କୂଅରୁ ହାତୀକୁ ଉଦ୍ଧାର କଲା ବନବିଭାଗ

କେସିଙ୍ଗା, ୩୦।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ରେଞ୍ଜ ଅଧିନସ୍ଥ ସୌରାପଦର ଗ୍ରାମ ନିକଟରେ ଥିବା କାଜୁବାଦାମ ପରିସରରେ ଏକ କୂଅରେ ହାତୀ ପଡିଥିବାର ଜାଣି ଗ୍ରାମବାସୀ ସୋମବାର ରେଞ୍ଜରଙ୍କୁ ଜଣାଇଥିଲେ। ଗ୍ରାମବାସୀଙ୍କ ଅଭିଯୋଗକୁ ଭିତ୍ତି କରି ବନ ବିଭାଗର ରେଞ୍ଜର ପ୍ରଭାବତୀ ସେଠଙ୍କ ସମେତ ସମସ୍ତ ବନ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ହାତୀକୁ ଜେସିପି ଦ୍ବାରା କୂଅରୁ ଉଦ୍ଧାର କରିଛନ୍ତି। ହାତୀଟି କୂଅରୁ ବାହାରି ବଜ୍ରଗଡ଼ ଜଙ୍ଗଲ ଅଭିମୁଖେ ପଳାଇଛି। ଆଜକୁ ପ୍ରାୟ ୧୫ ଦିନ ହେଲା ୩୦ ଟିକିଆ ହାତୀ ପଲ ପରଲସିଙ୍ଗା, ପୋଢ଼ଖମ୍ବ,ଶିରୋଲ,ଡୁମେରମୁଣ୍ଡା ଆଦି ଅଞ୍ଚଳରେ ରହୁଥିବାରୁ ଚାଷୀଙ୍କ ଧାନ ,କପା ଖାଇ ବ୍ୟାପକ ନଷ୍ଟ କରୁଛନ୍ତି । ଚାଷର କ୍ଷୟ କ୍ଷତି ପାଇଁ ଚାଷୀମାନେ ବନ ବିଭାଗକୁ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପଟେ ହାତୀପଲ ଏହି ଅଞ୍ଚଳରେ ରହୁଥିବାରୁ ରାତିରେ ବାଲସି,ରେଙ୍ଗାଲି,ମଶାଣିବନ୍ଧ,ପରଲସିଙ୍ଗା, ଶିରୋଲ ଆଦି ଗ୍ରାମରେ ବିଦ୍ୟୁତ କାଟି ଦିଆଯାଉଛି। ଫଳରେ ଲୋକମାନେ ଅନ୍ଧାର, ଗରମରେ ବହୁ କଷ୍ଟରେ ରାତି ବିତାଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଏରେଣ୍ଡେଇ ସରପଞ୍ଚଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ଥାବ କରୋମ ଅଭାବରୁ ବାତିଲ

ପାଟଣା,୩୦।୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତର ସରପଞ୍ଚ ପାର୍ବତୀ ଦେହୁରୀଙ୍କ ବିରୋଧରେ ସୋମବାର କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଅନାସ୍ଥା ପ୍ରସ୍ତାବ...

ଚାଲିଥିଲା କାମ, ହଠାତ୍‌ ଜିଲାପାଳଙ୍କ ଅଫିସରେ ଲାଗିଗଲା ନିଆଁ

ଖୋର୍ଦ୍ଧା ,୩୦।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାପାଳଙ୍କ ଅଫିସରେ ଲାଗିଲା ନିଆଁ। ଇନଭଟର୍ର ବ୍ୟାଟେରୀ ଫାଟି ଏହି ଅଗ୍ନିକାଣ୍ଡ ଘଟିଛି। ଫଳରେ ନିଆ ଲାଗି କିଛି କାଗଜ...

ଟ୍ରକ ପଛ ପଟକୁ ଧକ୍କା ଦେଲା ବସ,ହେଲ୍ପର୍‌ ମୃତ

ଯାଜପୁର, ୩୦।୯(ଶିବ ପ୍ରାସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥ ଜାରକା ଛକ ନିକଟ ଟ୍ରକ ପଛ ପଟେ...

ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ନିରାକାରପୁର,୩୦।୯(ମାନସ ଚନ୍ଦ୍ର ପଟ୍ଟନାୟକ): ଗଛ ଡାଳରୁ ସୋମବାର ଜଣେ ଛାତ୍ରଙ୍କ ମୃତ ଦେହକୁ ପୋଲିସ ଉଦ୍ଧାର କରିଛି। ମୃତକ ଜଣଙ୍କ ହେଲେ ଖୋର୍ଦ୍ଧା ଜିଲା ଜଙ୍କିଆ...

ପଦ୍ମ ଧରିଲେ ୯ ସମିତି ସଭ୍ୟାସଭ୍ୟ

କୁଜଙ୍ଗ,୩୦।୯(ମନୋଜ ପ୍ରଧାନ): ଜଗତ୍‌ସିଂହପୁର ଜିଲା କୁଜଙ୍ଗ ବ୍ଲକର ବିଭିନ୍ନ ପଞ୍ଚାୟତର ନିର୍ବାଚିତ ୯ ଜଣ ସମିତି ସଭ୍ୟାସଭ୍ୟ ରବିବାର ରାତିରେ ବିଜେଡି ଛାଡ଼ି ବିଧିବଦ୍ଧ ଭାବେ...

ବବିଙ୍କ ଆହ୍ବାନ କହିଲେ…

ରସୁଲପୁର,୩୦।୯(ରଞ୍ଜିତ ରାଉତ): ଯାଜପୁର ଜିଲା କୋରେଇ ନିର୍ବାଚନମଣ୍ଡଳୀର ରସୁଲପୁର ବ୍ଲକ ଶାଖା ବିଜେଡି ପକ୍ଷରୁ ଏକ ସାଙ୍ଗଠନିକ ବୈଠକ ରବିବାର ସନ୍ଧ୍ୟାରେ କୁଆଖିଆସ୍ଥିତ ଏସ୍‌କେ ଲଜିଂ...

ଗାଁ ଗାଁ ରେ ବିକ୍ରି ହେଉଛି ଦେଶୀ ବିଦେଶୀ ମଦ, ନିରବଦ୍ରଷ୍ଟା ସାଜିଛି ଅବକାରୀ ବିଭାଗ

ଅମରପାଲି,୩୦।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଅଞ୍ଚଳରେ ସବୁଠି ମିଳୁଛି ଦେଶୀ ବିଦେଶୀ ମଦ। ପାନ ଦୋକାନ,ତେଜରାତି ଦୋକାନଠୁ ଆରମ୍ଭ କରି ପ୍ରତି ଗ୍ରାମର ଛକ...

ଅନ୍ୟର ଜମି ଦେଖାଇ ସାଢ଼େ ୫ଲକ୍ଷ ଟଙ୍କା ନେଇଗଲେ

ଡେରାବିଶ,୩୦।୯(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ୍‌ ଅଞ୍ଚଳରେ ଜମି ବ୍ୟବସାୟୀଙ୍କ ରାଜ୍‌ ଚାଲିଛି। ଜମି ଯୋଗାଇ ଦେବା ଆଳରେ କେତେଜଣ ବ୍ୟକ୍ତି ଅନ୍ୟର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri