ଦୁର୍ଘଟଣାରେ ରାସ୍ତାରେ ପଡ଼ି ଛଟପଟ ହେଉଥିଲେ, ନିଜ କାର୍‌ ଅଟକାଇ ଗୁରୁତରଙ୍କୁ ହସ୍ପିଟାଲ ପଠାଇଲେ ବିଧାୟକ

କୋରାପୁଟ,୫ା୬(ସ୍ବ.ପ୍ର.): କୋରାପୁଟ ବିଧାୟକ ତଥା ଜିଲା ଯୋଜନା କମିଟି ଅଧ୍ୟକ୍ଷ ରଘୁରାମ ପଡାଲଙ୍କ ବଦାନ୍ୟତା ଦେଖିବାକୁ ମିଳିଛି। ଶନିବାର ରାସ୍ତା ଦୁର୍ଘଟଣାରେ ଗୁରୁତରଙ୍କୁ ତୁରନ୍ତ ଚିକିତ୍ସା ନିମନ୍ତେ ନିଜେ ୧୦୮ ଆମ୍ବୁଲାନ୍ସ ଡକାଇ ହସ୍ପିଟାଲ ପଠାଇଥିବା ଜଣାପଡ଼ିଛି। ନବରଙ୍ଗପୁର ଜିଲା ଅନ୍ତର୍ଗତ ମାଝିଗୁଡ଼ାରେ ଏକ କାର୍‌ ଗଛରେ ପିଟି ହୋଇ ପଡ଼ି ରହିଥିଲା। ଅନେକ ଲୋକ ଉକ୍ତ ବାଟ ଦେଇ ଯାଉଥିଲେ ମଧ୍ୟ କେହି ଉଦ୍ଧାର କରି ନ ଥିଲେ ା ଏହି ସମୟରେ କୋରାପୁଟ ବିଧାୟକ ନବରଙ୍ଗପୁର ଯାଉଥିବାବେଳେ କାର୍‌ଟି ଦୁର୍ଘଟଣାଗସ୍ତ ଦେଖିବାକୁ ପାଇଥିଲେ। ତୁରନ୍ତ ଦୁର୍ଘଟଣାଗସ୍ତ କାର୍‌ରେ ଥିବା ଆହତମାନଙ୍କୁ ଉଦ୍ଧାର କରି ୧୦୮ ଆମ୍ବୁଲାନ୍ସକୁ ଫୋନ୍‌ କରିଥିଲେ। ଆମ୍ବୁଲାନ୍ସ ପହଞ୍ଚି ଆହତମାନଙ୍କୁ ହସ୍ପିଟାଲ ନେଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚା’ ଦୋକାନରୁ ଗଞ୍ଜେଇ ଜବତ, ଜଣେ ଗିରଫ

ଗଞ୍ଜାମ, ୩୧ା୩ (ବିଦ୍ୟାଧର ସାହୁ):ଗଞ୍ଜାମ ଥାନା ଅନ୍ତର୍ଗତ ୧୬ନଂ. ଜାତୀୟ ରାଜପଥ ପାର୍ଶ୍ୱରେ ଏକ ଚା’ ଦୋକାନରେ ପୋଲିସ ଚଢ଼ାଉ କରି ଗଞ୍ଜେଇ ଜବତ କରିବା...

ଜାତୀୟ ସ୍ତରୀୟ ବିକଶିତ ଭାରତ ଯୁବ ପାର୍ଲିଆମେଣ୍ଟ:ମା’ ମାଣିକେଶରୀ ବିଶ୍ୱବିଦ୍ୟାଳୟର ସୁହାନୀ ମନୋନୀତ

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): ଭାରତ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ବିକଶିତ ଭାରତ ଯୁବ ପାର୍ଲିଆମେଣ୍ଟ ଅବସରରେ ଗତ ୨ ଦିନ...

ବିକାଶ ଶିକ୍ଷାନୁଷ୍ଠାନରେ ସେମିନାର

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ର ବିକାଶ ସ୍କୁଲ ଅଫ୍‌ ବିଜନେସ୍‌ ମ୍ୟାନେଜମେଣ୍ଟ ପକ୍ଷରୁ କ୍ୱାଣ୍ଟମ୍‌ ଟେକ୍ନୋଲୋଜି ଏବଂ ନାନୋଚିପ୍‌ ଟେକ୍ନୋଲୋଜି ବିଷୟରେ ଏକ ସେମିନାର ଅନୁଷ୍ଠିତ ହୋଇଯାଇଛି।...

ଆନନ୍ଦଉଲ୍ଲାସ ମଧ୍ୟରେ ଭାଇଚାରାର ପର୍ବ ଇଦ-ଉଲ-ଫିତର ପାଳିତ: ଇଦଗାହ ପଡିଆରେ ଭିଡ଼

ବରଗଡ଼, ୩୧।୩(ପ୍ରେମାନନ୍ଦ ଖମାରୀ) – ବରଗଡ ସହରରେ ଇଦ ଉଲ ଫିତର୍‌ ସମାରୋହରେ ପାଳିତ ହୋଇଯାଇଛି। ଏହି ଅବସରରେ ମୁସଲିମ ସମ୍ପ୍ରଦାୟର ଲୋକେ ମାସେବ୍ୟାପୀ କଠୋର...

ହଳଧର ସାହିତ୍ୟ ଅସ୍ମିତାର ଆବାହନ

ବରଗଡ,୩୧।୩(ପ୍ରେମାନନ୍ଦ ଖମାରୀ): ପଦ୍ମଶ୍ରୀ ଲୋକକବି ହଳଧର ନାଗଙ୍କ ୭୫ତମ ଜନ୍ମଦିନ ଅବସରରେ ବରଗଡ଼ରେ ସୋମବାର ତ୍ରିଦିବସୀୟ ଜାତୀୟସ୍ତରୀୟ କାର୍ଯ୍ୟକ୍ରମର ଉଦ୍‌ଘାଟନୀ ସମାରୋହ ଅନୁଷ୍ଠିତ ହୋଇଯାଇଛି ।...

ଏହି ଦିନ ବିଧାୟକ ପାଣ୍ଠି ବଣ୍ଟନ ଆରମ୍ଭ କରିବେ ପାରଳାଖେମୁଣ୍ଡି ବିଧାୟକ

ଗଜପତି(ଗିରିଧାରୀ ପରିଛା):୩୧।୩: ଉତ୍କଳ ଦିବସ ଅବଶରରେ ନିଜର ପ୍ରଥମ ବିଧାୟକ ପାଣ୍ଠି ବଣ୍ଟନ ଆରମ୍ଭ କରିବେ ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ ପାଣିଗ୍ରାହୀ। ସମ୍ବାଦିକ ମାନଙ୍କ...

ଅବସରନେଲେ ସହକାରୀ ନିର୍ବାହୀ ଯନ୍ତ୍ରୀ, ମୁଖ୍ୟ କିରାଣି

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ଭଞ୍ଜନଗର ଜଳସମ୍ପଦ ବିଭାଗର ସହକାରୀ ନିର୍ବାହୀ ଯନ୍ତ୍ରୀ ସନ୍ତୋଷ କୁମାର ଗୌଡ ସୋମବାର କର୍ମମୟ ଜୀବନରୁ ଅବସର ନେଇଛନ୍ତି। ତେଣୁ ତାଙ୍କର ସହକର୍ମୀ...

ପୋଲିସ ସହ ଗୁଳି ବିନିମୟରେ ମହିଳା ମାଓବାଦୀ ମୃତ

ମାଲକାନଗିରି,୩୧ା୩(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ଦାନ୍ତଓ୍ବୋଡା ଓ ବିଜାପୁର ଜିଲା ସୀମାନ୍ତରେ ସୁରକ୍ଷା କର୍ମୀ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ଜଣେ ମହିଳା ମାଓବାଦୀଙ୍କ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image