ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ, ହୋଇପାରେ ବଡ଼ ନିଷ୍ପତ୍ତି

ଭୁବନେଶ୍ୱର,୨୮ା୯: ଶନିବାର ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍‌ ବୈଠକ ବସିବ। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ବାଜିବାର ସମ୍ଭାବନା ରହିଛି। ଏଥିସହିତ ସାଧାରଣ ବଣ୍ଟନ ବ୍ୟବସ୍ଥା ଆଦେଶ ୨୦୧୬ ସଂଶୋଧିତ ହୋଇପାରେ। ଓଡ଼ିଶା ନ୍ୟାୟିକ ସେବା ନିୟମ ୨୦୦୭ ବି ସଂଶୋଧିତ ହୋଇପାରେ। ଏହା ବ୍ୟତୀତ ଆଡ୍‌ଭୋକେଟ୍‌ ଜେନେରାଲଙ୍କ ପାରିଶ୍ରମିକ ନେଇ ଆଜି ବଡ଼ ନିଷ୍ପତ୍ତି ଆସିପାରେ ବୋଲି ଅନୁମାନ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ, ଭାଜପାର ପରିବର୍ତ୍ତନ…

ଭୁବନେଶ୍ୱର,୨୮ା୯: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁଇଦିନିଆ ଝାଡ଼ଖଣ୍ଡ ଗସ୍ତରେ ଯିବେ। ସେପ୍ଟେମ୍ବର ୩୦ ଏବଂ ଅକ୍ଟୋବର ୧ରେ ମୁଖ୍ୟମନ୍ତ୍ରୀ ଏହି ଗସ୍ତରେ ଯିବେ। ୩୦...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ନିଯୁକ୍ତି ପାଇବେ ହୋମ୍‌ଗାର୍ଡ, କାର୍ଯ୍ୟରତ ସମୟରେ ଦେହାନ୍ତ ହେଲେ ମିଳିବ…

ଭୁବନେଶ୍ୱର,୨୮ା୯: ଲୋକସେବା ଭବନରେ ଶନିବାର ଆୟୋଜିତ ଜିଲାପାଳ ଏବଂ ଏସ୍‌ପିମାନଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍‌ବୋଧନ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିଗତ...

ଭରତପୁର ଘଟଣା: କାଲି ହେବ ମିଛ ସତର ପରୀକ୍ଷା, ଗୁଜୁରାଟ ଯିବେ….

ଭୁବନେଶ୍ୱର,୨୮।୯: ଭରତପୁର ଥାନାରେ ମେଜର ଓ ତାଙ୍କ ବାନ୍ଧବୀଙ୍କୁ  ନିର୍ଯାତନା ମାମଲାରେ ନିଲମ୍ବିତ ଆଇଆଇସି ଦୀନକୃଷ୍ଣ ମିଶ୍ରଙ୍କ ସମେତ ଆଉ ୪ ପୋଲିସ ଅଧିକାରୀଙ୍କର ପଲିଗ୍ରାଫ...

ଲୋକସେବା ଭବନରେ କେତେଟା ରାତି ଯାଏ ରୁହନ୍ତି ମୁଖ୍ୟମନ୍ତ୍ରୀ, କହିଲେ…

ଭୁବନେଶ୍ୱର,୨୮ା୯:ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଜିଲାପାଳ ଓ ଏସପି ସମ୍ମିଳନୀରେ...

ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଭଦ୍ରକରେ ହିଂସା: ଘଟଣାସ୍ଥଳ ପରିଦର୍ଶନ କଲେ ଡିଆଇଜି, କହିଲେ ହିଂସା ସୃଷ୍ଟିକାରୀଙ୍କୁ…

ଭଦ୍ରକ,୨୮ା୯(ସନାତନ ରାଉତ): ଭଦ୍ରକ ସନ୍ଥିଆଠାରେ ଶୁକ୍ରବାର ଅପରାହ୍ନରେ ଘଟିଥିବା ହିଂସା ଓ ପୋଲିସକୁ ଆକ୍ରମଣ ସହ ଗାଡ଼ି ଭଙ୍ଗାରୁଜା ଘଟଣାକୁ ନେଇ ଇଣ୍ଟରନେଟ୍‌ ସେବା ବନ୍ଦ...

ହୋମଗାର୍ଡଙ୍କ ମତ୍ୟୁ ପରେ ପରିବାରର ଜଣଙ୍କୁ ମିଳିବ…

ଭୁବନେଶ୍ୱର,୨୮ା୯ ଲୋକସେବା ଭବନରେ ଜିଲାପାଳ ଏବଂ ଏସ୍‌ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇ ସମ୍ବୋଧନ କରିଛନ୍ତି। ଏହି ଅବସରରେ ବିଗତ...

ଅନାହାରରେ ଆଖିବୁଜିଲେ ମା’, ବସୁନ୍ଧରା ଗଲେ ନାବାଳିକା ଝିଅ

ନିଶ୍ଚିନ୍ତକୋଇଲି,୨୮।୯(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ନାଟକାଇ ଗ୍ରାମରେ ଅନାହାରରେ ମହିଳା ମୁତ୍ୟୁବରଣ କରିଛନ୍ତି। ପରେ ତାଙ୍କ ନାବାଳିକା ଝିଅକୁ ସିଡିପିଓ ସତ୍ୟଭାମା ବିଶୋଇ...

ବବିଙ୍କ ଉପରେ ଆଉ ପାଉନି କି ନବୀନଙ୍କ ଭରସା, କମିଟି ତାଲିକାରୁ ହଟିଲା ନାଁ

ଭୁବନେଶ୍ୱର,୨୮ା୯: ବିଜେଡିର ପରାଜୟ ପରେ ଦଳର ପୁରୁଖା ନେତାମାନେ ଏହାର କାରଣ ଖୋଜି ଚାଲିଛନ୍ତି। ଅନ୍ୟପକ୍ଷରେ ଦଳର ମୁଖିଆ ମଧ୍ୟ ସମସ୍ତଙ୍କୁ ଏହାର ହିସାବ ମାଗୁଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri