ସକ୍ରିୟ ରହିବ ହୃତ୍‌ପିଣ୍ଡ

ହୃତ୍‌ପିଣ୍ଡ ବା ହାର୍ଟ ଆମ ଶରୀରର ଏକ ପ୍ରମୁଖ ତଥା ଦରକାରୀ ଅଙ୍ଗ। ଦୈନନ୍ଦିନ ଜୀବନରେ ଏହା ସୁସ୍ଥ ରହିଲେ ଆମେ ନୀରୋଗ ରହିବା। ତେବେ କେତେକ କାରଣରୁ ହାର୍ଟ ପ୍ରଭାବିତ ହେବା ଦ୍ୱାରା ଆମେ ଅନେକ ସମୟରେ ହୃଦ୍‌ଜନିତ ସମସ୍ୟାର ସମ୍ମୁଖୀନ ହେଉଛେ। ତେବେ ହାର୍ଟ କିପରି ସୁସ୍ଥ ରହିବ ସେ ବିଷୟରେ ଆମେ ସଚେତନ ହେବା ନିହାତି ଜରୁରୀ। ଏ ନେଇ ଏକ ସରଳ ତଥା ସହଜ ଉପାୟ ରହିଛି। ଯଦି ଜଣେ ବ୍ୟକ୍ତି ନିଜର ମାନସିକତାକୁ ଅଧିକାଂଶ ସମୟ ସକାରାତ୍ମକ ରଖନ୍ତି, ତେବେ ତାଙ୍କର ହାର୍ଟ ଆହୁରି ସକ୍ରିୟ ଭାବେ କାର୍ଯ୍ୟ କରିବ। ଏଭଳି ସିଦ୍ଧାନ୍ତରେ ଉପନୀତ ହେବା ପୂର୍ବରୁ ଲଣ୍ଡନ ୟୁନିଭର୍ସିଟିର ବିଶେଷଜ୍ଞମାନେ ଏକ ସର୍ଭେ ଆରମ୍ଭ କରିଥିଲେ। ଏହାର ଅନ୍ତର୍ଭୁକ୍ତ ବ୍ୟକ୍ତିମାନଙ୍କର ମାନସିକତାକୁ ତର୍ଜମା କରାଯାଇଥିଲା। ଏଥିରୁ ଜଣାପଡ଼ିଥିଲା ଯେ, ଯେଉଁମାନଙ୍କର ମାନସିକତା ଅଧିକାଂଶ ସମୟ ସକାରାତ୍ମକ ରହୁଛି, ସେମାନଙ୍କର ହାର୍ଟ ଅଧିକ ସକ୍ରିୟ ଭାବରେ କାମ କରୁଛି। ତେଣୁ ଜଣେ ବ୍ୟକ୍ତି ଯେତେ ସମ୍ଭବ ନିଜକୁ ଚାପମୁକ୍ତ ରଖିବା ସହ ନିଜର ମାନସିକତାକୁ ସକାରାତ୍ମକ ରଖିବା ପାଇଁ ସେମାନେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜୀବନଶୈଳୀକୁ ପ୍ରଭାବିତ କରେ ଭିଡିଓ ଗେମ୍‌

ଭିଡିଓ ଗେମ୍‌ ଖେଳିବାରେ କେବଳ ଛୋଟ ପିଲାମାନେ ନୁହନ୍ତି ବରଂ ଏଥିରେ ଯୁବପିଢ଼ି ବି ପଛରେ ପଡ଼ିନାହାନ୍ତି। ଏହା ମନକୁ ସାମୟିକ ଆନନ୍ଦ ଦେଇଥାଏ ସତ...

ମେଶିନ ଲର୍ନିଂ ଓ କୃତ୍ରିମ ବୁଦ୍ଧିମତ୍ତା

ବର୍ତ୍ତମାନ କମ୍ପ୍ୟୁଟର ଗୋଟିଏ ଭାଷାକୁ ଅନ୍ୟ ଭାଷାରେ ଅନୁବାଦ କରିପାରୁଛି। ଜଣଙ୍କ ପ୍ରତିବିମ୍ବକୁ ଚିହ୍ନି ପାରୁଛି ଏବଂ ଯଥାସମ୍ଭବ ବାର୍ତ୍ତାଳାପ ମଧ୍ୟ କରିପାରୁଛି। ଏହା ମେଶିନ...

ରକ୍ତଦାନ କରୁଥିଲେ ଜାଣି ରଖନ୍ତୁ…

ରକ୍ତଦାନ ଦ୍ୱାରା ଆମେ ଜଣେ ବ୍ୟକ୍ତିଙ୍କର ଜୀବନ ବଞ୍ଚାଇବାରେ ଅନେକାଂଶରେ ସହାୟତା କରିପାରିବା- ଏକଥା ସମସ୍ତେ ହୃଦୟଙ୍ଗମ କରିବା ଦରକାର। ବିଶ୍ୱରେ କୋଟି କୋଟି ରକ୍ତଦାତା...

ମାଇକ୍ରୋଆର୍‌ଏନ୍‌ଏ : ଜିନ୍‌ର ପ୍ରମୁଖ ନିୟାମକ

କିଏ ପାଇଛନ୍ତି: ଚଳିତ ବର୍ଷର ଶରୀର ବିଜ୍ଞାନ କିମ୍ବା ଭେଷଜ ବିଜ୍ଞାନରେ ନୋବେଲ ପୁରସ୍କାର ପାଇବାର ଗୌରବ ଲାଭ କରିଛନ୍ତି ଭିକ୍ଟର ଆମ୍ବ୍ରୋସ ଏବଂ ଗ୍ୟାରି...

ଅଁଳା ଗଛରୁ ପାଇବେ ଲକ୍ଷ୍ମୀଙ୍କ କୃପା: ପ୍ରସନ୍ନ ହେବେ ମା’

ଅଁଳା ଗଛ ଯେତିକି ପବିତ୍ର ସେତିକି ମଧ୍ୟ ଗୁଣକାରୀ। ଏହାର ଆଧ୍ୟାତ୍ମିକ ମହତ୍ତ୍ୱ ବି ଅତ୍ୟନ୍ତ ଉଚ୍ଚକୋଟୀର। କାରଣ ଏହି ଗଛରେ ସ୍ବୟଂ ଲକ୍ଷ୍ମୀନାରାୟଣ ବାସ...

ପଞ୍ଚମୁଖୀ ହନୁମାନଙ୍କର ଫଟୋ ଘରକୁ ଆଣିଥାଏ ଶୁଭଫଳ: ଜାଣନ୍ତୁ କିପରି

କୁହାଯାଏ, ଘରେ କୌଣସି ବାସ୍ତୁଦୋଷ ଥିଲେ ଅନେକ ପ୍ରକାରର ଅଶାନ୍ତି ଉପୁଜିଥାଏ। ତେଣୁ ଏହି ବାସ୍ତୁଦୋଷକୁ ସହଜରେ କିପରି ଦୂର କରିହେବ ଜାଣନ୍ତୁ ସେ ସମ୍ପର୍କରେ…...

ବଜାରକୁ ଆସିଲାଣି ନକଲି ‘ଆଲମଣ୍ଡ’, କିଭଳି ସହଜ ଉପାୟରେ ଚିହ୍ନିବେ ଜାଣନ୍ତୁ?  

‘ଆଲମଣ୍ଡ’ ଫାଇବର, ପ୍ରୋଟିନ୍‌, ଆଇରନ୍‌, ମ୍ୟାଗ୍ନେସିୟମ ଭଳି ଅନେକ ଗୁରୁତ୍ୱପୂର୍ଣ୍ଣ ପୋଷକ ତତ୍ତ୍ୱ ମିଳିଥାଏ। ନିୟମିତ ଏହାର ସେବନ କରିବା ଦ୍ୱାରା ସ୍ମରଣଶକ୍ତି ବୃଦ୍ଧି ପାଇଥାଏ।...

ପ୍ରେମ ହେଉଛି ସବୁ ଦୁଃଖର କାରଣ, କାହିଁକି ଏଭଳି କହିଛନ୍ତି ଚାଣକ୍ୟ…

ମହାନ ରାଜନୀତିଜ୍ଞ ଏବଂ ଅସ୍ତ୍ରଶାସ୍ତ୍ର ବିଶାରଦ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତିଶାସ୍ତ୍ରରେ ସଫଳ ଜୀବନକୁ ନେଇ ଅନେକ ନୀତି ଉଲ୍ଲେଖ କରିଛନ୍ତି। ପ୍ରେମ ସମ୍ପର୍କକୁ ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri