ସ୍ମରଣୀୟ ହୋଇ ରହିବେ ବିଜୟ: ରାଜ୍ୟପାଳ

ଭୁବନେଶ୍ୱର,୨୦ା୭(ବ୍ୟୁରୋ)-ପ୍ରସିଦ୍ଧ ଓଡ଼ିଆ ଚଳଚ୍ଚିତ୍ର ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଗଭୀର ଶୋକ ପ୍ରକାଶ କରିଛନ୍ତି। ଓଡିଆ ଅଭିନୟ ଜଗତକୁ ବିଜୟଙ୍କ ଅବଦାନ ଅତୁଳନୀୟ। ଅଭିନୟ ଲାଗି ସେ ସମସ୍ତଙ୍କ ହୃଦୟରେ ସବୁଦିନ ପାଇଁ ମନେ ରହିବେ ବୋଲି ରାଜ୍ୟପାଳ କହିଛନ୍ତି।

Share