ଫିଲ୍ମ ଦ କଶ୍ମୀର ଫାଇଲସକୁ ପସନ୍ଦ କରୁଛନ୍ତି ଲୋକେ, ପ୍ରଧାନମନ୍ତ୍ରୀ ବି ନିଜକୁ ଅଟକାଇ ପାରିଲେନି

ଅନୁପମ୍‌ ଖେର୍‌ ଅଭିନୀତ ଫିଲ୍ମ ଦ କଶ୍ମୀର ଫାଇଲସକୁ ଭଲ ରିଭ୍ୟୁଜ ମିଳୁଛି । ବିବେକ ଅଗ୍ନିହୋତ୍ରୀଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମଙ୍କୁ ପ୍ରାୟ ସମସ୍ତେ ପ୍ରଶଂସା କରୁଛନ୍ତି । କେବଳ ସାଧାରଣ ଲୋକେ ନୁହନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ମଧ୍ୟ ଏହି ଫିଲ୍ମ ପସନ୍ଦ ଆସିଛି। ସେ ଫିଲ୍ମର ଟିମକୁ ସାକ୍ଷାତ କରି ସେମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।
ଦ କଶ୍ମୀର ଫାଇଲସର ପ୍ରଯୋଜକ ଅଭିଷେକ ଅଗ୍ରୱାଲ ପିଏମ୍‌ ମୋଦିଙ୍କ ସହିତ ଟିମର ଫଟୋ ଶେୟାର କରିଛନ୍ତି । ଅଗ୍ନିହୋତ୍ରୀ ଏହି ଫଟୋ ଶେୟାର କରି ଲେଖିଛନ୍ତି ‘ମୁଁ ବହୁତ ଖୁସି କି ଅଭିଷେକ ଭାରତର ଏହି ଚାଲେଞ୍ଜପୂର୍ଣ୍ଣ ସତ୍ୟତାକୁ ଦର୍ଶାଇବା ପାଇଁ ସାହସ ଦେଖାଇଛନ୍ତି ।‘ ପ୍ରଯୋଜକ ଅଭିଷେକ ଅଗ୍ରୱାଲ ପିଏମ୍‌ଙ୍କ ସହ ଫଟୋ ଶେୟାର କରି ଲେଖିଛନ୍ତି ଯେ ‘ଆଦରଣୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିବାର ଅନୁଭୁତି ଅତି ସୁଖଦ ଥିଲା । ଧନ୍ୟବାଦ ମୋଦି ଜୀ’।

 


Enter your email to get our daily news in your inbox.

All Right Reserved By Dharitri.Com

ସିନେ ଜଗତର ପ୍ରଥମ ଅଭିନେତା ଭାବେ ଚିରଞ୍ଜୀବୀଙ୍କୁ ଗିନିଜ ୱାଲର୍‌ଡ ରେକର୍ଡ

ହାଇଦ୍ରାବାଦ,୨୨।୯: ତେଲୁଗୁ ଫିଲ୍ମ ଜଗତରେ ମେଗାଷ୍ଟାର ଭାବେ ଚିରଞ୍ଜୀବୀ ପରିଚିତ। ସିନେ ଜଗତର ପ୍ରଥମ ଅଭିନେତା ଭାବେ ସେ ନିଜର ନୃତ୍ୟ ଦକ୍ଷତା ପାଇଁ ଗିନିଜ...

ଏଥର ଦୁର୍ଗା ପୂଜାରେ ଦୁର୍ଗା

ଏଥର ଦୁର୍ଗା ପୂଜା ଅବସରରେ ରିଲିଜ ହେବାକୁ ଯାଉଥିବା ଫିଲ୍ମଗୁଡିକ ମଧ୍ୟରେ ରହିଛି ‘ଦୁର୍ଗା’। ଏକ ନାରୀକୈନ୍ଦ୍ରିକ ବିଷୟବସ୍ତୁକୁ ନେଇ ପ୍ରସ୍ତୁତ ଏହି ଚଳଚ୍ଚିତ୍ରର ପ୍ରଯୋଜକ...

କିଛି ଜିନିଷ ସିକ୍ରେଟ୍‌ ରହିବା ଭଲ: ରିଷଭ ପନ୍ତଙ୍କ ସହ ଡେଟିଂଙ୍କୁ ନେଇ ମୁହଁ ଖୋଲିଲେ ଉର୍ବଶୀ

ବଲିଉଡ ଅଭିନେତ୍ରୀ ଉର୍ବଶୀ ରଉତେଲା ପ୍ରାୟତଃ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ସହ ଡେଟିଂ ବିଷୟରେ ଗୁଜବ ପ୍ରଚାର କରିଥା’ନ୍ତି। ସୋସିଆଲ ମିଡିଆରେ ବାରମ୍ବାର ଆଲୋଚନା...

ସଲମାନଙ୍କ ସୁରକ୍ଷାରେ ତ୍ରୁଟି, ଭାଇଜାନଙ୍କୁ ରାତି ଅଧରେ…

ମୁମ୍ବାଇ: ବଲିଉଡ ଭାଇଜାନ ସଲମାନ ଖାନଙ୍କ ସୁରକ୍ଷାରେ ପୁଣି ଥରେ ତ୍ରୁଟି ହୋଇଛି। ଜଣେ ଯୁବକ ତାଙ୍କ ବାଇକରେ କିଛି ସମୟ ପାଇଁ ସଲମାନ ଖାନଙ୍କ...

ଜଣେ ଏମିତି ସାଥୀ ଚାହୁଁଛି ଯିଏ ମୋତେ ପାଗଳ ଭଳି ଭଲପାଇବ…ଛାଡପତ୍ର ବିବାଦ ଭିତରେ ଏମିତି କହିଦେଲେ ଐଶ୍ୱର୍ଯ୍ୟା

ମୁମ୍ବାଇ: ଐଶ୍ୱର୍ଯ୍ୟା ରୟ ଓ ଅଭିଷେକ ବଚ୍ଚନଙ୍କ ବିବାହକୁ ୧୭ବର୍ଷ ପୁରିଛି। ସେ ୨୦୦୭ରେ ଅଭିଷେକଙ୍କୁ ବିବାହ କରିଥିଲେ। ବିବାହ ପରେ ଐଶ୍ୱ ଖୁବ କମ...

ଐଶ୍ୱର୍ଯ୍ୟାଙ୍କ କଷ୍ଟ ଦେଖି ୨ ଦିନ ପର୍ଯ୍ୟନ୍ତ ଶୋଇ ପାରି ନ ଥିଲେ ଅମିତାଭ

ମୁମ୍ବାଇ: ବଚ୍ଚନ ପରିବାରର ‘ବୋହୂ’ ଐଶ୍ୱର୍ଯ୍ୟା ରାୟଙ୍କର କୌଣସି ପରିଚୟର ଆବଶ୍ୟକତା ନାହିଁ। ଇଣ୍ଡଷ୍ଟ୍ରିରେ କାର୍ଯ୍ୟ କରି ନିଜ ପାଇଁ ଏକ ବିଶେଷ ପରିଚୟ ସୃଷ୍ଟି...

ଐଶ୍ୱର୍ଯ୍ୟା ଶ୍ରେଷ୍ଠ ଅଭିନେତ୍ରୀ

ଦୁବାଇ: ଦୁବାଇରେ ସୋମବାର ସାଉଥ୍‌ ଇଣ୍ଡିଆନ୍‌ ଇଣ୍ଟରନ୍ୟାଶନାଲ ମୁଭି ଆଓ୍ବାଡର୍‌ସ (ଏସ୍‌ଆଇଆଇଏମ୍‌ଏ) ୨୦୨୪ ଅନୁଷ୍ଠିତ ହୋଇଯାଇଛି। ମଣି ରତ୍ନମଙ୍କ ନିର୍ଦ୍ଦେଶିତ ତାମିଲ ଚଳଚ୍ଚିତ୍ର ‘ପୋନ୍ନିୟିନ୍‌ ସେଲଭନ: ପାର୍ଟ...

ଲୁଚିଛପି ବିବାହ କଲେ ଅଦିତି-ସିଦ୍ଧାର୍ଥ

ମୁମ୍ବାଇ: ଆଦିତ୍ୟ ରାଓ ହାଇଦରୀ ଏବଂ ସିଦ୍ଧାର୍ଥ ଲୁଚିଛପି ବିବାହ କରଛନ୍ତି। ଏହି ଦମ୍ପତି ବିବାହ ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏହି ଫଟୋଗୁଡ଼ିକରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri