ରତ୍ନଭଣ୍ଡାରକୁ ନେଇ ବଡ଼ ସୂଚନା ଦେଲେ ଆଇନମନ୍ତ୍ରୀ, କହିଲେ ଭିତରେ ନାହିଁ…

ଭୁବନେଶ୍ୱର,୧ା୧୧: ରତ୍ନଭଣ୍ଡାରକୁ ନେଇ ପୁଣି ଏକ ବଡ଼ ବୟାନ ଦେଇଛନ୍ତି ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ରତ୍ନଭଣ୍ଡାର ଭିତରେ କୌଣସି ଗୁପ୍ତ କୋଠରି କିମ୍ବା ସୁଡ଼ଙ୍ଗ ନାହିଁ। ଯାହାକି ପ୍ରାଥମିକ ଆଲୋଚନାରୁ ଜଣାପଡ଼ିଛି। ଏନେଇ ଚୂଡ଼ାନ୍ତ ରିପୋର୍ଟକୁ ଆମେ ଅପେକ୍ଷା କରିଛୁ। ନୂଆବର୍ଷରୁ ରତ୍ନଭଣ୍ଡାର ଗଣତି ମଣତି ହେବ ବୋଲି ମନ୍ତ୍ରୀ କହିଛନ୍ତି। କାର୍ତ୍ତିକ ମାସ ପାଇଁ ଶ୍ରୀମନ୍ଦିରରେ ଭିଡ଼ ରହିଛି, ଏହା ପରେ ମରାମତି କାର୍ଯ୍ୟ ଆରମ୍ଭ ହେବ।

ରତ୍ନଭଣ୍ଡାର ମଧ୍ୟରେ ଫାଟ ରହିଛି । ତେବେ କାର୍ତ୍ତିକ ମାସ ପରେ ଏକ ମାସ ଧରି ଏଏସ୍‌ଆଇ
ରତ୍ନଭଣ୍ଡାରର କାମ କରିବ। ମରାମତି ହେବା ପରେ ରତ୍ନ ଅଳଙ୍କାର ଗଣତି କରାଯିବ । ତେବେ ପୁରୁଣା ତାଲିକା ସହ ମ୍ୟାଚ୍‌ କରାଯାଇ ୭ ଦିନ ଭିତରେ ରିପୋର୍ଟ ପ୍ରକାଶ କରାଯିବ ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ହେଲା ପ୍ରସିଦ୍ଧ ମା’ଦଣ୍ଡକାଳୀ ଯାତ୍ରା

ପୁରୁଷୋତ୍ତମପୁର,୧୪।୪(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ସୋମବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଯାଇଛି। ଏନେଇ ପୁରୁଷୋତ୍ତମପୁର...

ମହୁମାଛି ଆକ୍ରମଣରେ ୩ ଶ୍ରଦ୍ଧାଳୁ ଗୁରୁତର, ୨୦ରୁ ଊର୍ଦ୍ଧ୍ୱ ଆହତ

ମୋହନା,୧୪।୪(ମନ୍ମଥ ମିଶ୍ର): ଆଜି ପବିତ୍ର ପଣା ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଏବଂ ହନୁମାନ ଜୟନ୍ତୀ। ଏହି ପବିତ୍ର ଦିନରେ ଉତ୍ସବ ମୁଖର ହୋଇ ଉଠିଛି...

ଶିମିଳିପାଳ ବଫର ଜୋନ୍‌ରେ ବୁଲୁଛି କଳା ମହାବଳ

ବାରିପଦା,୧୪।୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପ୍ରକଳ୍ପର ବଫର ଜୋନ୍‌ରେ କଳା ମହାବଳ ବାଘ ବୁଲୁଛି। ଯାହାର ଭିଡିଓ ସୋସିଆଲ ମିଡିିଆରେ...

ତେଜିଲା ନ୍ୟାୟ ପ୍ରଦାନ ଦାବି: ୧୭ ଘଣ୍ଟା ପରେ ଛାତ୍ରୀଙ୍କ ମୃତଦେହ ନେଲେ ପରିବାର

ଉଦଳା,୧୩ା୪(ସନ୍ତୋଷ କୁମାର ବାଚ୍ଛିନୀ): ମୟୂରଭଞ୍ଜ ଜିଲା ଉଦଳା ଥାନା ଅଧୀନ ଶାଳଖୁଣ୍ଟା ଏସ୍‌ଏସ୍‌ଡି ଆଶ୍ରମ ବିଦ୍ୟାଳୟରେ ରବିବାର ଜଣେ ଦ୍ୱିତୀୟ ଶ୍ରେଣୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ...

ଓଡ଼ିଆ ନବବର୍ଷରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ମା’ ତାରିଣୀ ମନ୍ଦିର ପାଇଁ ୨୫୦ କୋଟିର DPR

ଭୁବନେଶ୍ୱର,୧୪ା୪: ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷ ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କେନ୍ଦୁଝରର ଘଟଗାଁସ୍ଥିତ ଆରାଧ୍ୟା...

ନବୀନଙ୍କୁ ରାଜାଙ୍କ ଚିଠି, ହାଇଜ୍ୟାକ୍‌ କଥା କହି ତେରେଛା ବାଣ ମାରିଲେ ଦେବୀ

ଭୁବନେଶ୍ୱର,୧୪ା୪: ବିଜୁ ଜନତା ଦଳରେ ନେତାମାନଙ୍କ ମଧ୍ୟରେ ବିଭିନ୍ନ ପ୍ରସଙ୍ଗକୁ ନେଇ ମତାନ୍ତର ଦେଖିବାକୁ ମିଳୁଛି। ୱାକଫ୍‌ ବିଲ୍‌ ପ୍ରସଙ୍ଗରେ ଦଳର ମୁଖିଆ ନବୀନ ପଟ୍ଟନାୟକଙ୍କୁ...

କ୍ୟାମେରାରେ କଏଦ ହେଲା ହତ୍ୟାକାରୀଙ୍କ ଭୟଙ୍କର ଚେହେରା

ବଲାଙ୍ଗୀର,୧୪ା୪(ସୁନୀଲ କୁମାର ମହାନ୍ତି): ରବିବାର ରାତିରେ ବଲାଙ୍ଗୀର ସହରର ବିଷ୍ଣୁମୁଣ୍ଡାଠାରେ ଜଣେ ବ୍ୟବସାୟୀ ମନୋଜ ନାଏକଙ୍କୁ ବୀଭତ୍ସ ଭାବରେ ହତ୍ୟାକରି ହତ୍ୟାକାରୀ ଜଣକ ଫେରାର ମାରିଥିଲେ।...

ହନୁମାନ ଜୟନ୍ତୀ ଉତ୍ସବ, ମହାବିଷୁବ ପଣା ସଂକ୍ରାନ୍ତି ପାଳିତ

ବାଲିଗୁଡା,୧୪।୦୪,(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ତଥା ଏହାର ଆଖପାଖ ଅଞ୍ଚଳରେ ପ୍ରଭୁ ଶ୍ରୀରାମଙ୍କ ପରମଭକ୍ତ ହନୁମାନଙ୍କ ଜୟନ୍ତୀ ଉତ୍ସବ ଓ ମହାବିଷୁବ ପଣାସଂକ୍ରାନ୍ତି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image