ଭୁବନେଶ୍ୱର,୧୮ା୪(ବ୍ୟୁରୋ): ରାଜ୍ୟରେ ଚଳିତ ବର୍ଷ ପ୍ରଥମ ଥର ଟୁଇନ୍ ସିଟିରେ ୪୦ ଡିଗ୍ରୀ ତାପମାତ୍ରା ଟପିଛି। ସୋମବାର ଅନୁଗୋଳରେ ସର୍ବୋଚ୍ଚ ତାପମାତ୍ରା ୪୩.୭ ଡିଗ୍ରୀ ରେକର୍ଡ କରାଯାଇଥିବା ବେଳେ ଭୁବନେଶ୍ୱରରେ ୪୦.୨ ଡିଗ୍ରୀ, କଟକରେ ୪୦.୫ ଡିଗ୍ରୀ ଏବଂ ବଲାଙ୍ଗୀରରେ ୪୩.୨ ରେକର୍ଡ ହୋଇଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ଟୁଇଟଥ ଯୋଗେ ସୂଚନା ଦିଆଯାଇଛି।