ବିଜ୍ଞାପନରେ ଶଙ୍ଖ ଚିହ୍ନ ବ୍ୟବହାର ମାମଲାର ଅନ୍ତ ଘଟାଇଲେ ହାଇକୋର୍ଟ

କଟକ,୧୮ା୩(କାର୍ତ୍ତିକ ସାହୁ): ସରକାରୀ ବିଜ୍ଞାପନରେ ବିଜୁ ଜନତା ଦଳର ଶଙ୍ଖ ଚିହ୍ନ ବ୍ୟବହାରକୁ ବିରୋଧ କରି ହାଇକୋର୍ଟରେ ରୁଜୁ ମାମଲାର ଅନ୍ତ ଘଟିଛି। ନିର୍ବାଚନ କମିଶନର (ଇସି)ଙ୍କ ନିକଟରେ ଏ ସଂକ୍ରାନ୍ତୀୟ ମାମଲା ବିଚାରାଧିନ ଥିବାରୁ ହାଇକୋର୍ଟ ଉକ୍ତ ଆବେଦନକୁ ବିଚାର ପାଇଁ ଗ୍ରହଣ କରିନାହାନ୍ତି। ଇସିଙ୍କ ନିଷ୍ପତିରେ ଅସନ୍ତୁଷ୍ଟ ହେଲେ ଆବେଦନକାରୀ ପୁଣି ହାଇକୋର୍ଟରେ ଆବେଦନ କରିପାରିବେ ବୋଲି ଅଦାଲତ ସ୍ପଷ୍ଟ କରିଛନ୍ତି। ଭାଜପା ନେତା ଯତୀନ ମହାନ୍ତିଙ୍କ ପକ୍ଷରୁ ଏନେଇ ହାଇକୋର୍ଟରେ ମାମଲା ରୁଜୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦନ ଯାତ୍ରାରେ ଏଥର ବାଣ ମନା

ପୁରୀ,୧୮ା୪: ଚଳିତବର୍ଷ ପୁରୀ ଚନ୍ଦନ ଯାତ୍ରାରେ ବାଣ ବ୍ୟବହାର ହୋଇପାରିବ ନାହିଁ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ଶୁକ୍ରବାର ସୂଚନା ଦେଇଛନ୍ତି। ଭକ୍ତ...

ନଦୀରେ ନାହିଁ ବାଲି, ଗଛଲତାରେ ଭରିଗଲାଣି

ଭଞ୍ଜନଗର,୧୮ା୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳସମ୍ପଦ ବିଭାଗ ଅଧିକ୍ଷଣଯନ୍ତ୍ରୀଙ୍କ ଅଧୀନରେ ଥିବା ଅନେକ ନଦୀରେ ଗଛ ପୂର୍ଣ୍ଣ ହୋଇଯାଉଛି। ବର୍ଷବର୍ଷ ଧରି କାଶତଣ୍ଡୀ ଫୁଲର...

ତାଣ୍ଡବ ରଚିଲା କାଳବୈଶାଖୀ, ଉପୁଡ଼ିଲା ବଡ଼ବଡ଼ ଗଛ

ଝରିଗାଁ,୧୮ା୪(କିଶୋର ଚନ୍ଦ୍ର ମଣ୍ଡଳ): କାଳବୈଶାଖୀ ପ୍ରଭାବରେ ଝରିଗାଁ ସଦରମହକୁମାସ୍ଥିତ ଶିରାଗୁଡ଼ା ସାହିଠାରେ ଗଛ ଉପୁଡ଼ି ରାସ୍ତା ଉପରେ ପଡ଼ି ଯାତାୟାତ ବାଧାପ୍ରାପ୍ତ ହୋଇଛି। ଫଳରେ ଏହି...

ଜିଲାସ୍ତରୀୟ ଚେସ୍‌ ପ୍ରତିଯୋଗିତା ଆରମ୍ଭ

ଭବାନୀପାଟଣା,୧୮ା୪(ଉତ୍ତମ କୁମାର ଦାଶ): ଭବାନୀପାଟଣା ତାରିଣୀ ମନ୍ଦିର ରୋଡ ସ୍ବାମୀ ବିବେକାନନ୍ଦ ପବ୍ଲିକ ସ୍କୁଲଠାରେ ଶୁକ୍ରବାର କଳାହାଣ୍ଡି ଜିଲାସ୍ତରୀୟ ଚେସ୍‌ ପ୍ରତିଯୋଗିତା ଉଦ୍‌ଘାଟିତ ହୋଇଯାଇଛି। କଳାହାଣ୍ଡି...

ଘର ପୋଡି କ୍ଷତିଗ୍ରସ୍ତଙ୍କୁ ମିଳିଲା ସହାୟତା

ଧରାକୋଟ,୧୮ା୪(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଗଞ୍ଜାମ ଜିଲା ଧରାକୋଟ ବ୍ଲକର ବାହାରପୁର ପଞ୍ଚାୟତର ଡାକିବଜା ଗ୍ରାମରେ ଶଟ ସର୍କିଟ ଯୋଗୁ ଅଗ୍ନିକାଣ୍ଡ ଘଟି ୧୦ଟି ପରିବାରର ୧୧...

ଘରର ଛପର ଉଡ଼ାଇ ନେଲା କାଳବୈଶାଖୀ, ବାସହରା ପରିବାର

ଆନନ୍ଦପୁର,୧୮ା୪(ସୁଶାନ୍ତ କୁମାର ସାହୁ/ବିପିନ ଦାସ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ଅନ୍ତର୍ଗତ ପଣସଡିହା ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ବର୍ଷା ସାଙ୍ଗକୁ ଘଡ଼ଘଡ଼ି, ପବନ...

ଭାଉଜଙ୍କ ସୁନା ଗହଣା ଚୋରି କରିବା ଦିଅରଙ୍କୁ ପଡ଼ିଲା ମହଙ୍ଗା

ଜୟପୁର,୧୮।୪ (ପବନ ପାଣିଗ୍ରାହୀ): ଭାଉଜଙ୍କ ସୁନା ଗହଣା ଚୋରି ଅଭିଯୋଗରେ ଜୟପୁର ସଦର ପୋଲିସ ଦିଅରଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ହେଲେ...

Dream11: ଆପଣ ବି ଅନଲାଇନ ଗେମ୍‌ ଖେଳି ଜିତିପାରିବେ ୩କୋଟି ଟଙ୍କା ଆଉ ମହିନ୍ଦ୍ରା ଥାର୍‌, ଜାଣନ୍ତୁ ଟ୍ରିକ୍‌

ଆଜିର ଡିଜିଟାଲ ଯୁଗରେ ଅନଲାଇନ ଫ୍ୟାନ୍ଟାସି ସ୍ପୋର୍ଟସ ଗେମ ଭାରତରେ ବେଶ ଲୋକପ୍ରିୟ ହୋଇଛି। ତେବେ Dream11 ଡ୍ରିମ ୧୧ ହେଉଛି ଏକ ଏପରି ପ୍ଲାଟଫର୍ମ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image