ସରକାରଙ୍କ କାର୍ଯ୍ୟାନୁଷ୍ଠାନ, କାର୍ଯ୍ୟରେ ଅବହେଳା ପାଇଁ ବିଦା ହେଲେ ପୌରାଧ୍ୟକ୍ଷା

ଭୁବନେଶ୍ୱର,୨୯।୧: ଦେବଗଡ଼ ପୌରାଧ୍ୟକ୍ଷା ଶାନ୍ତିମଞ୍ଜରୀ ଦେଈଙ୍କୁ ବହିଷ୍କାର କଲେ ସରକାର। ପୌରାଧ୍ୟକ୍ଷାଙ୍କ ବିରୋଧରେ ଅନିୟମିତତା ଅଭିଯୋଗ ଥିଲା । ଜିଲାପାଳଙ୍କ ତଦନ୍ତ ରିପୋର୍ଟ ଆଧାରରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

ଅଭିଯୋଗ ଆଧାରରେ ପୌରାଧ୍ୟକ୍ଷା ବିରୋଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ବୋଲି ରାଜ୍ୟ ସରକାର ନୋଟିସ ଜାରି କରିଥିଲେ । ଗତ ନଭେମ୍ବର ୧୧ ତାରିଖରେ ଗୃହ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ନୋଟିସ ଜାରି ହୋଇଥିଲା। ଏଥିସହ ପୌର ପରିଷଦ ଅଧ୍ୟକ୍ଷା ଜାଣିଶୁଣି ନୀତି ନିୟମ ଏବଂ ଆଇନ ଉଲଙ୍ଘନ କରିଥିବା ନେଇ ଜିଲାପାଳଙ୍କ ତଦନ୍ତ ରିପୋର୍ଟରୁ ରାଜ୍ୟ ସରକାର ଅନୁଭବ କରିଥିଲେ। ଫଳରେ ତାଙ୍କ ବିରୋଧରେ ଏଭଳି କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଘରକୁ ଫେରୁଥିବା ବେଳେ ଦୁର୍ଘଟଣା: ଚାଲିଗଲା ଯୁବକଙ୍କ ଜୀବନ

ଦିଗପହଣ୍ଡି,୧୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଖଣ୍ଡାଳବନ୍ଧ ଗାଁ ନିକଟ ମୁଖ୍ୟରାସ୍ତାରେ ଏକ ଗାଡ଼ି ଧକ୍କାରେ ଜଣେ ଯୁବକ ମୃତ୍ୟୁ ଘଟିଛି। ସେ...

ଦଣ୍ଡନାଚରେ କଥା କଟାକଟିରୁ ସଂଘର୍ଷ: ୨ ଗୁରୁତର

ହିଞ୍ଜିଳିକାଟୁ, ୧୩।୪(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଗ୍ରାମରେ ଦଣ୍ଡନାଚ ବେଳେ ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ଘଟି ୨ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନେ ହେଲେ...

୭ ବର୍ଷ ପରେ IPL’ରେ ଅର୍ଦ୍ଧଶତକ ହାସଲ କଲେ ଇଣ୍ଡିଆ ଷ୍ଟାର, ଇଣ୍ଟରନେଟରେ ଛାଇଗଲେ

ନୂଆଦିଲ୍ଲୀ,୧୩ା୪: କରୁଣ ନାୟାର ସାତ ବର୍ଷ ମଧ୍ୟରେ ତାଙ୍କର ପ୍ରଥମ ଆଇପିଏଲ ଅର୍ଦ୍ଧଶତକ ହାସଲ କରିଛନ୍ତି।ଯେଉଁଥିରେ ସେ ଜସପ୍ରିତ ବୁମରାହଙ୍କ ଭଳି ବୋଲରଙ୍କୁ ଗଳି କ୍ରିକେଟ...

ହକି ଚାମ୍ପିୟନଶିପ୍‌: ମଧ୍ୟପ୍ରଦେଶ-ପଞ୍ଜାବ ଫାଇନାଲ

ଝାନ୍ସି,୧୩ା୪: ମଧ୍ୟପ୍ରଦେଶ ଓ ପଞ୍ଜାବ ନିଜ ନିଜର ସେମିଫାଇନାଲ ମ୍ୟାଚରେ ଯଥାକ୍ରମେ ମଣିପୁର ଓ ଉତ୍ତର ପ୍ରଦେଶକୁ ପରାସ୍ତକରି ରବିବାର ଜାତୀୟ ହକି ଚାମ୍ପିୟନଶିପ୍‌ ଫାଇନାଲରେ...

କଲେଜ ପିଲାଙ୍କୁ ଜୟ ଶ୍ରୀରାମ କହିବାକୁ କହି ବିବାଦରେ ତାମିଲନାଡୁ ରାଜ୍ୟପାଳ

ମଦୁରାଇ,୧୩।୪: ରାଜ୍ୟ ବିଧାନସଭାରେ ଗୃହୀତ ବିଲ୍‌ଗୁଡ଼ିକୁ ମଞ୍ଜୁରୀ ନ ଦେଇ ଦୀର୍ଘଦିନ ପକାଇରଖିବା ଘଟଣାରେ ଗତ ୮ ତାରିଖରେ ସୁପ୍ରିମକୋର୍ଟରୁ ଭର୍ତ୍ସିତ ହୋଇଥିବା ତାମିଲନାଡୁ ରାଜ୍ୟପାଳ...

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ,୧୩।୪(ଦ୍ବିତୀକୃଷ୍ଣ ପଣ୍ଡା): ନାବାଳିକାଙ୍କୁ ବିବାହର ପ୍ରଲୋଭନ ଦେଖାଇ ଅପହରଣ କର ବଳାତ୍କାର କରିବା ଏବଂ ପରବର୍ତ୍ତୀ ସମୟରେ ଶାରୀରିକ ନିର୍ଯାତନା ଦେବା ନେଇ ହିଞ୍ଜିଳି ଥାନାରେ...

ଭୁଲ ବୁଝାମଣାରୁ ଏମ୍‌କେସିଜିରେ ଫାର୍ମାସୀ ଛାତ୍ରଙ୍କୁ ମାଡ଼, କ୍ଷମା ମାଗିଲେ ରୋଗୀଙ୍କ ସମ୍ପର୍କୀୟ

ବ୍ରହ୍ମପୁର,୧୩।୪(ସୁବାସ ଚନ୍ଦ୍ର ପାଢ଼ୀ): ଏମ୍‌କେସିଜି ମେଡିକାଲରେ ଜଣେ ଫାର୍ମାସୀ ଛାତ୍ରଙ୍କୁ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। କାଜୁଆଲିଟିରେ ଜଣେ ରୋଗୀଙ୍କ ମୃତ୍ୟୁ ହେବା ଘଟଣାକୁ ନେଇ...

ବଲାଙ୍ଗୀରରେ ପୁଣି ଗଡ଼ିଲା ମୁଣ୍ଡ: ଗ୍ରୋସରୀ ଦୋକାନୀଙ୍କୁ ହାଣି ହତ୍ୟା

ବଲାଙ୍ଗୀର,୧୩।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ୨ ଦିନରେ ଗଡିଛି ୨ ମୁଣ୍ଡ। ଶନିବାର ଦିନ ଦ୍ୱିପ୍ରହରରେ ଜଣେ ଯୁବକଙ୍କୁ ଟାଙ୍ଗିଆରେ ହାଣି ଅତି ବିଭତ୍ସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image