Posted inଫୁରସତ

ସବୁଠୁ ଉଚ୍ଚରେ ଥିବା ଏଟିଏମ୍‌

ଇସଲାମାବାଦ୍‌: ଯେତେବେଳେ ପଡ଼ୋଶୀ ଦେଶ ପାକିସ୍ତାନର କଥା ଉଠେ, ସେତେବେଳେ ସେଠାରେ ଚାଲୁଥିବା ରାଜନୀତି, ଆତଙ୍କବାଦୀଙ୍କୁ ନେଇ ଚର୍ଚ୍ଚା ହୁଏ। ହେଲେ ବି ପାକିସ୍ତାନ ଏକ ଖାସ କାରଣ ପାଇଁ ପ୍ରସିଦ୍ଧ। ତେବେ ବିଶ୍ୱର ସବୁଠୁ ଉଚ୍ଚରେ ଏକ ଏଟିଏମ୍‌ ଏବଂ ସବୁଠୁ ଲମ୍ବା ଆମ୍ବୁଲାନ୍ସ ଚେନ ମଧ୍ୟ ପାକିସ୍ତାନରେ ରହିଛି। ଚାଇନା- ପାକିସ୍ତାନ ସୀମାରେ ୧୫,୩୯୬ ଫୁଟ ଉଚ୍ଚରେ ଥିବା ଖୁଜେରବ ପାଖରେ ଏହାକୁ ଲଗାଯାଇଛି। ଏହି ସ୍ଥାନ ଗିଲ୍‌ଗିଟ- ବେଲୁଚିସ୍ତାନରେ ଆସେ। ଏଠାରେ ସବୁବେଳେ ପାହାଡ଼ ବରଫରେ ଢାଙ୍କିହୋଇ ରହିଥାଏ। ଏଟିଏମ୍‌ ଏତେ ଉଚ୍ଚରେ ଥିବାରୁ ଏହାକୁ ଗିନିଜ୍‌ ବୁକ୍‌ ଅଫ୍‌ ୱାଲର୍‌ଡ ରେକର୍ଡରେ ସ୍ଥାନିତ କରାଯାଇଛି। ଏଥିସହ ବିଶ୍ୱର ସବୁଠୁ ବଡ଼ ସଂଖ୍ୟକ ଭଲ୍ୟୁଣ୍ଟିୟର ଆମ୍ବୁଲାନ୍ସ ସେବା ଏଠାରେ ମିଳିଥାଏ। ଇଦ୍ଧି ଫାଉଣ୍ଡେଶନ ଏହାର ସଞ୍ଚାଳନ କରିଥାଏ। ପାକିସ୍ତାନ ପାଖରେ ପ୍ରାୟ ୧୮୦୦ ଆମ୍ବୁଲାନ୍ସ ରହିଛି। ଏହା ପ୍ରତି ସମୟରେ ଲୋକଙ୍କୁ ସାହାଯ୍ୟ କରିବାକୁ ପ୍ରସ୍ତୁତ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବାହାରୁ ମାଟି ଘର, ଭିତରେ ୫ ତାରକା ହୋଟେଲ ଭଳି ଦୃଶ୍ୟ; ଭାଇରାଲ Video ଦେଖିଲେ ଉଡିଯିବ ହୋସ

ପ୍ରତିଦିନ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଭାଇରାଲ ହୋଇଥାଏ, ଯାହାକୁ ବିଶ୍ୱାସ କରିବା କଷ୍ଟକର ମନେ ହୋଇଥାଏ। ଏହି କ୍ରମରେ ଏବେ ଏକ...

ନୂଆ ଗର୍ଭନିରୋଧକ ଇଞ୍ଜେକ୍ସନ ପ୍ରସ୍ତୁତ କଲେ ବୈଜ୍ଞାନିକ: ସହଜରେ ଏଡ଼ାଇପାରିବେ ଗର୍ଭଧାରଣ

ନୂଆଦିଲ୍ଲୀ,୨୫।୩: ମାସାଚୁସେଟ୍ସ ଇନଷ୍ଟିଚ୍ୟୁଟ ଅଫ ଟେକ୍ନୋଲୋଜି (MIT)ର ବୈଜ୍ଞାନିକମାନେ ଏକ ନୂତନ ପ୍ରକାର ଇଞ୍ଜେକ୍ସନ ପ୍ରସ୍ତୁତ କରିଛନ୍ତି। ଏହାଦ୍ୱାରା ବିନା ଚିକିତ୍ସା ପ୍ରକ୍ରିୟା ଏବଂ ଔଷଧ...

ପାଣି ବିନା ସାରା ଜୀବନ ବଞ୍ଚିପାରିବ ଏହି ପ୍ରାଣୀ: କେବେ ଶୁଣି ନ ଥିବେ ନାଁ

ଦୁନିଆରେ ବହୁତ ପ୍ରକାରର ପ୍ରାଣୀ ବାସ କରନ୍ତି। ପ୍ରତ୍ୟେକ ପ୍ରାଣୀର ନିଜସ୍ବ ବିଶେଷ ଗୁଣ ଅଛି। କିଛି ପ୍ରାଣୀ ଅଛନ୍ତି, ଯେଉଁମାନେ ପାଣି ନ ପିଇ...

ଓଜନ କମାଇବାର ଜାପାନୀ ଫର୍ମୁଲା: ଏହି ଜାଦୁଗରୀ ଅଭ୍ୟାସରେ ତୁରନ୍ତ ହ୍ରାସ ପାଇବ ଓଜନ

ବିଶ୍ୱର ସୁସ୍ଥ ଦେଶ ମାନଙ୍କ ମଧ୍ୟରେ ଜାପାନ ବହୁତ ଆଗରେ ରହିଥାଏ। ଏଠାକାର ଲୋକେ ପତଳା ହେବା ସହିତ ବହୁତ ପରିଶ୍ରମୀ ମଧ୍ୟ। ତେବେ ଆସନ୍ତୁ...

ସ୍କେଟିଂ କରୁଛି ବୁଲ୍‌ଡଗ୍‌

କିଛି ପେଟ୍‌ ଅଜବ ଟ୍ରିକ୍‌ସବୁ କରି ଭାଇରାଲ ହେଉଥିବା ସୋସିଆଲ ମିଡିଆରେ ଦେଖିଥିବେ। ସେମାନଙ୍କର ସେହି ଟ୍ରିକ୍‌ସବୁ ଦେଖି ଆଶ୍ଚର୍ଯ୍ୟ ଲାଗେ ଯେ, ଆମେ ମଣିଷ...

ମଶାଠୁ ରକ୍ଷା କରିବ କଙ୍କି ପେଣ୍ଡାଣ୍ଟ

ଏହି କଙ୍କିକୁ ଦେଖି ଇଛା ହେଉଛି କି ପିଲାଦିନେ ଯେମିତି ଲୁଚି ଲୁଚି ଧରୁଥିଲେ ସେମିତି ଧରିବାକୁ? ତେବେ ପ୍ରକୃତ କଥା ହେଉଛି ଏହା କଙ୍କି...

ମୁସଲିମ ଦେଶ ବାଂଲାଦେଶରେ ଦେହ ବେପାର ଉପରେ ନାହିଁ କୌଣସି ପ୍ରତିବନ୍ଧକ, ପ୍ରାୟ ୨ଲକ୍ଷ ମହିଳା କରୁଛନ୍ତି…

ଢାକା,୨୩।୩: ଦେହ ବେପାରକୁ ବିଶ୍ୱର ସବୁଠାରୁ ପୁରୁଣା ବୃତ୍ତି ବୋଲି କୁହାଯାଏ। ଏପରି ଏକ ବୃତ୍ତି ଯାହା କେବେ ଶେଷ ହୋଇପାରିବ ନାହିଁ। ଟଙ୍କା ପାଇଁ...

ଦରମାରେ ଗ୍ରାମଦେବୀଙ୍କ ପାଖେ ମାର୍ଜନା ହୋଇଥିଲା

କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କଣ୍ଡିରା ଗ୍ରାମପଞ୍ଚାୟତର ତୁଳସୀପୁର ଗ୍ରାମରେ ଥିବା ଏକ ସାଧାରଣ କୃଷକ ପରିବାରରେ ମୋ ଜନ୍ମ। ପିଲାଟିବେଳୁ ପାଠପଢ଼ାରେ ଖୁବ୍‌ ଭଲ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image