ପାଖେଇ ଆସିଲାଣି ‘ଦାନା’: ଗଞ୍ଜାମରେ ବଦଳିଲା ପାଗ, ସମୁଦ୍ର ଅଶାନ୍ତ

ଛତ୍ରପୁର, ୨୪।୧୦(ଦିଲୀପ ସାମଲ): ସମ୍ଭାବ୍ୟ ବାତ୍ୟା ‘ଦାନା’କୁ ନେଇ ଗଞ୍ଜାମ ଜିଲା ପ୍ରଶାସନ ଜୋରଦାର ପ୍ରସ୍ତୁତି ଆରମ୍ଭ କରିଛି । ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀକୁ ଲୋକଙ୍କୁ ସ୍ଥାନାନ୍ତରିତ କରାଯାଉଛି ବୋଲି ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡା କହିଛନ୍ତି। ଅଧିକାରୀମାନେ ବିଭିନ୍ନ ଅଞ୍ଚଳ ବୁଲି ସ୍ଥିତି ପରଖୁଛନ୍ତି । ଗୋରୁଗାଇଙ୍କ ସମେତ ଅନ୍ୟ ଗୃହପାଳିତ ପଶୁଙ୍କ ପାଇଁ ଗୋଖାଦ୍ୟ ମହଜୁଦ କରି ରଖାଯାଇଛି । ଜିରୋ କାଜୁଆଲିଟି ଉପରେ ଫୋକସ ରହିଛି। କଳାବଜାରୀ ଉପରେ ଧ୍ୟ୍ୟାନ ଦିଆଯିବା ସହ ଯୋଗାଣ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢାଉ କରାଯାଉଛି। ତେବେ ଯେକୌଣସି ପରିସ୍ଥିତି ପାଇଁ ଗଞ୍ଜାମ ପ୍ରଶାସନ ସଜାଗ ରହିଛି ବୋଲି ଜିଲାପାଳ କହିଛନ୍ତି। ଅପରପକ୍ଷେ ଗୁରୁବାର ସକାଳଠାରୁ ପାଗରେ ପରିବର୍ତ୍ତନ ଦେଖାଯାଉଛି। ହାଲକା ପବନ ସହ ମଝିରେ ମଝିରେ ବର୍ଷା ହେଉଛି। ସମୁଦ୍ର ଅଶାନ୍ତ ରହିବା ସହ ଉଚ୍ଚ ଲହଡ଼ି ମାରୁଛି। ମତ୍ସ୍ୟଜିବୀମାନେ ସମୁଦ୍ର କୂଳ ନିକଟରେ ବସି ରହିଥିବା ବେଳେ ଅନ୍ୟ କିଛି ମତ୍ସ୍ୟଜିବୀ ଜାଲକୁ ସୁରକ୍ଷିତ ସ୍ଥାନକୁ ନେଉଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

‘ଦାନା’ ପ୍ରଭାବ: ଭୁବନେଶ୍ୱରରେ ହେବ ପ୍ରବଳ ବର୍ଷା

ଭୁବନେଶ୍ୱର,୨୪।୧୦: ବଙ୍ଗୋପସାଗରରୁ ବଳ ଗୋଟାଇ ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତିରୁ ଶୁକ୍ରବାର ପୂର୍ବାହ୍ନ ଯାଏଁ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ...

ସୁରକ୍ଷା ବନ୍ଧରେ ଜୁଆର ମାଡ: କୂଳବାସୀ ଭୟଭୀତ

ଭୋଗରାଇ, ୨୪ l ୧୦( ପ୍ରଦୀପ ଦାସ ): ସାମୁଦ୍ରିକ ଝଡ଼ ଦାନା କୂଳଆଡକୁ ମାଡି ଆସିଛି। ଗୁରୁବାର ସକାଳେ ଝିପିଝିପି ବର୍ଷା ହେଉଥିବାବେଳେ ଅପରାହ୍ନରେ...

ଉପକୂଳ ମୁହାଁ ହେଉଛି ‘ଦାନା’, ପାରାଦୀପରୁ ମାତ୍ର ଏତିକି କିମି ଦୂରରେ ରହିଛି…

ଭୁବନେଶ୍ୱର,୨୪।୧୦: ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ମୁହାଁ ହେଉଛି ‘ଦାନା’। ଗତ ୬ ଘଣ୍ଟାରେ ୧୦ କିମି ବେଗରେ ଗତି କରୁଛି। ପାରାଦୀପର ଦକ୍ଷିଣପୂର୍ବକୁ...

ଏହି ଗାଁରେ ପହଞ୍ଚି ତାଜୁବ ହେଲେ ବ୍ଲକ ଅଧ୍ୟକ୍ଷ: ଶୁଣିଲେ ଅଭିଯୋଗ

ଦାରିଙ୍ଗବାଡି,୨୪।୧୦(ଅରୁଣ ସାହୁ): ସ୍ବାଧୀନତାର ୭୫ ବର୍ଷ ପାର ହୋଇସାରିଲାଣି। ଥାପି ଏବେ ମଧ୍ୟ ଏଭଳି ଗ୍ରାମ ରହିଛି, ଯେଉଁଠି ପ୍ରଶାସନ ପହଞ୍ଚିବା ଦୂରର କଥା ବିଦ୍ୟୁତ,...

ତୁହାକୁ ତୁହା ବର୍ଷା ସାଙ୍ଗକୁ ଆରମ୍ଭ ହେଲାଣି ପବନ: ସ୍ଥିତି ଅନୁଧ୍ୟାନ କଲେ ଆଇନ ମନ୍ତ୍ରୀ

ନିଶ୍ଚିନ୍ତକୋଇଲି,୨୪।୧୦(ଅଶୋକ କୁମାର ମହାପାତ୍ର): ସାମୁଦ୍ରିକ ବାତ୍ୟା ଦାନା ମାଡି ଆସୁଛି। ତୁହାକୁ ତୁହା ବର୍ଷା ସାଙ୍ଗକୁ ପବନ ବହିବା ଆରମ୍ଭ ହେଲାଣି। ବ୍ଲକ ପ୍ରଶାସନ ସମ୍ଭାବ୍ୟ...

ବଡ଼ ସୂଚନା: ଦୁର୍ବଳ ହେବ ନାହିଁ ବାତ୍ୟା, ଭୀଷଣ ରୂପ ନେଇ ସ୍ଥଳଭାଗ ଛୁଇଁବ

ଭୁବନେଶ୍ୱର,୨୪।୧୦: ଉପକୂଳଆଡ଼କୁ ମାଡ଼ି ଆସୁଛି ବାତ୍ୟା ‘ଦାନା’। ଗୁରୁବାର ମଧ୍ୟରାତିରୁ ଶୁକ୍ରବାର ପୂର୍ବାହ୍ନ ଯାଏଁ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଜାରି ରହିବ ବୋଲି ଆଇଏମ୍‌ଡି ଡିଜି...

ମହିଳାଙ୍କୁ ଆକ୍ରମଣ-ଅସଦାଚରଣ ଅଭିଯୋଗ: ଥାନାରେ ପହଞ୍ଚିଲା ମାମଲା

ଦିଗପହଣ୍ଡି,୨୪।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ଗ୍ରାମର ଜଣେ ମହିଳାଙ୍କୁ ସେହି ଗ୍ରାମର ପିଙ୍କୁ ଓରଫ ଏସ.ବିଘ୍ନରାଜ ଦୋରା ଷ୍ଟିଲ ଛଡ଼ରେ ଆକ୍ରମଣ କରିବା...

ଅକ୍ଟୋବର ୨୮ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୨୪।୧୦: ଆଗାମୀ ଅକ୍ଟୋବର ୨୮ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି। ସମ୍ଭାବ୍ୟ ବାତ୍ୟା ’ଦାନା’ ଓ ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri