ନୂଆଦିଲ୍ଲୀ ୩।୭- ଛାତ୍ରଛାତ୍ରୀଙ୍କ ସୁରକ୍ଷା ଓ ଉନ୍ନତମାନର ଶିକ୍ଷା ପାଇଁ କେନ୍ଦ୍ର ସରକାର ଜେଇଇ ଓ ନିଟ୍ ପରୀକ୍ଷାକୁ ଘୁଞ୍ଚାଇ ଦେଇଛନ୍ତି।
Keeping in mind the safety of students and to ensure quality education we have decided to postpone #JEE & #NEET examinations. JEE Main examination will be held between 1st-6th Sept, JEE advanced exam will be held on 27th Sept & NEET examination will be held on 13th Sept. pic.twitter.com/klTjtBxvuw
— Dr. Ramesh Pokhriyal Nishank (@DrRPNishank) July 3, 2020
ଜେଇଇ ମେନ ପରୀକ୍ଷା ୧ରୁ୬ ସେପ୍ଟେମ୍ବର ମଧ୍ୟରେ ହେବାକୁ ଧାର୍ଯ୍ୟ କରାଯାଇଥିବାବେଳେ ଜେଇଇ ଆଡଭାନ୍ସଡ ପରୀକ୍ଷା ସେପ୍ଟେମ୍ବର ୨୭ରେ ହେବ। ସେହିଭଳି ନିଟ୍ ପରୀକ୍ଷା ସେପ୍ଟେମ୍ବର ୧୩ରେ ହେବ। ଏନେଇ କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିୟାଲ ଟୁଇଟ୍ କରି ସୂଚନା ଦେଇଛନ୍ତି।