ସ୍କୁଲ ଫି’ ମାମଲା: ସରକାରଙ୍କୁ ହାଇକୋର୍ଟଙ୍କ ଜବାବ ତଲବ

କଟକ ଅଫିସ,୧୯ା୧୦: ହାଇକୋର୍ଟରେ ସ୍କୁଲ ଫି’ ସମ୍ପର୍କିତ ମାମଲା ପ୍ରସଙ୍ଗରେ ଆଗତ କିଛି ଇଣ୍ଟରଭେନ୍‌ସନ ପିଟିଶନକୁ ସୋମବାର ମାନ୍ୟବର କୋର୍ଟ ଅଗ୍ରାହ୍ୟ କରିଦେଇଛନ୍ତି। କିଛି ଘରୋଇ ସ୍କୁଲ ପକ୍ଷରୁ ଏହି ପିଟିଶନ ହାଇକୋର୍ଟରେ ଆଗତ କରାଯାଇଥିଲା। ତେବେ ସ୍କୁଲ ଫି’ ନେଇ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ଜବାବ ତଲବ ମାଗିଛନ୍ତି। ୭ ଦିନ ମଧ୍ୟରେ ସ୍ପଷ୍ଟ କରିବାକୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ କହିଛନ୍ତି।

Share