ଟ୍ରେନ୍‌ରେ କଟି ଚାଲିଗଲା ପ୍ରେମୀଯୁଗଳଙ୍କ ଜୀବନ

କେନ୍ଦୁଝର,୨୧ା୮(ନରେଶ ଚନ୍ଦ୍ର ପଟ୍ଟନାୟକ): ସଦର ଥାନା ଧନୁର୍ଜୟପୁର ନିକଟରେ ଟ୍ରେନରେ କଟି ପ୍ରେମୀଯୁଗଳଙ୍କ ମୃତ୍ୟୁ ହୋଇଛି। ପ୍ରେମୀଯୁଗଳ ବୁଲେଟ ନାୟକ(୨୨) ଓ ସ୍ବପ୍ନ ନାୟକ(୨୫) ବୋଲି ଜଣାପଡ଼ିଛି। ବୁଲେଟଙ୍କ ଘର୍‌ ଧନୁର୍ଜୟପୁର ଓ ଝିଅ ଘର ଘାଗରବେଡା ବୋଲି ଜଣାପଡିଛି।

ରେଳବାଇ ପୋଲିସ ମୃତଦେହ ଜବତ କରି ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରି ଅଧିକ ତଦନ୍ତ କରୁଛି ବୋଲି ସୁଶାନ୍ତ ସେଠୀ, ରେଳବାଇ ପୋଲିସ ଅଧିକାରୀ ସୂଚନା ଦେଇଛନ୍ତି। ପ୍ରେମସମ୍ପର୍କରୁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ତେବେ ସଠିକ୍‌ କାରଣ ତଦନ୍ତ ପରେ ଜଣାପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ଭାଉଜଙ୍କୁ ଟଣାଓଟରା କରିବା ସହ ସୁନା ଚେନ ଲୁଟ ଅଭିଯୋଗ

ହିଞ୍ଜିଳିକାଟୁ, ୨୪।୪(ଦ୍ବିତୀକୃଷ୍ଣ ପଣ୍ଡା): ଏକ ବିବାହ ଭୋଜିରୁ ଫେରୁଥିବା ବେଳେ ଭାଉଜଙ୍କୁ ଟଣାଓଟରା କରିବା ସହ ବେକରୁ ଏକ ସୁନା ଚେନ ଲୁଟି ନେଇଥିବା ନେଇ...

ଭାଇଙ୍କୁ ମରଣାନ୍ତ୍ରକ ଆକ୍ରମଣ କରି ହତ୍ୟା ଉଦ୍ୟମ: ସାନ ଭାଇଙ୍କୁ ୫ ବର୍ଷ ଜେଲଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସିଜେଏମ ତଥା ସେସନ ଜଜ୍‌ ହିମାଂଶୁ ଶେଖର ବିଶ୍ୱାଳ ଏକ ମରଣାନ୍ତ୍ରକ ଆକ୍ରମଣ ମାମଲାର ବିଚାର କରିଛନ୍ତି। ଅଭିଯୁକ୍ତ ଅମ୍ବିକା...

୫୦ ହଜାର ଟଙ୍କା ଯୌତୁକ ଦାବିରେ ନିର୍ଯ୍ୟାତନା ସହ ହତ୍ୟା ଉଦ୍ୟମ ଅଭିଯୋଗ

ହିଞ୍ଜିଳିକାଟୁ, ୨୪।୪(ଦ୍ବିତୀକୃଷ୍ଣ ପଣ୍ଡା): ବିବାହର ୬ ମାସ ପରଠାରୁ ଅଧିକ ୫୦ ହଜାର ଟଙ୍କା ଯୌତୁକ ଦାବି କରି ଶ୍ୱଶୁର ଘର ଲୋକେ ବୋହୂଙ୍କୁ ଶାରୀରିକ...

ମାଡ୍ରିଡ୍‌ ଓପନରୁ ଓହରିଲେ ଅଲ୍‌କାରାଜ

ମାଡ୍ରିଡ୍‌,୨୪ା୪: ଇଞ୍ଜୁରୀ ଯୋଗୁ ଦର୍ଶକଙ୍କ ଫେଭରାଇଟ୍‌ କାର୍ଲୋସ ଅଲ୍‌କାରାଜ ମାଡ୍ରିଡ୍‌ ଓପନ ଟେନିସ ଟୁର୍ନାମେଣ୍ଟରୁ ଓହରି ଯାଇଛନ୍ତି। ଗତ ରବିବାର ବାର୍ସିଲୋନା ଓପନ ଫାଇନାଲ ବେଳେ...

MEAର ଚେତାବନୀ: ଭିଜା ଅବଧି ଶେଷ ହେବା ପୂର୍ବରୁ ଭାରତ ଛାଡନ୍ତୁ ପାକିସ୍ତାନୀ, ୨୯ ପରେ ମେଡିକାଲ ଭିଜା ବି…

ନୂଆଦିଲ୍ଲୀ,୨୪।୪: ଭାରତ ସରକାର ପାକିସ୍ତାନୀ ନାଗରିକଙ୍କ ପାଇଁ ଭିଜା ସେବା ତୁରନ୍ତ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନେଇଛନ୍ତି। ବୈଦେଶିକ ମନ୍ତ୍ରଣାଳୟ (MEA) କହିଛି ଯେ ପାକିସ୍ତାନୀ...

ପାକିସ୍ତାନ ପୁଣି କଲାଣି ପ୍ରମାଣ ଖୋଜିବାର ଡ୍ରାମା! ମନ୍ତ୍ରୀ ଇସାକ ଡାର କହିଲେ,‘ପହଲଗାମ ଆତଙ୍କବାଦୀ ଆକ୍ରମଣ ପଛରେ PAK ଅଛି ବୋଲି…’

ଇସଲାମାବାଦ,୨୪।୪: ଜମ୍ମୁ-କଶ୍ମୀରର ପହଲଗାମ ଆତଙ୍କବାଦୀ ଆକ୍ରମଣ ଉପରେ ଭାରତର ପ୍ରତିଶୋଧମୂଳକ କାର୍ଯ୍ୟାନୁଷ୍ଠାନକୁ ପାକିସ୍ତାନ ଚ୍ୟାଲେଞ୍ଜ କରିଛି। ସେ କହିଛନ୍ତି ଯେ ଯଦି ଭାରତ ପାଖରେ ଆକ୍ରମଣର...

ପଞ୍ଚାୟତିରାଜ ଦିବସ ପାଳିତ: ୩୯ ହିତାଧିକାରୀ ପାଇଲେ ରାଶନ କାର୍ଡ

ଦିଗପହଣ୍ଡି,୨୪।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କାର୍ଯ୍ୟାଳୟ ପରିସରରେ ବିଡ଼ିଓ ଅନାମିକା ପାଣ୍ଡେଙ୍କ ଅଧ୍ୟକ୍ଷତାରେ ଗୁରୁବାର ଜାତୀୟ ପଞ୍ଚାୟତିରାଜ ଦିବସ ପାଳିତ ହୋଇଯାଇଛି...

ଗ୍ରୋସରି ଦୋକାନରେ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କା ମୂଲ୍ୟର ସାମଗ୍ରୀ ଜଳିଗଲା

ଦିଗପହଣ୍ଡି,୨୪।୪ (ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ବଡଦାଣ୍ଡ ସାହିର ନର୍ମଦା ସାହୁ ଙ୍କ ଗ୍ରୋସରୀ ଦୋକାନରେ ଗୁରୁବାର ସନ୍ଧ୍ୟା ପ୍ରାୟ ୬...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image