ଆଖିବୁଜିଲେ ପ୍ରସିଦ୍ଧ ଅଭିନେତା

ଜଣାଶୁଣା ଅଭିନେତା ଅତୁଲ ପାରଚୁରେଙ୍କ ୫୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ସେ କ୍ୟାନସର୍‌ରେ ପୀଡିତ ଥିଲେ। ସେ ‘ଦି କପିଲ ଶର୍ମା ଶୋ’ ସମେତ ଅନେକ ଟିଭି ସିରିଏଲ ଏବଂ ଚଳଚ୍ଚିତ୍ରରେ ଅଭିନୟ କରିଥିଲେ। ଅତୁଲ ଜଣେ ଦକ୍ଷ ଅଭିନେତା ଥିଲେ, ଯିଏ ଗତ ଏକ ବର୍ଷ ଧରି କ୍ୟାନସର୍‌ ସହ ଲଢୁଥିଲେ। ତାଙ୍କ ଦେହାନ୍ତ ହେତୁ ମନୋରଞ୍ଜନ ଜଗତରେ ଶୋକର ଲହରୀ ଖେଳିଯାଇଛି।

ଅଭିନେତା ଉଭୟ ଟେଲିଭିଜନରେ ଏବଂ ଚଳଚ୍ଚିତ୍ରରେ ନିଜର ପରିଚୟ ସୃଷ୍ଟି କରିଥିଲେ। ସେ ‘ଆର.କେ ଲକ୍ଷ୍ମଣ କି ଦୁନିୟା’, ‘ଜାଗୋ ମୋହନ ପ୍ୟାରେ’, ‘ୟମ ହେଁ ହମ’, ‘ବଡି ଦୁର୍‌ ସେ ଆଏ ହେଁ’, ‘କପିଲ ଶର୍ମା ଶୋ’ ଏବଂ ଅନେକ ମରାଠୀ ସିରିଏଲ ଏବଂ ଲୋକପ୍ରିୟ କମେଡି ଶୋ’ରେ ତାଙ୍କର ଅଭିନୟ ଦକ୍ଷତା ପ୍ରମାଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟପାଳ ଅଲୋଡ଼ା: ତାମିଲନାଡ଼ୁ ଆଣିଲା ୧୦ ଆଇନ

ଚେନ୍ନାଇ,୧୩/୪ତାମିଲନାଡୁ ସରକାରଙ୍କ ପକ୍ଷରୁ ପ୍ରକାଶିତ ବିଜ୍ଞପ୍ତି ଅନୁସାରେ ୧୦ ନୂଆ ଆଇନ ହେଲା ତାମିଲନାଡ଼ୁ ଫିଶେରିଜ୍‌ ୟୁନିଭର୍ସିଟି (ସଂଶୋଧନ) ଆଇନ-୨୦୨୦, ତାମିଲନାଡୁ ପ୍ରାଣୀ ବିଜ୍ଞାନ ବିଶ୍ୱବିଦ୍ୟାଳୟ...

ଅଭିଶେକଙ୍କ ବିସ୍ଫୋରକ ଶତକ: ହାଇଦ୍ରାବାଦ ବିଜୟୀ

ହାଇଦ୍ରାବାଦ,୧୨ା୪: ଅଭିଶେକ ଶର୍ମାଙ୍କ ବିସ୍ଫୋରକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ୮ ଉଇକେଟରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌)କୁ ପରାସ୍ତ କରିଛି। ହାଇସ୍କୋରିଂ ମ୍ୟାଚରେ ପିବିକେଏସ୍‌...

ଉଗ୍ରରୂପ ନେଲା ଓ୍ବକ୍‌ଫ ବିରୋଧୀ ବିକ୍ଷୋଭ: ଇଣ୍ଟରନେଟ୍‌ ସେବା ବନ୍ଦ

କୋଲକାତା,୧୨।୪: ଓ୍ବକ୍‌ଫ ସଂଶୋଧନ ଆଇନ ବିରୋଧରେ ବିକ୍ଷୋଭ ଉଗ୍ରରୂପ ନେଇଛି। ପଶ୍ଚିମବଙ୍ଗର ମୁସଲମାନବହୁଳ ମୁର୍ଶିଦାବାଦ ଜିଲାରେ ହୋଇଥିବା ବିକ୍ଷୋଭ ହିଂସାତ୍ମକ ରୂପ ନେଇଥିବା ବେଳେ ଏଥିରେ...

ଭାରତୀୟ ଫାର୍ମା କମ୍ପାନୀର ଓ୍ବେୟାର ହାଉସ ଉପରେ ମିଶାଇଲ ମାଡ଼ କଲା ରୁଷିଆ

କ୍ୱିଭ,୧୨।୪: ୟୁକ୍ରେନର ରାଜଧାନୀ କ୍ୱିଭରେ ରୁଷିଆର ସଦ୍ୟତମ ଆକ୍ରମଣରେ ଏକ ଭାରତୀୟ ଔଷଧ କମ୍ପାନୀର ଗୋଦାମ ଧ୍ୱଂସ ହୋଇଯାଇଛି। ଶନିବାର (୧୨ ଏପ୍ରିଲ, ୨୦୨୫) ଭାରତରେ...

ମୋହନ ବାଗାନ ସୁପର ଜାଏଣ୍ଟ୍ସ ଚାମ୍ପିୟନ

କୋଲକାତା, ୧୨ା୪ : ମୋହନବାଗାନ ସୁପର ଜାଏଣ୍ଟ୍ସ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ୨୦୨୪-୨୫ ସିଜନର ଟାଇଟଲ ବିଜେତା ହୋଇଛି। ସ୍ଥାନୀୟ ଯୁବ ଭାରତୀ କ୍ରୀଡ଼ାଙ୍ଗନରେ...

ଆଶ୍ୱସ୍ତି ଆଣିଲା କାଳବୈଶାଖୀ ବର୍ଷା

ଧରାକୋଟ,୧୨ା୪(ବିଷ୍ଣୁ କେଶରୀ ଅଚାର୍ଯ୍ୟ): କାଳବୈଶାଖୀ ବର୍ଷା ଧରାକୋଟ ଅଞ୍ଚଳର ଜନଜୀବନ ପାଇଁ ଆଶ୍ୱସ୍ତି ଆଣିଛି। ଚୈତ୍ର ମାସରେ ତାପମାତ୍ରା ବୃଦ୍ଧି ଯୋଗୁ ଲୋକେ ନାହିଁ ନ...

ଦୁଇ ଫୁଲମାଳରେ ବାଛିଲେ ଜୀବନସାଥୀ

ବରଗଡ଼,୧୨।୪(ପ୍ରେମାନନ୍ଦ ଖମାରୀ)- ବିବାହରେ ନ ଥିଲା ଯାନିଯୌତୁକ। କେବଳ ୨ଟି ଫୁଲମାଳରେ ବାଛିଥିଲେ ଜୀବନସାଥୀ। ଏଭଳି ଏକ ଆଦର୍ଶ ଗଣବିବାହ ଶନିବାର ବରଗଡ ସ୍ଥିତ ବିଜୁ...

ମିଳୁନି ପିଇବା ପାଣି

ଗଞ୍ଜାମ,୧୨ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ନୀଳାଦ୍ରିପୁର ଗ୍ରାମରେ ଦୀର୍ଘ ପନ୍ଦର ଦିନରୁ ଊର୍ଦ୍ଧ୍ୱ ହେବ ପିଇବା ପାଣି ସମସ୍ୟା ଦେଖାଦେଇଛି। ଏନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image