କଟକର ସନ୍ ହସ୍ପିଟାଲରେ ଅଗ୍ନିକାଣ୍ଡ

କଟକ ଅଫିସ, ୧।୨:କଟକ ତୁଳସୀପୁରର ଏକ ଘରୋଇ ହସ୍ପିଟାଲ ‘ସନ୍’‌ରେ ସୋମବାର ମଧ୍ୟାହ୍ନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗିବାର କାରଣ ଏଯାବତ୍‌ ସ୍ପଷ୍ଟ ହୋଇନାହିଁ। କିମ୍ବା କ୍ଷୟକ୍ଷତି ଆକଳନ କରାଯାଇ ପାରିନାହିଁ। ଖବରପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇବାକୁ ପ୍ରଚେଷ୍ଟା ଜାରି ରଖିଛନ୍ତି। ଅନ୍ୟପକ୍ଷରେ ଗୁରୁତର ରୋଗୀଙ୍କୁ ହସ୍ପିଟାଲରୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଛି।

Share