Posted inରାଜ୍ୟ

ମିଶନ ଶକ୍ତି ପୁନର୍ଗଠନ ନିଷ୍ପତ୍ତି ଉପରେ ଲାଗିଲା ଅଙ୍କୁଶ

ଭୁବନେଶ୍ୱର,୨୨ା୪(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ମିଶନଶକ୍ତି ପୁନର୍ଗଠନ ନେଇ ନିଆଯାଇଥିବା ନିଷ୍ପତ୍ତି ଉପରେ ହାଇକୋର୍ଟଙ୍କ ଅଙ୍କୁଶ ଲାଗିଛି। ଚଳିତମାସ ୧୭ରେ ଏ ସଂକ୍ରାନ୍ତୀୟ ଏକ ଆବେଦନର ବିଚାରକରି ହାଇକୋର୍ଟ ବିଚାରପତି ଶଶିକାନ୍ତ ମିଶ୍ର ରାଜ୍ୟ ସରକାରଙ୍କ ମିଶନ ଶକ୍ତି ପୁନର୍ଗଠନ ସମ୍ପର୍କିତ ବିଜ୍ଞପ୍ତି ଉପରେ ପରବର୍ତ୍ତୀ ଶୁଣାଣି ପର୍ଯ୍ୟନ୍ତ ଅଙ୍କୁଶ ଲଗାଇଛନ୍ତି। ଏହାସହିତ ରାଜ୍ୟ ସରକାରଙ୍କ ମିଶନଶକ୍ତି ବିଭାଗକୁ ଏନେଇ କାଉଣ୍ଟର ସତ୍ୟପାଠ ଦାଖଲ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ମେ’ ୧୫ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ରହିଛି।

ସୂଚନାଯୋଗ୍ୟ, ଜାନୁଆରୀ ୨୨ରେ ରାଜ୍ୟ ସରକାରଙ୍କ ମିଶନଶକ୍ତି ବିଭାଗ ପକ୍ଷରୁ ମିଶନଶକ୍ତି ପୁନର୍ଗଠନ ସଂକ୍ରାନ୍ତରେ ବିଜ୍ଞପ୍ତି ଜାରି ହୋଇଥିଲା। ସେଥିରେ ରାଜ୍ୟ ସରକାର ପଞ୍ଚାୟତସ୍ତରରୁ ଜିଲାସ୍ତର ପର୍ଯ୍ୟନ୍ତ ବିଭିନ୍ନ କମିଟିର ପୁନର୍ଗଠନ କରିବାକୁ ବିଜ୍ଞପ୍ତି ପ୍ରକାଶ କରିଥିଲେ। ସେଥିରେ ଦୁଇଥରରୁ ଅଧିକ ସମୟ ଧରି ଥିବା କାର୍ଯ୍ୟକାରୀ ସଦସ୍ୟ ଉକ୍ତ ପଦରେ ରହିପାରିବେ ନାହିଁ। ଏହାସହିତ ଗୋଟିଏ ପରିବାରର ୨ଜଣ ସଦସ୍ୟ ମଧ୍ୟ କମିଟିରେ ନ ରହିବା ଭଳି କଟକଣା ରହିଥିଲା। ଏହାକୁ ନେଇ ଦିବ୍ୟଜ୍ୟୋତି ପ୍ରତିଭା ମିଶନଶକ୍ତି ଫେଡେରେଶନ ପକ୍ଷରୁ ହାଇକୋର୍ଟଙ୍କୁ ଗୁହାରି କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିକେଟ କପ୍‌: ବଡ଼ ଡୁଙ୍ଗୁରୀଗୁଡ଼ା ଚାମ୍ପିୟନ

କର୍ଲାମୁଣ୍ଡା:୧୪।୧୨(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରେଗଡ଼ା ପଞ୍ଚାୟତରେ ଦ୍ୱିତୀୟ ଗଜାନନ କ୍ରିକେଟ କପ୍‌ ଭୋଇରମୁଣ୍ଡା ୨୦୨୫ ଅନୁଷ୍ଠିତ ହୋଇଯାଇଛି। ଭୋଇରମୁଣ୍ଡା ଗଜାନନ...

ଇତିହାସ ରଚିଲେ ହାର୍ଦ୍ଦିକ ପାଣ୍ଡ୍ୟା; ଏପରି କରିବାରେ ପ୍ରଥମ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୪।୧୨: ଭାରତୀୟ କ୍ରିକେଟର ହାର୍ଦ୍ଦିକ ପାଣ୍ଡ୍ୟା ଦକ୍ଷିଣ ଆଫ୍ରିକା ବିପକ୍ଷରେ ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ମ୍ୟାଚରେ ଏକ ବିଶ୍ୱ ରେକର୍ଡ ସ୍ଥାପନ କରିଛନ୍ତି। ସେ ଅନ୍ତର୍ଜାତୀୟ...

ତୃତୀୟ ଟି୨୦ରେ ଭାରତର ଦମ୍‌ଦାର ବିଜୟ: ୨-୧ରେ ସିରିଜ୍‌ ଅଗ୍ରଣୀ

ଧର୍ମଶାଳା,୧୪।୧୨: ଧର୍ମଶାଳାରେ ରବିବାର ଖେଳାଯାଇଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ବିଜୟୀ ହୋଇଛି। ଭାରତୀୟ ବ୍ୟାଟର ୨୫ ବଲ୍‌ ବାକି...

ମନ୍ଦିରରେ ପଶି ମହିଳା ପୂଜାରିଙ୍କୁ ଛୁରୀ ଭୁସି ହତ୍ୟା, ଅଭିଯୁକ୍ତ ଫେରାର

ନୂଆଦିଲ୍ଲୀ,୧୪।୧୨: ରାଜଧାନୀ ଦିଲ୍ଲୀର ଏକ ମନ୍ଦିର ଭିତରେ ଜଣେ ମହିଳାଙ୍କୁ ଛୁରି ଭୁସି ହତ୍ୟା କରାଯାଇଛି । ଏହି ଘଟଣା ପୂର୍ବ ଦିଲ୍ଲୀର ମାନସରୋବର ପାର୍କ...

ବାୟୁ ପ୍ରଦୂଷଣ ଯୋଗୁଁ ପଞ୍ଚମ ଶ୍ରେଣୀ ଯାଏଁ ବନ୍ଦ ହେଲା ସ୍କୁଲ, ପରୀକ୍ଷା ବାତିଲ

ନୂଆଦିଲ୍ଲୀ,୧୪।୧୨:  ପ୍ରଦୂଷଣ ଯୋଗୁଁ, ଉତ୍ତର ପ୍ରଦେଶର ନୋଏଡାରେ ନର୍ସରୀ ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲକୁ ବନ୍ଦ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି । ଦିଲ୍ଲୀ-ଏନସିଆରରେ...

ଓଡିଶା – ଝାରଖଣ୍ଡ ସୀମାରେ ଲ୍ୟାଣ୍ଡମାଇନ ବିସ୍ଫୋରଣ, ଯବାନ ଆହତ

ବଣାଇଁ, ୧୪ / ୧୨ (ପ୍ରଦୀପ ତ୍ରିପାଠୀ)- ଓଡିଶା – ଝାରଖଣ୍ଡ ସୀମାରେ ପୁଣି ଆଜି ଲ୍ୟାଣ୍ଡମାଇନ ବିସ୍ଫୋରଣ ହୋଇଥିଲା । ଏଥିରେ କୋବ୍ରା ବାଟାଲିୟନର...

ଦକ୍ଷିଣ ଆଫ୍ରିକା ସିରିଜ ମଝିରୁ ଘରକୁ ଫେରିଗଲେ ବୁମରାହ, ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୪।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ତୃତୀୟ T20 ଆନ୍ତର୍ଜାତୀୟ ମ୍ୟାଚରୁ ଦଳର ମୁଖ୍ୟ ଦ୍ରୁତ ବୋଲର ଯଶପ୍ରୀତ ବୁମରାହ ବାଦ୍ ପଡ଼ିଛନ୍ତି।...

୧୧୭ ରନ୍‌ରେ ଅଟକିଲା ଦକ୍ଷିଣ ଆଫ୍ରିକା

ଧର୍ମଶାଳା,୧୪।୧୨:ଧର୍ମଶାଳାରେ ରବିବାର ଖେଳାଯାଉଥିବା ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦ ମ୍ୟାଚ୍‌ରେ ୧୧୭ ରନ୍‌ରେ ଅଲ୍‌ଆଉଟ ହୋଇଯାଇଛି ଦକ୍ଷିଣ ଆଫ୍ରିକା। ଫଳରେ ଭାରତ ଆଗରେ ୧୧୮ ରନ୍‌ର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri