ଏସ୍‌ସିବିରେ ପ୍ରଥମ ହାପଲୋ ବୋନ୍‌ମ୍ୟାରୋ ଟ୍ରାନ୍ସପ୍ଲାଣ୍ଟ ରୋଗୀଙ୍କ ଜୀବନ ଗଲା

କଟକ,୧୯ା୧: ଏସ୍‌ସିବି ମେଡିକାଲରେ ପ୍ରଥମ ହାପଲୋ ବୋନ୍‌ମ୍ୟାରୋ ଟ୍ରାନ୍ସପ୍ଲାଣ୍ଟ ରୋଗୀଙ୍କର ଶୁକ୍ରବାର ଭୋର୍‌ରୁ ମୃତ୍ୟୁ ହୋଇଥିବା ଡାକ୍ତର ସୂଚନା ଦେଇଛନ୍ତି।

ସୂଚନାଯୋଗ୍ୟ, ଗତ ୯ ତାରିଖରେ ଖୋର୍ଦ୍ଧା ଜିଲା ବାଘମାରୀ ଅଞ୍ଚଳର ଶୁଭ୍ରାଂଶୁ ସାହୁ ନାମକ ଜଣେ ରୋଗୀଙ୍କର ଏସ୍‌ସିବିରେ ପ୍ରଥମ ହାପଲୋ ଟ୍ରାନ୍ସପ୍ଲାଣ୍ଟ କରାଯାଇଥିଲା। ଶୁଭ୍ରାଂଶୁଙ୍କ ସାନ ଭାଇଙ୍କ ଷ୍ଟେମ୍‌ ଆଣି ପ୍ରତିରୋପଣ କରାଯାଇଥିଲା। ଏହି ଅସ୍ତ୍ରୋପଚାର ପରେ ଶୁଭ୍ରାଂଶୁ ଏବଂ ତାଙ୍କ ସାନ ଭାଇଙ୍କର ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିଲା। ଅସ୍ତ୍ରୋପଚାର ପର ଦିନ ସାନଭାଇଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ କରାଯାଇଥିବା ବେଳେ ଶୁଭ୍ରାଂଶୁଙ୍କ ସ୍ବାସ୍ଥ୍ୟାବସ୍ଥାରେ ମଧ୍ୟ ସୁଧାର ଆସୁଥିଲା। ଏହା ଦେଖି ଡାକ୍ତରଙ୍କ ମଧ୍ୟରେ ଆଶା ସଂଚାର ହୋଇଥିଲା। ମାତ୍ର ଆଜି ଭୋର୍‌ରୁ ଶୁଭ୍ରାଂଶୁଙ୍କ ମୃତ୍ୟୁ ହୋଇଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

Terror Attack Death: ଜନ୍ମମାଟିରେ ପହଞ୍ଚିଲା ଓଡ଼ିଆ ପୁଅଙ୍କ ମର ଶରୀର

ବାଲେଶ୍ୱର,୨୪।୭: ଜମ୍ମୁ-କଶ୍ମୀରର ପହଲଗାମରେ ଆତଙ୍କୀ ଆକ୍ରମଣରେ ପ୍ରାଣ ହରାଇଥିବା ଓଡ଼ିଆ ଯୁବକ ପ୍ରଶାନ୍ତ ଶତପଥୀଙ୍କ ଆଜି ହେବ ଶେଷକୃତ୍ୟ। ଆଜି ଭୋରରେ ବାଲେଶ୍ୱର ଇସାଣୀରେ ପହଞ୍ଚିଛି...

ଢେଙ୍କାନାନ ପୋଲିସ -ଅପରାଧି ଗୁଳି ବିନିମୟ , କିଙ୍ଗ ଅଫ ଫରେଷ୍ଟ ଗ୍ୟାଙ୍ଗ ସଦସ୍ୟ ଆହତ

ଢ଼େଙ୍କାନାଳ,୨୪।୪(ରତନ ନାୟାର): ଢେଙ୍କାନାଳ ପୋଲିସ ଓ ଜଣେ ଦୂର୍ଦ୍ଧଷ ଅପରାଧି ମଧ୍ୟରେ ବୁଧବାର ବିଳମ୍ବିତ ରାତିରେ ଗୁଳି ବିନିମୟ ହୋଇଛି । ଏହି ଘଟଣାରେ ଜିଲାର...

Kashmir Terror Attack: ଆଉ ଜଣେ ଓଡ଼ିଆ ମୃତ

ଲାଠୋର,୨୪ା୪(ଭୁବନେଶ୍ୱର ବାରିକ): ମଙ୍ଗଳବାର ଅପରାହ୍ନରେ ଜମ୍ମୁ-କଶ୍ମୀରର ପହଲଗାମ୍‌ ଜିଲାରେ ହୋଇଥିବା ଆତଙ୍କବାଦୀଙ୍କ ଆକ୍ରମଣରେ ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ୍‌ ଲାଠୋର ଗ୍ରାମର ଦିନେଶ ଅଗ୍ରୱାଲ(୪୫) ପ୍ରାଣ...

ପ୍ରେମ ପାହାଡ଼ରେ ମରି ପଡ଼ିଛନ୍ତି ୫ ଠେକୁଆ

ରାୟଗଡ଼ା,୨୩ା୪(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ସଦରମହକୁମାସ୍ଥିତ ପ୍ରେମ ପାହାଡ଼ରେ ବୁଧବାର ସମୟରେ ୫ଟି ଠେକୁଆ ମରିପଡ଼ିଥିବା ଦେଖିବାକୁ ମଳିଥିଲା। ତେବେ ପ୍ରେମ ପାହାଡ଼ରେ କେବେ ଠେକୁଆଙ୍କୁ...

OSSSC ପରୀକ୍ଷା ଫଳାଫଳ ଘୋଷଣା: RI, ICDS ସୁପରଭାଇଜର, ARI, ଅମିନ ପ୍ରିଲିମ୍‌ ପରୀକ୍ଷାରେ ସମସ୍ତେ ଉତ୍ତୀର୍ଣ୍ଣ

ଭୁବନେଶ୍ୱର, ୨୩ା୪: ଓଡ଼ିଶା ସବଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ (OSSSC) ପକ୍ଷରୁ ଏକ ବଡ଼ ଘୋଷଣା କରାଯାଇଛି। ୨୦୨୪ ସେପ୍ଟେମ୍ବର ୨୦ରୁ ଅକ୍ଟୋବର ୮ ତାରିଖ...

ପୋଖରୀରେ ବୁଡ଼ିଗଲେ ୨ ଦିବ୍ୟାଙ୍ଗ ଯୁବତୀ

ଶେରଗଡ଼/ହିଞ୍ଜିଳିକାଟୁ,୨୩।୪(ସୂର୍ଯ୍ୟନାରାୟଣ ଦାଶ/ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ଶେରଗଡ଼ ବ୍ଲକ ହିଞ୍ଜିଳି ଥାନା ନରେନ୍ଦ୍ରପୁର ଗ୍ରାମ ପୋଖରୀରେ ବୁଡ଼ି ବୁଧବାର ୨ ଦିବ୍ୟାଙ୍ଗ ଯୁବତୀଙ୍କ ମୃତ୍ୟୁ ଘଟିଛି।...

ଖେମୁଣ୍ଡି କଲେଜ ଛାତ୍ରୀଛାତ୍ରଙ୍କ ସଫଳତା, ବିଶ୍ୱବିଦ୍ୟାଳୟ ଟପ୍ପର ହେଲେ ଶୀତଲ-ପୁଷ୍ପାଞ୍ଜଳି

ଦିଗପହଣ୍ଡି,୨୩ା୪(ଅଶେଷ ନାଥ ମିଶ୍ର): ବ୍ରହ୍ମପୁର ବିଶ୍ବବିଦ୍ୟାଳୟର ସ୍ନାତକ ପରୀକ୍ଷା ଫଳ ପ୍ରକାଶ ପାଇଥିବା ବେଳେ ବିଭିନ୍ନ ବିଭାଗରେ ଖେମୁଣ୍ଡି କଲେଜର ୧୨ ଜଣ ଛାତ୍ରୀଛାତ୍ର ବିଶବିଦ୍ୟାଳୟର...

ରାଜ୍ୟ ସରକାରଙ୍କୁ ଲାଭାଂଶ ବାବଦରେ ୪ ନିଗମ ଦେଲେ ୨୦୬ କୋଟି ଟଙ୍କା

ଭୁବନେଶ୍ୱର,୨୩ା୪(ସୁନିତ୍‌ ମିଶ୍ର): ରାଜ୍ୟ କୃଷି ଓ କୃଷକ ସଶକ୍ତୀକରଣ ବିଭାଗ ଅଧୀନ ଓଡ଼ିଶା କୃଷି ଶିଳ୍ପ ନିଗମ, ଓଡ଼ିଶା ରାଜ୍ୟ କାଜୁ ଉନ୍ନୟନ ନିଗମ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image