୍‌ ଭଟ୍ଟାଚାର୍ଯ୍ୟ ଏକ ଭିନ୍ନ ଲୁକ୍‌ରେ ନଜର ଆସିଛନ୍ତି। ତାଙ୍କ ଚରିତ୍ରର ନାଁ ରହିଛି ଚିତ୍ରାଙ୍ଗଦା। ସମାଜର ନୀତି ନିୟମ ଭିତରେ ନ୍ୟାୟ ପାଇଁ ଲଢୁଥିବା ବୀର ଯୋଦ୍ଧା ଭାବରେ ତାଙ୍କୁ ଦେଖିବାକୁ ପାଇବେ ଦର୍ଶକ। ଏଥିସହିତ ସିନେମାରେ ଲୋକପ୍ରିୟ କଳାକାର ଚୌଧୁରୀ ଜୟପ୍ରକାଶ ଦାସ, ମହାଶ୍ୱେତା ରାୟ, ସିଦ୍ଧାନ୍ତ ମହାପାତ୍ର, ନୀତୁସିଂ, ସମରେଶ ରାଉତରାୟ, ପିଙ୍କି ପ୍ରଧାନ, ବବି ମିଶ୍ର, ବି.ଏମ. ବୈଶାଳୀ, ଦେବାଶିଷ ପାତ୍ର, ଅନୁରାଧା ପାଣିଗ୍ରାହୀ, ଦୀପନ୍ବିତ ଦାଶମହାପାତ୍ର, ଦିବ୍ୟାଦିଶା ମହାନ୍ତି, ପାର୍ଥସାରଥୀ ରାୟ, ହିମାଗ୍ନି ଦତ୍ତ, ଅନନ୍ୟା ମିଶ୍ର, ଇପ୍ସିତା ଦାସ, ପ୍ରଦ୍ୟୁମ୍ନ ଲେଙ୍କା, କୁନା ତ୍ରିପାଠୀ, ସୁକାନ୍ତ ରଥ, ନାୟାଜିଦାନ, ଐଶ୍ୱର୍ଯ୍ୟା ବେହେରା, ରବି ମିଶ୍ର, ମନୀଷା ମିଶ୍ର, ରାକ୍ଷୀ ଦାସ, ସୁଦୀପ୍ତ ସୁନ୍ଦର ସ୍ବାଇଁ, ବିକି ମିଶ୍ର ପ୍ରମୁଖଙ୍କ ନିଖୁଣ ଅଭିନୟ ଦର୍ଶକମାନେ ଦେଖିବାକୁ ପାଇବେ। ସିନେମାଟୋଗ୍ରାଫର୍‌ ଈଶ୍ୱର ବାରିକ ଲେନ୍ସ ପଛରେ ରହି ସିନେମାରେ ନିଜର ଯାଦୁ ଦେଖାଇଥିବାବେଳେ ଯୁବସଙ୍ଗୀତ ନିର୍ଦ୍ଦେଶକ ଗୌରବ ଆନନ୍ଦଙ୍କ ନିର୍ଦ୍ଦେଶିତ ଗୀତ ବେଶ୍‌ ରୋମାଞ୍ଚ ଭରିଛି। ଚଳଚ୍ଚିତ୍ରଟି ୧୧ରେ ରିଲିଜ ହେବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି ଦୀପାଳିଙ୍କ ନାଁରେ ଏତଲା? 

କାହିଁକି ଦୀପାଳିଙ୍କ ନାରେ ଏତଲା? ଭୁବନେଶ୍ୱର,୨୨।୯: ଝାରସୁଗୁଡ଼ାର ପୂର୍ବତନ ବିଧାୟକ ଦୀପାଳି ଦାସ ଓ ରେଙ୍ଗାଲି ବିଧାୟକ ସୁଦର୍ଶନ ହରିପାଲଙ୍କ ନାଁରେ ଏତଲା  ହୋଇଛି। ସମ୍ବଲପୁରସ୍ଥିତ...

କଂଗ୍ରେସ ବିଜେଡି ମେଣ୍ଟ: ବିଜେଡିର ଚକ୍ରାନ୍ତ ଲୋକମାନେ ଜାଣନ୍ତି ଦେବାଶିଷ…

ଜାଣିଛନ୍ତଭୁବନେଶ୍ୱର,୨୨।୯: ଦରକାର ପଡିଲେ କଂଗ୍ରେସ ସହ ହାତ ମିଳେଇବୁ। ଆଉ ରାଜ୍ୟରେ ସରକାର ଗଢିବୁ। ଖୋଲା ମଞ୍ଚରେ ଏଭଳି ଚାଞ୍ଚଲ୍ୟକର ମନ୍ତବ୍ୟ ରଖିଛନ୍ତି ବିଜେଡି ଏମ୍‌ପି...

ଓଡ଼ିଶାରେ ହେବ ବିଜେଡି-କଂଗ୍ରେସ ମେଣ୍ଟ! ଭିତିରି ପ୍ଲାନ କହିଦେଲେ ଦେବାଶିଷ ସାମନ୍ତରାୟ

ଭୁବନେଶ୍ୱର,୨୨।୯: ଦରକାର ପଡିଲେ କଂଗ୍ରେସ ସହ ହାତ ମିଳେଇବୁ। ଆଉ ରାଜ୍ୟରେ ସରକାର ଗଢିବୁ। ଖୋଲା ମଞ୍ଚରେ ଏଭଳି ଚାଞ୍ଚଲ୍ୟକର ମନ୍ତବ୍ୟ ରଖିଛନ୍ତି ବିଜେଡି ଏମପି...

ମଙ୍ଗଳବାର ଭୁବନେଶ୍ୱର ବନ୍ଦ, ହେବ ବଡ଼ ଆନ୍ଦୋଳନ…

ଭୁବନେଶ୍ୱର,୨୨।୯: ୨୪ ତାରିଖ ଭୁବନେଶ୍ୱରରେ ଚଖଅଖ ବନ୍ଦ ଡାକରା। ଚାଲିବନି ଗାଡି଼ ମଟର। ଆସନ୍ତା ୨୪ରେ ୬ ଘଣ୍ଟିଆ ଭୁବନେଶର ବନ୍ଦ । ସକାଳ ୬...

ଏଥର ଦୁର୍ଗା ପୂଜାରେ ଦୁର୍ଗା

ଏଥର ଦୁର୍ଗା ପୂଜା ଅବସରରେ ରିଲିଜ ହେବାକୁ ଯାଉଥିବା ଫିଲ୍ମଗୁଡିକ ମଧ୍ୟରେ ରହିଛି ‘ଦୁର୍ଗା’। ଏକ ନାରୀକୈନ୍ଦ୍ରିକ ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ଏହି ଚଳଚ୍ଚିତ୍ରର ପ୍ରଯୋଜକ...

ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୨।୯: ଆସୁଛି ଆଉ ଏକ ଲଘୁଚାପ। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ତା ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଯାହା ସୋମବାର ସୁଦ୍ଧା...

ନବୀନ-କନକବର୍ଦ୍ଧନ ମୁହାଁମୁହିଁ, କହିଲେ ପ୍ରଥମ ଥର ଖୋଲିଲେ ମୁହଁ…

କଟକ,୨୨ା୯(ଶିଳ୍ପା ପ୍ରିୟଦର୍ଶିନୀ): ଭରତପୁର ଥାନାରେ ମେଜର ଗୁରୁଭନ୍ସ ସିଂ ଓ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କ ଉପରେ ହୋଇଥିବା ନିର୍ଯାତନା ଘଟଣାକୁ ରାଜନୀତୀକରଣ କରା ନ...

ପୋଲିସ ଭିଡିଓ ଭାଇରାଲ କରୁଥିବା ଅଭିଯୋଗ

ଭୁବନେଶ୍ୱର,୨୨ା୯(ସୂର୍ଯ୍ୟକାନ୍ତ ବେହେରା): ଭରତପୁର ଥାନାରେ ଆର୍ମି ଅଫିସର କ୍ୟାପ୍‌ଟେନ୍‌ ଗୁରୁଭନ୍ସ ସିଂ ଏବଂ ତାଙ୍କ ବାନ୍ଧବୀ ଅଙ୍କିତା ପ୍ରଧାନଙ୍କୁ ନିର୍ଯାତନା ଘଟଣାକୁ ସାରା ଦେଶ ନିନ୍ଦା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri