ପୁଅକୁ ଧରି ନଈକୁ ଡେଇଁଲେ ମା’: ପୁଅ ମୃତ, ମହିଳାଙ୍କ ପତ୍ତା ମିଳୁନି

ନିଶ୍ଚିନ୍ତକୋଇଲି,୧୪ା୮(ଅଶୋକ କୁମାର ମହାପାତ୍ର): କଟକ ଜିଲା ନେମାଳ ଥାନା ଅଧୀନ ଚିତ୍ରୋତ୍ପଳା ବ୍ରିଜ୍‌ ଉପରୁ ପୁଅକୁ ଧରି ନଈକୁ ଡେଇଁପଡ଼ିଲେ ମା’। ତେବେ ନାବାଳକଙ୍କ ପୁଅଙ୍କ ଜୀବନ ଚାଲି ଯାଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ମା’ଙ୍କ ପତ୍ତା ମିଳିନାହିଁ।

କଟକ ଜିଲା ନେମାଳ ଅଞ୍ଚଳର ସୁହାନ ପରବିନ୍‌ ନାମକ ଜଣେ ମହିଳା ନାବାଳକ ପୁଅଙ୍କୁ ଧରି ଚିତ୍ରୋତ୍ପଳା ନଈକୁ ଡେଇଁ ପଡ଼ିଥିଲେ। ପ୍ରଥମେ ପୁଅକୁ ନଦୀକୁ ଫିଙ୍ଗିବା ପରେ ସେ ନିଜେ ନଦୀକୁ ଡେଇଁ ପଡ଼ିଥିବା ନାବାଳିକା ଝିଅ କହିଛନ୍ତି। ମୃତ ନାବାଳକଙ୍କ ନାଁ ସେକ ତାୟର ଉଦ୍ଦିନ(୧୦)। ତେବେ ଗ୍ରୁପ୍‌ ଲୋନ କରିବା ହେତୁ ସେ ଚିନ୍ତିତ ଥିଲେ। ସେଥିପାଇଁ ଡେଇଁ ପଡ଼ିଥିବା ନାବାଳିକା ଝିଅ ଓ ସମ୍ପର୍କୀୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟଳିନି ବିପଦ: ଗାଁରେ ପଶିଲା ବନ୍ୟାଜଳ

ବାଲେଶ୍ୱର,୨୬।୧୦(ବାଞ୍ଛାନିଧି ଦେ) ବାତ୍ୟା ଦାନା ପରେ ବାଲେଶ୍ୱରରେ ଲାଗିରହିଛି ଲଗାଣ ବର୍ଷା l ଉପରମୁଣ୍ଡରୁ ପ୍ରବଳ ବର୍ଷା ଫଳରେ ବୁଢ଼ାବଳଙ୍ଗ ନଦୀର ଜଳସ୍ତର ବୃଦ୍ଧି ହୋଇ...

ଭୁବନେଶ୍ୱର ଏୟାରପୋର୍ଟରେ ବୁଲୁଛି ବାଘ, ଲୋକେ ଆତଙ୍କିତ

ଭୁବନେଶ୍ୱର,୨୬।୧୦: ରାଜଧାନୀରେ ବାଘ ଆତଙ୍କ। ମଝି ରାସ୍ତାରେ ରାଜଧାନୀ ଛାତି ଉପରେ ବାଘକୁ ଦେଖି ଲୋକେ ଛାନିଆ। ଭୁବନେଶ୍ୱର ବିମାନବନ୍ଦରରେ ବୁଲୁଛି ବାଘ। ଏୟାରପୋର୍ଟ ନିକଟ...

ଗଡ଼ିବାକୁ ଥିଲା ଅଳ୍ପ ସମୟ: ହଠାତ୍‌ ବସ୍‌ରୁ ନିଆଁ

ବାଲେଶ୍ୱର,୨୬।୧୦(ବାଞ୍ଛାନିଧି ଦେ): ବାଲେଶ୍ୱର ଜିଲା ସହଦେଖୁଣ୍ଟା ବସ୍‌ ଷ୍ଟାଣ୍ଡଠାରେ ଶନିବାର ଭୋର ସମୟରେ ବନଦୁର୍ଗା ନାମକ ଏକ ବସ୍‌ରେ ଅଚାନକ ନିଆଁ ଲାଗିଥିବା ଦେଖିବାକୁ ମିଳିଥିଲା...

ପୌରପାଳିକା ପକ୍ଷରୁ ଜବରଦଖଲ ଉଚ୍ଛେଦ

ଭଦ୍ରକ, ୨୬।୧୦(ସନାତନ ରାଉତ): ଭଦ୍ରକ ପୌରପାଳିକା ପକ୍ଷରୁ ଦମକଳ ସାହାଯ୍ୟରେ ସହରର ବନ୍ତ ଛକ ମାର୍କେଟ କମ୍ପ୍ଲେକ୍ସରୁ ବର୍ଷା ଜଳ ନିଷ୍କାସନ ସହ ଜେସିବି ସାହାଯ୍ୟରେ...

ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲିଲେ ଭାଜପା ରାଜ୍ୟ ସଭାପତି

ଚାନ୍ଦବାଲି, ୨୬।୧୦(କିଶାନ ପାତ୍ର)- ବାତ୍ୟା ଦାନା ପ୍ରଭାବରେ ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଧାମରା ଅଞ୍ଚଳ ଅଧିକ କ୍ଷତିଗ୍ରସ୍ତ ହୋଇଛି l ଘର ଭାଙ୍ଗିବା ସହ...

ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ବଡ଼ ଅପ୍‌ଡେଟ୍‌ ଦେଲେ ରାଜସ୍ବ ମନ୍ତ୍ରୀ

ଭୁବନେଶ୍ୱର,୨୬।୧୦: ବାତ୍ୟା ପରେ ବନ୍ୟା ସ୍ଥିତି ହୋଇନି ବୋଲି ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ଶନିବାର ସୂଚନା ଦେଇଛନ୍ତି। କିଛି କିଛି...

ବାତ୍ୟା ସମୟରେ ଲୋକଙ୍କୁ କଟୁକଥା କହି ୪ କର୍ମଚାରୀ ନିଲମ୍ବିତ

ଭୁବନେଶ୍ୱର,୨୬।୧୦: ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା ପାଇଁ ୪ ସରକାରୀ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ୩ ପିଇଓଙ୍କ ସମେତ ଜଣେ ଆରଆଇଙ୍କୁ ନିଲମ୍ବନ ନିର୍ଦ୍ଦେଶ ଦେଇଛନ୍ତି...

ବାତ୍ୟା ପରେ ବନ୍ୟା ପରିସ୍ଥିତି: ଲୋକଙ୍କ ଘରେ ପଶିଲା ପାଣି

ଭଦ୍ରକ, ୨୬।୧୦(ସନାତନ ରାଉତ): ବାତ୍ୟା ଦାନା ପ୍ରଭାବରେ ଗୁରୁବାର ଓ ଶୁକ୍ରବାର ଲଗାଣ ବର୍ଷା ଯୋଗୁ ଭଦ୍ରକ ଜିଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ସହର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri