ସମସ୍ତ ପ୍ରକାର ଯାଞ୍ଚ ପରେ ଚୂଡ଼ାନ୍ତ ମୃତ୍ୟୁ ସଂଖ୍ୟା ୨୮୮: ମୁଖ୍ୟ ଶାସନ ସଚିବ

ଭୁବନେଶ୍ବର ୬।୬: ବାଲେଶ୍ବର ଜିଲା ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୨୮୮ । ସମସ୍ତ ପ୍ରକାର ଯାଞ୍ଚ ପରେ ଚୂଡ଼ାନ୍ତ ମୃତ୍ୟୁ ସଂଖ୍ୟା ୨୮୮ ବୋଲି ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ମଙ୍ଗଳବାର ସ୍ପଷ୍ଟ କରିଛନ୍ତି । ୨୮୮ ମୃତଦେହ ମଧ୍ୟରୁ ୨୦୫ ମୃତଦେହ ଚିହ୍ନଟ ହେବା ସହ ପରିବାରଲୋକଙ୍କୁ ହସ୍ତାନ୍ତର ହୋଇସାରିଛି । ଆଉ ୮୩ଟି ମୃତଦେହ ଚିହ୍ନଟ ହୋଇନାହିଁ । ସେସବୁର ଡିଏନଏ ସାମ୍ପଲ ରଖାଯାଇଛି । ସେସବୁ ମୃତଦେହର ଦାବିଦାର ଆସିଲେ ଡିଏନଏ ମ୍ୟାଚିଂ କରି ହସ୍ତାନ୍ତର କରାଯିବ । ବାଲେଶ୍ବରରେ ୯୪ଟି ମୃତଦେହ ପରିବାରଲୋକଙ୍କୁ ଦିଆଯାଇଥିଲା । ବାଲେଶ୍ୱରରୁ ୧୯୩ଟି ମୃତଦେହ ଭୁବନେଶ୍ୱରକୁ ଆସିଥିଲା । ସେଥିମଧ୍ୟରୁ ୧୧୦ ମୃତଦେହ ଚିହ୍ନଟ ହୋଇ ହସ୍ତାନ୍ତର ହୋଇସାରିଛି । ସେହିପରି ଭଦ୍ରକ ମେଡିକାଲରେ ଜଣଙ୍କର ମୃତ୍ୟୁ ହୋଇଥିଲା ତାଙ୍କୁ ତାଙ୍କ ପରିବାର ଲୋକଙ୍କୁ ହସ୍ତାନ୍ତର ହୋଇସାରିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା-ବିଜେଡିର ଦୁଇ ଗୋଷ୍ଠୀ ମଧ୍ୟରେ ମାର୍‌ପିଟ୍‌, ଘଟଣାସ୍ଥଳରେ ଉତ୍ତେଜନା

କେନ୍ଦୁଝର,୮ା୧(ନରେଶ ଚନ୍ଦ୍ର ପଟ୍ଟନାୟକ): ରାସ୍ତା ଜାମକୁ ନେଇ ବୁଧବାର ସନ୍ଧ୍ୟାରେ ଭାଜପା ଓ ବିଜେଡିର ଦୁଇ ଗୋଷ୍ଠୀଙ୍କ ମଧ୍ୟରେ ମୁହାଁମୁହିଁ ପରିସ୍ଥିତି ଉପୁଜିଥିଲା। ଉଭୟ ଦଳର...

ଧନୁଯାତ୍ରାରେ ରଙ୍ଗସଭା: କଂସଙ୍କ ପ୍ରଶ୍ନବାଣରେ ଅଧିକାରୀ ଘାଇଲା

ମଥୁରାନଗରୀ,୮ା୧(ପ୍ରେମାନନ୍ଦ ଖମାରୀ): ବୃ଼ହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ରାଜ ଦରବାରରେ ଅନୁଷ୍ଠିତ କଂସଙ୍କ ଜନତା ଦରବାର (ରଙ୍ଗସଭା) ବେଶ ଚିତ୍ତାକର୍ଷକ ଥିଲା।...

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି, ଆସନ୍ତାକାଲି ପ୍ରବାସୀ ଭାରତୀୟ ସମ୍ମିଳନୀ କରିବେ ଉଦ୍‌ଘାଟନ

ଭୁବନେଶ୍ୱର,୮ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସନ୍ଧ୍ୟାରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଶାଖାପାଟଣାରେ ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ...

ସରକାର ନେଲେ ବଡ଼ ନିଷ୍ପତ୍ତି: ଓଡ଼ିଶାର ଏହି ସମସ୍ତ ସ୍ଥାନରୁ କୁମ୍ଭ ମେଳାକୁ ଯିବ ବସ୍

ଭୁବନେଶ୍ୱର,୮ା୧: କୁମ୍ଭମେଳା ୨୦୨୫ ପାଇଁ ଅଯୋଧ୍ୟାକୁ ସ୍ୱତନ୍ତ୍ର ଓଡ଼ିଶା ରାଜ୍ୟ ସଡକ ପରିବହନ ନିଗମ (ଓଏସଆରଟିସି) ବସ୍ ଚଲାଇବାକୁ ଓଡିଶା ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ...

ମାଓବାଦୀ କ୍ୟାମ୍ପ୍‌ ସହ ଆଇଇଡି ଠାବ

ବାଲିଗୁଡ଼ା,୮ା୧: କୁମ୍ବିଂବେଳେ ମାଓବାଦୀ କ୍ୟାମ୍ପ ସହ ଆଇଇଡି ଠାବ କରାଯାଇଛି ବୋଲି କନ୍ଧମାଳ ଏସ୍‌ପି ହରିଶ ବି.ସି ସୂଚନା ଦେଇଛନ୍ତି। ବାଲିଗୁଡ଼ା ଥାନା ମାରଦୁଲି ଜଙ୍ଗଲରେ...

ବରଗଡ଼ ଧନୁଯାତ୍ରା ମହୋତ୍ସବ: ଗୋପପୁରରେ ସରିଲା ବସ୍ତ୍ରହରଣ ଦୃଶ୍ୟାଭିନୟ

ଗୋପପୁର,୮।୧(ପ୍ରେମାନନ୍ଦ ଖମାରୀ): ବୃହତ୍ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ବୁଧବାର ଷଷ୍ଠ ଦିବସରେ ଗୋପପୁର ଦୃଶ୍ୟାଭିନୟ ବେଶ ହୃଦୟସ୍ପର୍ଶୀ ହୋଇଥିଲା। ଏହି ଦୃଶ୍ୟାଭିନୟ ଦେଖିବା...

ଧରାପଡ଼ିଲେ ରସୁଲଗଡ଼ ବିଚ୍‌ ରାସ୍ତାରେ ହତ୍ୟାକାଣ୍ଡ ଘଟାଇଥିବା ଅଭିଯୁକ୍ତ, ମହିଳାଙ୍କ ସହ ୩ ଗିରଫ

ଭୁବନେଶ୍ୱର,୮ା୧: ରାଜଧାନୀର ବିଚ୍‌ ରାସ୍ତାରେ ଜଣେ ଯୁବକଙ୍କୁ ଅତି ବୀଭତ୍ସ ଭାବେ ବୁଧବାର ହତ୍ୟା କରାଯାଇଛି। ଉକ୍ତ ଘଟଣାରେ କମିଶନରେଟ୍‌ ପୋଲିସର ସ୍ପେଶାଲ ସ୍କ୍କାଡ୍‌ ନୟାଗଡ଼...

ପିକ୍‌ନିକ୍‌ ପାଇଁ ବାଦୁବାଡ଼ିରେ ଜମୁଛି ଭିଡ଼, ଭୋଜିଭାତ କରି ମଜା ଉଠାଉଛନ୍ତି ଲୋକେ

ରାଇକିଆ,୮ା୧(ପ୍ରଦୀପ ବେହେରା): ଏବେ ଚାଲିଛି ପିକ୍‌ନିକ୍‌ ଋତୁ। ସବୁଠି ବଣଭୋଜିର ଆସର। କନ୍ଧମାଳ ଜିଲା ନୂଆଗାଁ ବ୍ଲକର ଗୁଞ୍ଜିବାଡ଼ି ନିକଟରେ ପ୍ରାକୃତିକ ସୌନ୍ଦର୍ଯ୍ୟରେ ଭରପୂର ବାଦୁବାଡ଼ି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri