
ଭୁବନେଶ୍ୱର,୨୮।୨: ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲା ଉତ୍ତମ ମହାନ୍ତିଙ୍କ ପାର୍ଥିବ ଶରୀର। ଏହାପରେ ତାଙ୍କୁ ଜଗନ୍ନାଥ ବିହାର ବାସଭବନକୁ ନିଆଯିବ। ସେଠାରେ ତାଙ୍କୁ ଶେଷ ଦର୍ଶନ କରିବେ। ରାଷ୍ଟ୍ରୀୟ ମର୍ଯ୍ୟାଦା ଦିଆଯାଇ ଭୁବନେଶ୍ବର ସତ୍ୟନଗର ଶ୍ମଶାନରେ ଉତ୍ତମଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ।
ଭୁବନେଶ୍ୱର,୨୮।୨: ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଲା ଉତ୍ତମ ମହାନ୍ତିଙ୍କ ପାର୍ଥିବ ଶରୀର। ଏହାପରେ ତାଙ୍କୁ ଜଗନ୍ନାଥ ବିହାର ବାସଭବନକୁ ନିଆଯିବ। ସେଠାରେ ତାଙ୍କୁ ଶେଷ ଦର୍ଶନ କରିବେ। ରାଷ୍ଟ୍ରୀୟ ମର୍ଯ୍ୟାଦା ଦିଆଯାଇ ଭୁବନେଶ୍ବର ସତ୍ୟନଗର ଶ୍ମଶାନରେ ଉତ୍ତମଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ।
ଉମରକୋଟ,୨୨।୪(ସନ୍ତୋଷ ଶତପଥୀ): ନବରଙ୍ଗପୁର ଜିଲା ଉମରକୋଟ ଅଞ୍ଚଳରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ପ୍ରବଳ ପବନ ହୋଇଛି। ବର୍ଷା ହୋଇ ନ ଥିଲେ ମଧ୍ୟ ଭୀଷଣ ପବନ...
ନୂଆଦିଲ୍ଲୀ,୨୨।୪: ଯୁକ୍ତରାଷ୍ଟ୍ର ଭାରତ ସହ ଦୃଢ଼ଭାବେ ଛିଡ଼ା ହୋଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଜୋର ଦେଇ କହିଛନ୍ତି, ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କୁ ଟାର୍ଗେଟ...
ଭୁବନେଶ୍ୱର,୨୨।୪: ଏକ ଦୁଃଖଦ ଘଟଣାରେ, ମଙ୍ଗଳବାର ଜମ୍ମୁ ଓ କାଶ୍ମୀରର ପହଲଗାମରେ ପର୍ଯ୍ୟଟକଙ୍କ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ଓଡ଼ିଶାର ଜଣେ ଯୁବକ ନିହତ ହୋଇଥିବା...
ପଦ୍ମପୁର,୨୨।୪ (ପ୍ରଶାନ୍ତ କୁମାର କର): ଆଜିର ଆଧୁନିକ ଯୁଗରେ ଏବେ ବି ଲୋକେ ଅନ୍ଧବିଶ୍ୱାସର ବଶବର୍ତ୍ତୀ ହୋଇ ହତ୍ୟା ପରି ବୀଭତ୍ସକାଣ୍ଡ ଘଟାଇବାକୁ ପଛାଉନାହାନ୍ତି। ଏହାର...
କୋଲକାତା,୨୨।୪: କୋଲକାତା ଉପକଣ୍ଠ ବାଗୁଇହାଟିର ଏକ ରାସ୍ତା ପାର୍ଶ୍ୱରେ ପଡ଼ିରହିଥିବା ଟ୍ରଲିବ୍ୟାଗ୍ରୁ ଜଣେ ଯୁବତୀଙ୍କ ଓଠ ସିଲ୍ ହୋଇଥିବା ମୃତଦେହ ମିଳିଛି। ସୋମବାର ରାତିରେ କେହି...
ନୂଆଦିଲ୍ଲୀ,୨୨।୪: ରୁଷର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଜମ୍ମୁ ଓ କାଶ୍ମୀରର ପହଲଗାମରେ ଘଟିଥିବା ଆତଙ୍କବାଦୀ ଆକ୍ରମଣର ଦୁଃଖଦ ପରିଣାମ ପାଇଁ ଭାରତର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ...
ଭଞ୍ଜନଗର,୨୨।୪(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ସ୍ନାତକ (+୩) ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ଏଥିରେ ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ସାମ୍ବାଦିକତା...
ରାମଗିରି,୨୨ା୪(ବୃନ୍ଦାବନ ଗୌଡ଼): ଆର.ଉଦୟଗିରି ବ୍ଲକ ଅନଘା ପଞ୍ଚାୟତ ଅନ୍ତର୍ଗତ ତୁବୁରୁସିଂ ଗ୍ରାମରେ ମଙ୍ଗଳବାର କାଳବୈଶାଖୀ ପ୍ରଭାବରେ ବଜ୍ରପାତ ହୋଇଥିଲା। ଏଥିରେ ୨ ଶିଶୁଙ୍କ ସମେତ ୫...