ମେଜର, ପୀଡ଼ିତାଙ୍କ ନାଁ ପ୍ରକାଶ ନ କରିବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୩ା୯: ଭରତପୁର କାଣ୍ଡକୁ ନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ଦାୟର କରାଯାଇଛି। ପୀଡ଼ିତା ଓ ମେଜରଙ୍କ ନାଁ ଗଣମାଧ୍ୟମରେ ପ୍ରକାଶ କରିବାକୁ ବାରଣ କରିଛନ୍ତି ହାଇକୋର୍ଟ। ଏଥିସହିତ ସମସ୍ତ ଥାନାର ସିସିଟିଭି ସ୍ଥିତି ଜଣାଇବାକୁ ଏଡିଜିଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏଡିଜି ଆଧୁନିକୀକରଣଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ମାମଲା ତଦନ୍ତର ଅନୁଧ୍ୟାନ ପାଇଁ ମନା କରିଛନ୍ତି ହାଇକୋର୍ଟ।

କେନ୍ଦୁଝର ଗସ୍ତରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ଲୋକସେବା ଭବନରେ ଏହି  ଉଚ୍ଚସ୍ତରୀୟ ବୈଠକ କରିଥିଲେ। ଯେଉଁଥିରେ ଆଲୋଚନା କରି ଘଟଣାର ବିଚାର ବିଭାଗୀୟ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଛନ୍ତି। । ମାନ୍ୟବର ବିଚାରପତି ଜଷ୍ଟିସ ଚିତ୍ତରଞ୍ଜନ ଦାଶଙ୍କ ଦ୍ବାରା ଉକ୍ତ ତଦନ୍ତ ହେବ। ୬୦ ଦିନ ମଧ୍ୟରେ ରିପୋର୍ଟ ପ୍ରଦାନ କରିବା ପାଇଁ ମାନ୍ୟବର କମିଶନଙ୍କୁ  ଅନୁରୋଧ କରାଯାଇଛି। ଏହାସହିତ ମାନ୍ୟବର ହାଇକୋର୍ଟଙ୍କ ପ୍ରତ୍ୟକ୍ଷ ତଦାରଖରେ କ୍ରାଇମବ୍ରାଞ୍ଚ ତଦନ୍ତକୁ ତ୍ୱରାନ୍ବିତ କରିବା ପାଇଁ ମଧ୍ୟ ମାନ୍ୟବର ହାଇକୋର୍ଟଙ୍କୁ ଅନୁରୋଧ କରାଯାଇଛି।

ଅନ୍ୟପକ୍ଷରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ସୋମବାର ଲୋକ ସେବା ଭବନରେ ଭେଟିଛନ୍ତି ମେଜର ଏବଂ ତାଙ୍କ ବାନ୍ଧବୀ। ଯୁବତୀଙ୍କ ବାପା ମଧ୍ୟ ତାଙ୍କ ସହ ଅଛନ୍ତି। କିଛି ଅବସରପ୍ରାପ୍ତ ସେନା ଅଧିକାରୀ ବି ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଚର୍ଚ୍ଚାରେ ଭରତପୁର: ନୂତନ ଆଇଆଇସି କଲେ ଯଜ୍ଞ, ଲଙ୍କା, ଲେମ୍ବୁ ଲଗାଇ…

ଭୁବନେଶ୍ୱର,୨୩।୯:  ଭରତପୁର ଥାନା ବର୍ତ୍ତମାନ ଚର୍ଚ୍ଚାରେ ଥିବା ବେଳେ  ଆଉ ଏକ ଫର୍ଦ୍ଦ   ଚର୍ଚ୍ଚାରେ ଜୋଡି ହୋଇଯାଇଛି।  ଥାନାରେ ନୂଆ ଆଇଆଇସି ପୂଜାପାଠ କରିଛନ୍ତି ।...

ମଞ୍ଚକୁ ଆଇଟମ୍‌ ଗର୍ଲ ଆସିବାରେ ହେଲା ବିଳମ୍ବ: ମଞ୍ଚ ଉପରକୁ ଚେୟାର ଫୋପାଡ଼ିଲେ

ପାଟଣା,୨୩।୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ସାହାରପଡା ବ୍ଲକ ଦାମାହୁଦା ଠାରେ ଚାଲିଛି ଯାତ୍ରା କଳିଙ୍ଗକନ୍ୟା। ମଞ୍ଚକୁ ସୋମବାର ରାତିରେ ଜଣେ ଚର୍ଚ୍ଚିତ ଆଇଟମ୍‌ ଗର୍ଲ ଆସିବାର...

ବିରୂପା ବ୍ରିଜ୍‌ ଉପରେ  ସାଇକେଲ୍‌ ମୋବାଇଲ ରଖି …

କଟକ,୨୩।୯: ବିରୂପା ନଦୀକୁ ଡେଇଁ ଜଣେ ଛାତ୍ର ନିଖୋଜ ଅଛନ୍ତି। ଏଯାବତ୍‌ ତାଙ୍କର କୌଣସି ପତ୍ତା ମିଳିନାହିଁ। ଏପରି ଦୁଃଖଦ ଘଟଣା ଘଟିଛି କଟକ ଜିଲାରେ।...

ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ପୀଡ଼ିତାଙ୍କ ବାପା କହିଲେ ଝିଅ ସବୁବେଳେ ରାତିରେ…

ଭୁୁବନେଶ୍ୱର,୨୩।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ମାମଲାକୁ ନେଇ ଚର୍ଚ୍ଚା ଥମିବା ନାଁ ନେଉନି । ଏହା ମଧ୍ୟରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଛନ୍ତି...

ଦୀର୍ଘ ୬୩ ବର୍ଷ ପରେ ବଦଳିଲା ବ୍ଲକ କାର୍ଯ୍ୟାଳୟର ଫାଟକ, ଉଦ୍‌ଘାଟନ କଲେ ଏମ୍‌ପି ସୁକାନ୍ତ ପାଣିଗ୍ରାହୀ

ଦାରିଙ୍ଗବାଡ଼ି,୨୩ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳକୁ କନ୍ଧମାଳ ଏମ୍‌ପି ସୁକାନ୍ତ କୁମାର ପାଣିଗ୍ରାହୀ ଦିନିକିଆ ଗସ୍ତ କରିଛନ୍ତି। ଏହି ଅବସରରେ ଦାରିଙ୍ଗବାଡ଼ି ବ୍ଲକ...

ଭରା ନଦୀ ପାର ହୋଇ ଗାଁରେ ପହଞ୍ଚି ଲୋକଙ୍କ କଥା ଶୁଣିଲେ ବିଧାୟକ

ଚିତ୍ରକୋଣ୍ଡା/ମାଲକାନଗିରି,୨୩।୯: ମାଲକାନଗିରି ଜିଲା ଅପହଞ୍ଚ ଗଜିଆଗୁଡ଼ା ଗାଁରେ ସୋମବାର ପହଞ୍ଚି ଲୋକଙ୍କ ସମସ୍ୟା ବୁଝିଛନ୍ତି ଚିତ୍ରକୋଣ୍ଡା କଂଗ୍ରେସ ବିଧାୟକ ମଙ୍ଗୁ ଖିଲ। ମିଳିଥିବା ସୂଚନା ମୁତାବକ,...

ସଫଳତା ଛୁଇଁବାରେ ପ୍ରତିବନ୍ଧକ ସାଜେନି ଶବ୍ଦ

ଭୁବନେଶ୍ୱର,୨୩ା୯ (ବନ୍ଦନା ସେଠୀ): ପରସ୍ପର ମଧ୍ୟରେ ଭାବ ଆଦାନ ପ୍ରଦାନର ମୁଖ୍ୟ ମାଧ୍ୟମ ହେଉଛି ଭାଷା। ଆମେ କହୁଥିବା ପ୍ରତିଟି ଶବ୍ଦକୁ ନେଇ ତିଆରି ହୁଏ...

ବନ୍ଦ ଡାକରା ପ୍ରତ୍ୟାହୃତ କରିନେଲା ବିଜେଡି, କହିଲା ଏହି ବଡ଼ କାରଣ…

ଭୁବନେଶ୍ୱର,୨୩ା୯: ବିଜେଡି ପକ୍ଷରୁ ୨୩ ତାରିଖ ମଙ୍ଗଳବାର ପାଇଁ ଦିଆଯାଇଥିବା ୬ ଘଣ୍ଟିଆ ବନ୍ଦ ଡାକରାକୁ ପ୍ରତ୍ୟାହାର କରିନିଆଯାଇଛି। ଏନେଇ ବିଜେଡି ପକ୍ଷରୁ ସୋମବାର ଏକ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri