ବିଧାନସଭା ମୌସୁମୀ ଅଧିବେଶନର ପ୍ରଥମ ପର୍ଯ୍ୟାୟ ଶେଷ

ଭୁବନେଶ୍ୱର,୬।୭(ବ୍ୟୁରୋ): ଚଳିତ ମୌସୁମୀ ଅଧିବେଶନର ପ୍ରଥମ ପର୍ଯ୍ୟାୟ ବୁଧବାର ଶେଷ ହୋଇଛି। ବଜେଟ୍‌ ଆଲୋଚନା ବିରତି ପାଇଁ ଜୁଲାଇ ୭ରୁ ୧୨ ଯାଏ ବିଧାନସଭା ସାମୟିକ ଭାବେ ବନ୍ଦ ରହିବ। ଆସନ୍ତା ୧୨ରୁ ଅଧିବେଶନରା ଦ୍ୱିତୀୟ ପର୍ଯ୍ୟାୟ ଆରମ୍ଭ ହେବ। ସୂଚନାଯୋଗ୍ୟ, ଏହି ଅଧିବେଶନ ଜୁଲାଇ ୨ରୁ ଆରମ୍ଭ ହୋଇଛି। ଆସନ୍ତା ଅଗଷ୍ଟ ୪ ଯାଏ ଚାଲିବ। ଏଥିରେ ମୋଟ ୨୪ଟି କାର୍ଯ୍ୟଦିବସ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସୁଛି କାଳବୈଶାଖୀ: ୬ଜିଲାରେ ଛେଚିବ

ଭୁବନେଶ୍ୱର,୩୦ା୩(ଅନୁରାଧା ମହାରଣା):ପାଣିପାଗକୁ ନେଇ ପୁଣି ବଡ଼ ଖବର । ପୁଣି ମିଳିବ ଆଶ୍ବସ୍ତି । ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ରର ଆକଳନ ଅନୁଯାୟୀ,...

ନବୀନଙ୍କୁ ଟାର୍ଗେଟ କଲେ ମୋହନ, କହିଲେ କାଗଜ ବାଘ…

ଭୁବନେଶ୍ୱର, ୩୦ା୩(ସୁନିତ୍‌ ମିଶ୍ର): ନାରୀ ନିର୍ଯାତନା ପ୍ରସଙ୍ଗରେ ବିରୋଧୀ ଯଦି ଆଲୋଚନା କରିବାକୁ ଚାହାନ୍ତି ତେବେ ଆସନ୍ତୁ, କିଛି ଅସୁବିଧା ନାହିଁ। କିନ୍ତୁ ତଥ୍ୟଭିତ୍ତିକ ଆଲୋଚନା...

ବହୁ ଚର୍ଚ୍ଚିତ ରମେଶ ସିଂ ହତ୍ୟା ମାମଲା: ଶାଶୁଙ୍କୁ ଆଜୀବନ କାରାଦଣ୍ଡ, ଜ୍ୱାଇଁ ଖଲାସ

ସୁନ୍ଦରଗଡ଼,୨୯ା୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଟାଉନଥାନା ଅନ୍ତର୍ଗତ ଭବାନୀପୁରରେ ୨୦୨୧ରେ ଘଟିଥିବା ବହୁ ଚର୍ଚ୍ଚିତ ରମେଶ ସିଂ ହତ୍ୟା ମାମଲାର ରାୟ ଶନିବାର ପ୍ରକାଶ ପାଇଛି।...

ଭୁବନେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ଅଶୋକ ସଭାପତି

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ) ୨୦୨୫-୨୬ବର୍ଷ ପାଇଁ ଶନିବାର ଭୁବନେଶ୍ୱର ବାର ଆସୋସିଏଶନ ନିର୍ବାଚନ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ ହୋଇଛି। ବାର୍‌ ଆସୋସିଏଶନ ସଭାପତି ପଦ ପାଇଁ...

କଂଗ୍ରେସ ଆନ୍ଦୋଳନ ସମୟରେ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ଘଟଣା: ଜଣେ ଗିରଫ 

ଭୁବନେଶ୍ୱର,୨୯।୩: କଂଗ୍ରେସର ‘ବିଧାନସଭା ଘେରାଓ’ କାର୍ଯ୍ୟକ୍ରମ ସମୟରେ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ଘଟଣାରେ ଜଣେ ୨୯ ବର୍ଷୀୟ ଯୁବକଙ୍କୁ ଗିରଫ କରାଯାଇଛି।ସେ ହେଲେ ଭୁବନେଶ୍ୱର...

ଜଣାପଡିଲା ସୁଜାତାଙ୍କ VRS ପଛର କାରଣ! କହିଦେଲେ ବିଜେଡି ନେତା

ଭୁବନେଶ୍ୱର,୨୯।୩: IAS ସୁଜାତା କାର୍ତ୍ତିକେୟନଙ୍କ ସ୍ବେଚ୍ଛାକୃତ ଅବସରକୁ ନେଇ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। ୨୦୦୦ ବ୍ୟାଚର ଏହି ଆଇଏଏସ ଅଧିକାରୀ କେନ୍ଦ୍ର ସରକାରଙ୍କ ଅନୁମୋଦନ...

ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି: ସମ୍ବଲପୁର ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର,୨୮ା୩: ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। ଦୁଇ ଦିନ ହେଲା ତାପମାତ୍ରା ୪୨ ଡିଗ୍ରୀ ଉପରେ ରହୁଛି। ଏଭଳିସ୍ଥିତିରେ ଅସମ୍ଭାଳ ତାତିରେ ସିିଝୁଛି ପଶ୍ଚିମ ଓଡ଼ିଶା।...

ବିଧାନସଭା ଆଗରେ ଧାରଣାଦେଉଥିବାବେଳେ ଅସୁସ୍ଥ ହୋଇପଡିଲେ କଂଗ୍ରେସ ନେତା, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୨୯।୩: କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମ ଏବଂ ଦଳୀୟ ବିଧାୟକ ଅଶୋକ ଦାସ ଶନିବାର ଦିନ ଓଡ଼ିଶା ବିଧାନସଭା ଆଗରେ ଧାରଣା ଦେଉଥିବା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image