ବନ୍ଦ ହେଲା କୁଲଡ଼ିହା ଅଭୟାରଣ୍ୟ

ସଜନାଗଡ଼, ୪।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡରେ ଅବସ୍ଥିତ ପ୍ରକୃତିର ଗନ୍ତାଘର କୁଲଡ଼ିହା ଅଭୟାରଣ୍ୟ ପର୍ଯ୍ୟଟକଙ୍କ ପାଇଁ ବନ୍ଦ କରାଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି। ଅଭୟାରଣ୍ୟ ସ୍ଥଳକୁ ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି।

Share