ଆମ୍ବ ଟାକୁଆ ଜାଉ ଖାଇ ଏସ୍‌ସିବିରେ ଚିକିତ୍ସାଧୀନ ୨ ମହିଳାଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ

ଦାରିଙ୍ଗବାଡି,୪।୧୧(ଅରୁଣ ସାହୁ): ଆମ୍ବ ଟାକୁଆ ଜାଉ ଖାଇ ଏସ୍‌ସିବିରେ ଚିକିତ୍ସାଧୀନ ଥିବା ୨ ମହିଳାଙ୍କୁ ସ୍ବାସ୍ଥମନ୍ତ୍ରୀ ମୁକେଶ ମହାଲିଙ୍ଗ ଭେଟିଛନ୍ତି। ସେ ଉଭୟଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଉଭୟ ଏମ୍‌କେସିଜିରେ ଚିକିତ୍ସାଧୀନ ଥିବା ବେଳେ ଅବସ୍ଥା ସଙ୍କଟାପର୍ଣ୍ଣ ହେବାରୁ କଟକ ବଡ଼ ମେଡିକାଲକୁ ରେଫର ହୋଇଥିଲେ। ୨ ଗୁରୁତର ରୋଗୀ ଜିତା ମାଝୀ ଏବଂ ଟୁନି ମାଝୀଙ୍କୁ ଚିକିତ୍ସା କରୁଥିବା ଡାକ୍ତରଙ୍କ ସହ ଆଲୋଚନା କରିଛନ୍ତି।  ଉଭୟଙ୍କୁ ଉତ୍ତମରୁ  ଉତ୍ତମ ଚିକିତ୍ସା ଯୋଗାଇଦେବାକୁ ଡାକ୍ତର ଓ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଆମ୍ବ ଟାକୁଆ ଖାଇ ୨ ଜଣଙ୍କ ମୃତ୍ୟୁ ହୋଇଥିଲା। ମୃତକ ହେଲେ ଉକ୍ତ ବ୍ଲକ ଗଦାପୁର ପଞ୍ଚାୟତ ମାଣ୍ଡିପଙ୍କା ଗ୍ରାମ ଦଡ଼ାସାହିର ରୁନୁ ମାଝୀ ଏବଂ ରମିତା ପାଟମାଝୀ। ରୁନୁ ଜଣେ ଦିବ୍ୟାଙ୍ଗ ଯୁବତୀ ହୋଇଥିବା ବେଳେ ଏଭଳି ଘଟଣାକୁ ନେଇ ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି। ଏବେ ମଧ୍ୟ ସେହି ଗ୍ରାମର ୬ ଜଣ ମହିଳା ଗୁରୁତର ରହିଥିବା ବେଳେ ସେମାନଙ୍କୁ ପ୍ରଥମେ ବ୍ରାହ୍ମଣୀଗାଁ ସ୍ବାସ୍ଥ୍ୟକେନ୍ଦ୍ର ଓ ପରେ ଗୁରୁତର ହେବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ଅଧିକ ଚିକିତ୍ସା ପାଇଁ ପଠାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟବସାୟୀଙ୍କୁ ଆକ୍ରମଣ କରି ଲୁଟି ନେଲେ ଲକ୍ଷାଧିକ ଟଙ୍କାର ସୁନା ଗହଣା

କେନ୍ଦୁଝର,୨୮।୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ବ୍ଲକ ଅଧୀନ ନରଣପୁରରେ ଥିବା ସାହୁ ଜୁଏଲାରୀ ମାଲିକ ଦୀପକ ସାହୁଙ୍କୁ ଆକ୍ରମଣ କରି ୫ ଲକ୍ଷରୁ...

ବିଭିନ୍ନ ସମସ୍ୟା ନେଇ ଆନ୍ଦୋଳନକୁ ଓହ୍ଲାଇଲା ଭାରତୀୟ କମ୍ୟୁନିଷ୍ଟ ପାର୍ଟି

ଛତ୍ରପୁର,୨୮।୪(ଦିଲ୍ଲୀପ ସାମଲ/ସନ୍ତୋଷ ପାଢ଼ୀ): ଜନ ସମସ୍ୟାର ସମାଧାନ ନେଇ ଆଜି ଆନ୍ଦୋଳନକୁ ଓହ୍ଲାଇଛି ଭାରତୀୟ କମ୍ୟୁନିଷ୍ଟ ପାର୍ଟି। ଚାଷୀ, କ୍ଷେତ-ମଜଦୂର, ଶ୍ରମିକ ଏବଂ ଗରିବ ଜନସାଧାରଣଙ୍କ...

ଭୁବନେଶ୍ୱର ଷ୍ଟେଶନରେ ହାଇ ଆଲର୍ଟ: ଆର୍‌ପିଏଫ୍‌ର ଫ୍ଳାଗ ମାର୍ଚ୍ଚ

ଭୁବନେଶ୍ୱର,୨୮।୪: ପହଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଦେଶରେ ହାଇ ଆଲର୍ଟ ଜାରି କରାଯାଇଛି। ଦେଶର ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରି ଦିଆଯାଇଛି। ଦିଲ୍ଲୀ,...

ରାଶନ କାର୍ଡରୁ ବିଦେଶୀଙ୍କ ନାଁ କଟିବ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨୮।୪: ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୋମବାର ଏକ ବଡ଼ ବୟାନ ଦେଇଛନ୍ତି। ରାଶନ କାର୍ଡରୁ ବିଦେଶୀଙ୍କ ନାଁ କଟିବ ବୋଲି ମନ୍ତ୍ରୀ ସୂଚନା...

ମନ୍ତ୍ରୀଙ୍କ ପାଖଲୋକ କହି ହାଇପ୍ରୋଫାଇଲ ଠକେଇ: ମାଡ଼ିବସିଲା ପୋଲିସ

ଦେବଗଡ,୨୮ା୪(ଶଶାଙ୍କ ଶେଖର ଝାଙ୍କର):ନିଜକୁ ପ୍ରଭାବଶାଳୀ ନେତା, ମନ୍ତ୍ରୀଙ୍କ ପାଖଲୋକ ଦର୍ଶାଇବା ସହ ସେମାନଙ୍କ ସହିତ ଉଠାଇଥିବା ଫଟୋ ଦେଖାଇ ଅଭିନବ ଉପାୟରେ ଲକ୍ଷାଧିକ ଟଙ୍କା ଠକେଇ...

ମନରେଗା ଯୋଜନାରେ ଅନିୟମିତତା : ଏନଏମଏମଏସରେ ଚଞ୍ଚକତା କରି ଅର୍ଥ ହରିଲୁଟ

ଥୁଆମୂଳ ରାମପୁର,୨୮।୪(ଦୁର୍ଗା କୀର୍ତ୍ତି): ମନରେଗା ଯୋଜନାକୁ ସଫଳ ରୂପାୟନ କରିବା ନିମନ୍ତେ ଗାଁସାଥି ଭାବରେ ଜଣେ ଲୋକଙ୍କୁ ଚୟନ କରାଯାଇଛି। କିନ୍ତୁ ଏହି ଗାଁସାଥିଙ୍କ ଦୌରାତ୍ମ୍ୟ...

୧୦୦ ବିଶୃଙ୍ଖଳିତ ଭିସୁଟ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ସମ୍ବଲପୁର,୨୮।୪(ପ୍ରମୋଦ ବହିଦାର): ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ବବିଦ୍ୟାଳୟ (ଭିସୁଟ)ର ୧୦୦ ଜଣ ଛାତ୍ରଙ୍କ ହିରୋଧରେ ବିଶୃଙ୍ଖଳାଗତ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି କର୍ତ୍ତୃପକ୍ଷ। ଭିସୁଟ ଶୃଙ୍ଖଳା...

ପାରାଦୀପ ଷ୍ଟକ୍‌ୟାର୍ଡ଼ରେ ଭୟଙ୍କର ଅଗ୍ନିକାଣ୍ଡ

ପାରାଦୀପ,୨୮।୪: ପାରାଦୀପ ଜିରୋ ପଏଣ୍ଟରେ ଥିବା ଏକ ଷ୍ଟକ୍‌ୟାର୍ଡରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଷ୍ଟକ୍‌ୟାର୍ଡରେ ଥିବା ପ୍ଲାଷ୍ଟିକ କୋଟେଡ ଆଇରନ୍‌ ପାଇପ୍‌ରେ ନିଆଁ ଲାଗି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image