Posted inଫୁରସତ

୧୩ ମିନିଟ୍‌ରେ ପହଞ୍ଚତ୍ଲା ଲାପ୍‌ଟପ୍‌

ବେଙ୍ଗାଲୁରୁ: ବେଙ୍ଗାଲୁରୁର କେତେକ ଅଞ୍ଚଳରେ ଇ-କମର୍ସ ପ୍ଲାଟ୍‌ଫର୍ମ ଫ୍ଲିପ୍‌କାର୍ଟ ନିଜର ‘ଫ୍ଲିପ୍‌କାର୍ଟ ମିନିଟ୍ସ’ ନାମରେ ଇନ୍‌ଷ୍ଟାଣ୍ଟ ସର୍ଭିସ୍‌ ସେବା ଆରମ୍ଭ କରିଛି। ବେଙ୍ଗାଲୁରୁର ସନ୍ନି ଗୁପ୍ତା ନାମକ ଜଣେ ଯୁବକ ଶନିବାର ‘ଫ୍ଲିପ୍‌କାର୍ଟ ମିନିଟ୍ସ’ରୁ ଏକ ଲାପ୍‌ଟପ୍‌ ଅର୍ଡର କରିଥିଲେ। ତେବେ ଉକ୍ତ ଲାପ୍‌ଟପ୍‌ଟି ଫ୍ଲିପ୍‌କାର୍ଟ କର୍ମଚାରୀଙ୍କ ଦ୍ୱାରା ମାତ୍ର ୧୩ ମିନିଟ୍‌ ମଧ୍ୟରେ ସନ୍ନୀଙ୍କୁ ଡେଲିଭରି ହୋଇଥିଲା। ସନ୍ନି ନିଜର ଏହି ଅଭିଜ୍ଞତାକୁ ରବିବାର ମାଇକ୍ରୋବ୍ଲଗିଂ ପ୍ଲାଟଫର୍ମ ଏକ୍ସ’ରେ ଶେୟାର କରିଛନ୍ତି। ତେବେ ଫ୍ଲିପ୍‌କାର୍ଟର ଏହି ନୂତନ ସେବାକୁ ନେଇ ସୋସିଆଲ ମିଡିଆ ୟୁଜର୍ସଙ୍କ ମଧ୍ୟରେ ମିଶ୍ର ପ୍ରତିକ୍ରିୟା ଦେଖିବାକୁ ମିଳିଛି। କେହି କେହି ଏହାକୁ ପ୍ରଭାବଶାଳୀ କହୁଥିବା ବେଳେ ଅନ୍ୟମାନଙ୍କ ହିସାବରେ ଇଲେକ୍ଟ୍ରୋନିକ୍ସ ସାମଗ୍ରୀଗୁଡ଼ିକର ଶୀଘ୍ର ବିତରଣର ଆବଶ୍ୟକତା ନାହିଁ। ଯେକୌଣସି ବ୍ୟକ୍ତି ନିକଟସ୍ଥ ଦୋକାନକୁ ଯାଇ ଉକ୍ତ ସାମଗ୍ରୀ କିଣିପାରିବେ ବୋଲି ସେମାନେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରେନ୍‌ରେ ମିଳୁଥିବା କମ୍ବଳ-ଚାଦର କେତେ ଥର ଧୂଆ ଯାଇଥାଏ? ରେଲଓ୍ବେ କଲା ଚମକାଇବା ଭଳି ଖୁଲାସା

ନୂଆଦିଲ୍ଲୀ,୨୫।୧୦: ଭାରତୀୟ ରେଳ ହେଉଛି ବିଶ୍ୱର ଚତୁର୍ଥ ବୃହତ୍ତମ ରେଳ ନେଟଓ୍ବାର୍କ। ପ୍ରତିଦିନ କୋଟି କୋଟି ଲୋକ ଭାରତୀୟ ଟ୍ରେନ୍‌ରେ ଯାତ୍ରା କରିଥାନ୍ତି। ଯଦି ଆପଣ...

ମୋଦି ଲଡୁ ନାମରେ ପ୍ରସିଦ୍ଧ ଏହି ମିଠା, ଏହାର ଓଜନ ଆଉ ମୂଲ୍ୟ ଜାଣିଲେ…

ଭାଗଲପୁର,୨୫।୧୦: ଆପଣ କେବେ ମୋଦି ଲଡୁ ଖାଇଛନ୍ତି କି? ଆପଣ ଜାଣନ୍ତି କି ମୋଦି ଲଡୁ କେଉଁଠାରେ ଉପଲବ୍ଧ? ଆପଣ ଏହାର ମୂଲ୍ୟ ଜାଣିଛନ୍ତି କି?...

Maternity Leave ସମୟରେ ପୁଣି ଗର୍ଭବତୀ ହେଲେ ମହିଳା, ଚାକିରିରୁ ବିଦା କରିବା ପଡିଲା ମହଙ୍ଗା!

ଲଣ୍ଡନ,୨୩।୧୦: ବ୍ରିଟେନର ଜଣେ ମହିଳା ମାତୃତ୍ୱ ଛୁଟିରୁ ଫେରିବା ପରେ ପୁଣିଥରେ ଗର୍ଭବତୀ ଥିବା ଜଣାପଡିଥିଲା। ଏହାପରେ ତାଙ୍କୁ ଚାକିରିରୁ ବରଖାସ୍ତ କରାଯାଇଥିଲା, କିନ୍ତୁ ତାଙ୍କୁ...

୫ ହଜାର ଫୁଟ ଉଚ୍ଚରେ ରହସ୍ୟମୟ ଗୁମ୍ଫା

ବେଜିଂ: ବିଶ୍ୱରେ ଏପରି ଅନେକ ପର୍ଯ୍ୟଟନସ୍ଥଳୀ ରହିଛି, ଯାହାର କିଛି ନା କିଛି ରହସ୍ୟ ରହିଛି। ଏହି ପର୍ଯ୍ୟଟନ ସ୍ଥଳୀଗୁଡ଼ିକୁ ଅନେକ ସଂଖ୍ୟାରେ ପର୍ଯ୍ୟଟକ ଭ୍ରମଣ...

ସ୍ତ୍ରୀଙ୍କୁ କାର୍‌ରେ ଦେଶ ବୁଲାଉଛନ୍ତି

ନୋଏଡା: ଉତ୍ତର ପ୍ରଦେଶର ନୋଏଡାରେ ରହୁଥିବା ଅବସରପ୍ରାପ୍ତ ଅଜୟ ତୋମାର (୬୨) ଓ ତାଙ୍କ ସ୍ତ୍ରୀ ସୁନୀତା ତୋମାର(୫୮) ସେମାନଙ୍କ କାର୍‌ରେ ସାରା ଭାରତ ଭ୍ରମଣ...

ସମୁଦ୍ରରେ ବିବାହ

ରିୟାଧ: ବିବାହକୁ ଅନନ୍ୟ ଓ ସ୍ମରଣୀୟ କରିବା ପାଇଁ ସମ୍ପ୍ରତି ଯୁବପିଢ଼ି ଅନେକ ପ୍ରକାରର ନୂତନ ଟ୍ରେଣ୍ଡ୍‌କୁ ଫଲୋ କରୁଛନ୍ତି। ନିକଟରେ ହାସନ୍‌ ଅବୁ ଅଲ୍‌-ଓଲା...

ଗଧ ପିଠିରେ ବସି ବାସ୍କେଟବଲ୍‌

ବାସ୍କେଟବଲ୍‌ ଖେଳକୁ ଅନେକେ ଭଲ ପାଆନ୍ତି। ସାଙ୍ଗସାଥୀଙ୍କ ସହ ଟିମ୍‌ ହୋଇ ଅନେକେ ଖେଳିଥିବେ ମଧ୍ୟ। ହେଲେ ଏଠାରେ ଯେଉଁ ବାସ୍କେଟ୍‌ ବଲ କଥା କୁହାଯାଉଛି...

ଏହି ଏଫ୧ କାର୍‌କୁ ଖାଇଛନ୍ତି କି

ଏଫ୍‌୧ କାର୍‌ ରେସ୍‌ ଦେଖିବାକୁ ପ୍ରାୟ ସମସ୍ତେ ଭଲ ପାଆନ୍ତି। ଏହାକୁ ଦେଖିବାବେଳେ ମନରେ ଜୋଶ୍‌ ଭରିଯାଏ। ହେଲେ ଏହା ଏକ ବିପଜ୍ଜନକ ଖେଳ। ଏହାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri