ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କରିବା ପରେ ଗାତ ଖୋଳି ପୋତୁଥିଲେ ସ୍ବାମୀ, ଆଉ ତା’ ପରେ…

କାମାକ୍ଷାନଗର,୧ା୧୨: ଢେଙ୍କାନାଳ ଜିଲା ମହାବୀରୋଡ୍‌ ଥାନା ଅନ୍ତର୍ଗତ ମଝିକା ଗାଁରେ ରବିବାର ରାତିରେ ଏକ ଅଭାବନୀୟ କାଣ୍ଡ ଘଟିଛି। ଶୋଇଥିବା ଅବସ୍ଥାରେ ସ୍ତ୍ରୀଙ୍କୁ ଟାଙ୍ଗିଆରେ ହାଣି ଦେଇଛନ୍ତି ସ୍ବାମୀ। ହତ୍ୟା ପରେ ଗାତ ଖୋଳି ପୋତିବା ବେଳେ ଗ୍ରାମବାସୀ ଧରିଥିଲେ। ଏନେଇ ଗ୍ରାମବାସୀ ଖବର ଦେବାରୁ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଅଭିଯୁକ୍ତ ସ୍ବାମୀଙ୍କୁ ଅଟକ ରଖିଛି। ଏଥିସହିତ ମୃତଦେହ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ଡାକ୍ତରଖାନା ପଠାଇଛି। ତେବେ ଅଭିଯୁକ୍ତ ସ୍ବାମୀ ଜଣକ ମାନସିକ ବିକାରଗସ୍ତ ବୋଲି ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ବଡଦିନ ଶାନ୍ତିଶୃଙ୍ଖଳାରେ ପାଳନ ପାଇଁ: ପ୍ରଶାସନ ତତ୍ପର 

ଦାରିଙ୍ଗବାଡି,୧୬।୧୨ (ଅରୁଣ ସାହୁ): ଆଉ କିଛିଦିନ ପରେ ବଡଦିନ ଆସୁଛି। ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ପାଇଁ ଦାରିଙ୍ଗବାଡି ଏବେଠାରୁ ଚଳଚଞ୍ଚଳ ହୋଇଉଠିଲାଣି। ଖ୍ରୀଷ୍ଟଧର୍ମାଲମ୍ବୀମାନେ ଏହି ପର୍ବ...

ବାଇକ୍‌ ଧକ୍କାରେ ସ୍ବାମୀ ମୃତ, ସ୍ତ୍ରୀ ଗୁରୁତର କ୍ଷତିପୂରଣ ଦାବିରେ ରାସ୍ତା ଅବରୋଧ

ଜୁନାଗଡ଼/କୋକସରା,୧୬ା୧୨ (ସୁନୀଲ କୁମାର ସିଂହ/ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ)-କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ ପଖନାଗୁଡା ଛକ ନିକଟରେ ସୋମବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ...

ଜାଲ୍‌ ଜାତି ପ୍ରମାଣପତ୍ର ବାତିଲ ଦାବି : ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ଆଦିବାସୀଙ୍କ ରାସ୍ତାରୋକୋ

ବଲାଙ୍ଗୀର,୧୬ା୧୨(ବୀରେନ୍ଦ୍ର କୁମାର ଝାଙ୍କର)- ବଲାଙ୍ଗୀର ଜିଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୮ ଦଫା ସମ୍ବଳିତ ଦାବିପତ୍ର ପ୍ରଦାନ କରାଯାଇ ଏକ...

ମଙ୍ଗଳବାରଠୁ ଆରମ୍ଭ ହେବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ

ପୁରୀ,୧୬।୧୨: ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାମ ମଙ୍ଗଳବାରଠୁ ଆରମ୍ଭ ହେବାକୁ ଯାଉଛି। ଦୈନିକ ୫ ଘଣ୍ଟା ଧରି ମରାମତି କାମ ହେବାକୁ ଥିବାରୁ ଏଥିପାଇଁ ଶ୍ରୀମନ୍ଦିର...

ଜଙ୍ଗଲରେ ଚଢାଉ, ୨୨ କୋଟି ମୂଲ୍ୟର ଗଞ୍ଜେଇ ଗଛ ନଷ୍ଟ କଲେ ଅବକାରୀ, ପୋଲିସ

ଦିଗପହଣ୍ଡି,୧୬। ୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ଏସ.ଗୋପାଳପୁର ପଞ୍ଚାୟତ ଗୋଠବଣିଆ ଜଙ୍ଗଲରେ ବେଆଇନ ଭାବେ ରୋପଣ କରାଯାଇଥିବା ଗଞ୍ଜେଇ ଗଛଗୁଡ଼ିକୁ ସୋମବାର...

ଗ୍ରାମର ବିଭିନ୍ନ ସମସ୍ୟା ନେଇ ଆଞ୍ଚଳିକ ବିକାଶ ପରିଷଦର ରାସ୍ତାରୋକୋ

ଥୁଆମୂଳ ରାମପୁର,୧୬ା୧୨ (ଦୁର୍ଗା କୀର୍ତ୍ତି): ଗ୍ରାମର ବିଭିନ୍ନ ସମସ୍ୟା ନେଇ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଗୁଣୁପୁରଠାରେ ସୋମବାର ଗୁଣୁପୁର ଆଞ୍ଚଳିକ ବିକାଶ ପରିଷଦ...

ଆନ୍ଧ୍ରକୁ ଧାନ ଚାଲାଣ ସନ୍ଦେହ: ତହସିଲଦାର ଅଟକାଇଲେ ୪ ଧାନ ବୋଝେଇ ଗାଡ଼ି

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ତହସିଲଦାର ଅନୀତା କୁମାରୀ ସାହୁଙ୍କ ନେତୃତ୍ୱରେ ସୋମବାର ଏନଫୋର୍ସମେଣ୍ଟ ସ୍କ୍ବାର୍ଡ ଦିଗପହଣ୍ଡି- ଚିକିଟି ମୁଖ୍ୟରାସ୍ତାର କଲ୍ୟାଣପୁର ନିକଟରୁ ୪ଟି ଧାନବୋଝେଇ...

ରାଜ୍ୟସ୍ତରୀୟ ଭାରୋତ୍ତଳନ ପ୍ରତିଯୋଗିତା: ରୌପ୍ୟ ହାସଲକରି ଗଞ୍ଜାମ ପାଇଁ ଆଣିଲେ ଗୌରବ ଆଣିଲେ….

ଦିଗପହଣ୍ଡି,୧୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ବଡ଼ଖେମୁଣ୍ଡି ହାଇସ୍କୁଲର ୮ମ ଶ୍ରେଣୀ ଛାତ୍ର ଶୁଭାଶିଷ ରଥ ରାଜ୍ୟସ୍ତରୀୟ ଭାରୋତ୍ତଳନ ପ୍ରତିଯୋଗିତାରେ ଭାଗନେଇ ରୌପ୍ୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri