Posted inଜାତୀୟ

ଏନ୍‌ଡିଏ ସଂସଦୀୟ ଦଳର ବୈଠକ ଶେଷ

ନୂଆଦିଲ୍ଲୀ,୨।୭: ସୋମବାର ୧୮ତମ ଲୋକ ସଭା ଅଧିବେଶନରେ ଉଭୟ ଗୃହରେ ଅନେକ ଆଲୋଡ଼ନ ଦେଖାଦେଇଥିଲା। ରାଷ୍ଟ୍ରପତିଙ୍କ ସମ୍ବୋଧନରେ ଧନ୍ୟବାଦ ଅର୍ପଣ ଉପରେ ଆଲୋଚନା ବେଳେ ରାହୁଲ ଗାନ୍ଧୀଙ୍କ ବିବୃତ୍ତି ଉପରେ ଲୋକ ସଭାରେ ଏକ ବଡ଼ ଆଲୋଡ଼ନ ସୃଷ୍ଟି ହୋଇଥିଲା। ଅନ୍ୟପକ୍ଷରେ, ରାଜ୍ୟ ସଭାରେ ମଲ୍ଲିକାର୍ଜୁନ ଖାର୍ଗେଙ୍କ ବିବୃତ୍ତି ପରେ ଶାସକ ଦଳ ବହୁ ଅଡୁଆ ସୃଷ୍ଟି କରିଥିଲା। ଆଜି ମଧ୍ୟ ଉଭୟ ଗୃହରେ ଉତ୍ତେଜନା ସୃଷ୍ଟି ହେବାର ସମ୍ଭାବନା ରହିଛି। ଇତିମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ସାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ସମ୍ବନ୍ଧିତ ଧନ୍ୟବାଦ ପ୍ରସ୍ତାବ ଉପରେ ଆଲୋଚନାର ଉତ୍ତର ଦେଇପାରନ୍ତି।

ସୋମବାର ଲୋକ ସଭାରେ ୧୬ ଘଣ୍ଟିଆ ଆଲୋଚନା ଆରମ୍ଭ ହୋଇଥିଲା ଯାହା ଆଜି ପର୍ଯ୍ୟନ୍ତ ମଧ୍ୟ ଜାରି ରହିବ। ସୂଚନାନୁସାରେ, ମଙ୍ଗଳବାର ସାରେ ଆଲୋଚନା ଶେଷ ହେବାର ସମ୍ଭାବନା ରହିଛି, ଏହା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାର ଉତ୍ତର ଦେବେ। ଏହାପୂର୍ବରୁ ସୋମବାର ରାହୁଲ ଗାନ୍ଧୀ ନିଟ୍‌ ପରୀକ୍ଷା ପେପର ଲିକ ପ୍ରସଙ୍ଗରେ ଆଲୋଚନା ପାଇଁ ଆବେଦନ କରିଥିଲେ। ଏହାପୂର୍ବରୁ ଶୁକ୍ରବାର, ନିଟ୍‌ ପରୀକ୍ଷା ପେପର ଲିକ ପ୍ରସଙ୍ଗରେ ବିରୋଧୀଙ୍କ ଆଲୋଡ଼ନ ଯୋଗୁଁ ଧନ୍ୟବାଦ ଅର୍ପଣ ଉପରେ ଆଲୋଚନା ଆରମ୍ଭ ହୋଇପାରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଏହିଦିନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହେମନ୍ତ ସୋରେନ, କ୍ୟାବିନେଟରେ ସାମିଲ ହୋଇପାରନ୍ତି ନୂଆ ଚେହେରା

ଝାଡଖଣ୍ଡ,୪।୭: ପୁଣି ମଇଦାନକୁ ଫେରିଛନ୍ତି ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ। ଏହାପରେ ଆସନ୍ତା ଜୁଲାଇ ୭ରେ ସେ ଶପଥ ଗ୍ରହଣ କରିବେ। ଝାଡଖଣ୍ଡ ମୁକ୍ତି...

ଭୋଲେ ବାବା କ’ଣ ଖାଆନ୍ତି, କ’ଣ ତାଙ୍କର ରହିଛି ଚମତ୍କାରିତା ଗୋଟି ଗୋଟି କରି କହିଲେ ଏହି ସେବକ, ଜାଣିଲେ…

ହାଥରସ୍‌,୪ା୭: ଉତ୍ତରପ୍ରଦେଶର ହାଥରସ୍‌ରେ ଏକ ସତ୍‌ସଙ୍ଗରେ ହୋଇଥିବା ଦଳାଚକଟାରେ ୧୨୧ ଜଣଙ୍କ ମୃତ୍ୟୁ ଘଟିଛି। ଏହା ପରେ ବାବା ନାରାୟଣ ସାକାର ହରି ଛଦ୍ମନାମ ଭୋଲେ...

ଭାଜପାକୁ ବଡ଼ ଝଟ୍‌କା, ଇସ୍ତଫା ଦେଲେ କ୍ୟାବିନେଟ ମନ୍ତ୍ରୀ

ଜୟପୁର,୪।୭: ରାଜସ୍ଥାନ ରାଜନୀତିରେ ବଡ଼ ହଲଚଲ। ଗୁରୁବାର ସକାଳୁ ସକାଳୁ ରାଜସ୍ଥାନ ଭାଜପାରୁ ଇସ୍ତଫା ଦେଇଛନ୍ତି ଜଣେ କ୍ୟାବିନେଟ ମନ୍ତ୍ରୀ। ଭଜନଲାଲ ସରକାରର କ୍ୟାବିନେଟ ମନ୍ତ୍ରୀ...

ଚାଇନା ବୈଦେଶିକ ମନ୍ତ୍ରୀଙ୍କୁ ଭେଟିଲେ ଏସ୍‌.ଜୟଶଙ୍କର,ବିଭିନ୍ନ ପ୍ରସଙ୍ଗ ଉପରେ କଲେ ଆଲୋଚନା

ବେଜିଂ/ନୂଆଦିଲ୍ଲୀ,୪ା୭: ଚାଇନା ବୈଦେଶିକ ମନ୍ତ୍ରୀ ଓ୍ବାଙ୍ଗ୍‌ ୟିଙ୍କୁ ଗୁରୁବାର ଭେଟିଛନ୍ତି ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ୍‌. ଜୟଶଙ୍କର। ଏହି ସାକ୍ଷାତ ସମୟରେ ଜୟଶଙ୍କର ବିଭିନ୍ନ...

ସଂସଦରେ ଆଉ ହଙ୍ଗାମା କରିପାରିବେନି ବିରୋଧୀ! ନିୟମରେ ବଡ଼ ପରିବର୍ତ୍ତନ କଲେ ଓମ ବିର୍ଲା

ନୂଆଦିଲ୍ଲୀ,୪।୭: ସଂସଦରେ ଆଉ ହଙ୍ଗାମା କରିପାରିବେନି ବିରୋଧୀ। ଏନେଇ ନିୟମରେ ହୋଇଛି ବଡ଼ ପରିବର୍ତ୍ତନ। ଲୋକ ସଭା ବାଚସ୍ପତି ଓମ ବିର୍ଲା ଏଥିପାଇଁ ନିୟମରେ ବଡ଼...

ଆସାମରେ ବନ୍ୟା ବିତ୍ପାତ, ୧୬ଲକ୍ଷ ଲୋକ ପ୍ରଭାବିତ

ନୂଆଦିଲ୍ଲୀ,୪।୭: ଆସାମର ବନ୍ୟା ସ୍ଥିତି ଭୟଙ୍କର ହେଲାଣି। ବ୍ରହ୍ମପୁତ୍ର ନଦୀରେ ବନ୍ୟା ଯୋଗୁଁ ଜନଜୀବନ ସହ ପଶୁପକ୍ଷୀ ପ୍ରଭାବିତ ହୋଇଛନ୍ତି। ବନ୍ୟା ବିତ୍ପାତ ଯୋଗୁ ୧୯ଟି...

ଟେଲି ଷ୍ଟାର୍‌ କ୍ରିଷ୍ଟଲ, କରନଙ୍କୁ ଇଡି ଜେରା

ମୁମ୍ବାଇ, ୩।୭: ଟଙ୍କା ବଦଳରେ ଅନ୍‌ଲାଇନ ଫରେକ୍ସ ଟ୍ରେଡିଂ ଆପ୍‌ ‘ଅକ୍ଟାଏଫ୍‌ଏକ୍ସ’ ପାଇଁ ପ୍ରଚାର ଅଭିଯୋଗରେ ଟେଲି ଷ୍ଟାର୍‌ କ୍ରିଷ୍ଟଲ ଡିସୁଜା ଓ କରନ ଓ୍ବାହିଙ୍କୁ...

ହାଥରସ୍‌ ଦଳାଚକଟା ପଛରେ ଷଡ଼ଯନ୍ତ୍ର: ଭୋଲେ ବାବାଙ୍କ ଓକିଲ

ହାଥରସ୍‌,୩ା୭: ହାଥରସ୍‌ ଦଳାଚକଟା ପଛରେ ଅସାମାଜିକ ତତ୍ତ୍ୱଙ୍କ ହାତ ରହିଛି ବୋଲି ଭୋଲେ ବାବାଙ୍କ ଓକିଲ ଏ.ପି. ସିଂ ଅଭିଯୋଗ ଆଣିଛନ୍ତି। ସତ୍‌ସଙ୍ଗ ବେଳେ ଭୋଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri