ଜିଲାସ୍ତରୀୟ ସ୍ବାଧୀନତା ଦିବସରେ ଶହୀଦଙ୍କୁ ମନେ ପକାଇଲେ ମନ୍ତ୍ରୀ

କେନ୍ଦୁଝର,୧୫।୮(ବ୍ୟୁରୋ): କେନ୍ଦୁଝର ଜିଲା ମୁଖ୍ୟାଳୟସ୍ଥିତ ଷ୍ଟାଡିୟମରେ ଜିଲାସ୍ତରୀୟ
୭୬ତମ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପ୍ରମିଳା ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପୋଲିସ ପରେଡ୍‌ରେ ଅଭିବାଦନ ଗ୍ରହଣ କରିବା ସହ ସ୍ବାଧୀନତା ପାଇଁ ବଳିଦାନ ଦେଇଥିବା ସଂଗ୍ରାମୀ ଶହୀଦଙ୍କୁ ମନେ ପକାଇ ଥିଲେ। ଏହା ସହ ଜିଲା ଓ ରାଜ୍ୟରେ ଉନ୍ନୟନମୂଳକ ଯୋଜନାର ସଫଳତା ବିଷୟରେ ଉଦ୍‌ବୋଧନ ଦେଇଥିଲେ। ଏଥିରେ ଜିଲାପାଳ ଆଶିଷ ଠାକ୍‌ରେ, ଏସ୍‌ପି ମିତ୍ରଭାନୁ ମହାପାତ୍ରଙ୍କ ସମେତ ବରିଷ୍ଠ ପଦାଧିକାରୀ ଉପସ୍ଥିତ ଥିଲେ। ହେଲେ ପୂର୍ବ ବର୍ଷ ଭଳି କଟକଣା ଯୋଗୁ ସାମୂହିକ ପରେଡ୍‌ ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ନ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ଜିପିଆର-ଜିପିଏସ୍‌ ସର୍ଭେ ରିପୋର୍ଟ: ଏଥିରେ ରହିଛି…

ପୁରୀ,୨୩ା୧୧: ଶ୍ରୀମନ୍ଦିର ରତ୍ନଭଣ୍ଡାର ନେଇ ଏଏସ୍‌ଆଇ ପକ୍ଷରୁ କରାଯାଇଥିବା ଜିପିଆର୍‌-ଜିପିଏସ୍‌ ସର୍ଭେ ରିପୋର୍ଟ ଶ୍ରୀମନ୍ଦିର ପ୍ରଶାସନର ହସ୍ତଗତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି ଶ୍ରୀମନ୍ଦିର ମୁଖ୍ୟ...

ପଦାକୁ ଆସିଲା ନବଜାତ ଶିଶୁକନ୍ୟା ବିକ୍ରି: ଜେଲ ଗଲେ ୩ ଅଭିଯୁକ୍ତ

ଲାଠୋର,୨୩ା୧୧(ଭୁବନେଶ୍ୱର ବାରିକ): ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଁଝର ଅଞ୍ଚଳର ଏକ ନବଜାତ ଶିଶୁକନ୍ୟା ବିକ୍ରି ହେବା ନେଇ ଚର୍ଚ୍ଚା ହୋଇଥିଲା । ଏହି ଘଟଣାରେ...

ଆଇଜି ପାର୍କକୁ ଆସିଲେ ୨ ଚିତା ବାଘ

ରାଉରକେଲା,୨୩।୧୧(ବିପ୍ଳବ ରଞ୍ଜନ ଦାସ): ଆର୍‌ଏସ୍‌ପିର ଇନ୍ଦିରା ଗାନ୍ଧୀ ପାର୍କ ପ୍ରାଣୀ ଉଦ୍ୟାନକୁ ଗୋଟିଏ ଅଣ୍ଡିରା ଓ ଗୋଟିଏ ମାଈ ଚିତାବାଘ ଆସିଛନ୍ତି। ଗତ ୨୧ତାରିଖରେ କେନ୍ଦ୍ରୀୟ...

ଗଞ୍ଜେଇ ସହ କାର୍‌ ଜବତ: ୨ ଗିରଫ

ବାଲିଗୁଡ଼ା,୨୩ା୧୧(ସଞ୍ଜୟ ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଅବକାରୀ ବିଭାଗ ଗଞ୍ଜେଇ ଚୋରାଚାଲାଣ ବେଳେ ଚଢାଉ କରି କାର୍‌ ସହ ଦୁଇଜଣଙ୍କୁ ଗିରଫ କୋର୍ଟଚାଲାଣ କରିଛି। ସୂଚନାନୁଯାୟୀ,...

ଧାର ଟଙ୍କା ମାଗିବାରୁ ନାବାଳକ ଛାତ୍ରଙ୍କୁ ଆକ୍ରମଣ

ଗୋପାଳପୁର,୨୩ା୧୧(ନବୀନ ରାଜ ଆଚାରୀ): ଧାର ଟଙ୍କା ମାଗିବାରୁ ନାବାଳକ ଛାତ୍ରଙ୍କୁ ଲୁହା ରୋଡ୍‌ରେ ଆକ୍ରମଣ କରିଥିବା ନେଇ ଶୁକ୍ରବାର ରାତିରେ ଗୋଳନ୍ଥରା ଥାନାରେ ଅଭିଯୋଗ ହୋଇଛି।...

ବାଇକ୍‌ରେ ଯାଉଥିଲେ ସ୍ବାମୀ-ସ୍ତ୍ରୀ: ଧକ୍କା ଦେଲା କାର୍‌…

ବନ୍ଧମୁଣ୍ଡା, ୨୩ା୧୧(ସୁବ୍ରତ ଦେ): ସୁନ୍ଦରଗଡ଼ ଜିଲା ବିଶ୍ରା ଥାନା ଅଧୀନ ଶାରୁବାହାଲ ଗାଁର ମୁଖ୍ୟ ରାସ୍ତାରେ ଏକ କାର୍‌ ବାଇକ୍‌କୁ ଧକ୍କା ଦେଇଥିଲା। ଫଳରେ ବାଇକରେ...

କାର୍‌ ଡିକିରେ ନେଉଥିଲେ ଗଞ୍ଜେଇ, ଗୋଡ଼ାଇ ଗୋଡ଼ାଇ ଧରିଲେ ଅବକାରୀ ଅଧିକାରୀ

ଗୋପାଳପୁର,୨୩ା୧୧(ନବୀନ ରାଜ ଆଚାରୀ): ଶନିବାର ଅପରାହ୍ନରେ ଅବକାରୀ ଗୋଇନ୍ଦା ଅଧିକାରୀମାନେ ଗଞ୍ଜେଇ ଚାଲାଣକାରୀକୁ ଗୋଡ଼ାଇ ଗୋଡ଼ାଇ ଗଞ୍ଜାମ ଜିଲା ୧୬ ନଂ ଜାତୀୟ ରାଜପଥ ଗୋଳନ୍ଥରା...

ଧର୍ମଶାଳା ବିଧାୟକଙ୍କୁ ମାଡ଼ ମାରିବା ପ୍ରସଙ୍ଗରେ ବର୍ଷିଲେ ପ୍ରମିଳା, କହିଲେ ରାତିରେ କାହିଁକି…

ଭୁବନେଶ୍ୱର,୨୩ା୧୧: ଯାଜପୁର ଜିଲା ଧର୍ମଶାଳା ବିଧାୟକ ହିମାଂଶୁ ସାହୁଙ୍କୁ ମାଡ଼ ମାରିବା ପ୍ରସଙ୍ଗରେ ବିଜେଡି ବିଧାୟିକା ପ୍ରମିଳା ମଲ୍ଲିକ ଶନିବାର ପ୍ରବଳ ବର୍ଷିଛନ୍ତି। ପ୍ରମିଳା ତାଙ୍କ...

Advertisement
Dharitri Youth Conclave 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri