Posted inଖେଳ

‘ମୁମ୍ବାଇ କ୍ୟାମ୍ପ ଦୁଇ ଫାଳ’

ମୁମ୍ବାଇ,୩୦ା୪: ଆଇପିଏଲ୍‌ ଫ୍ରାଞ୍ଚାଇଜ ମୁମ୍ବାଇ ଇଣ୍ଡିଆନ୍ସ କ୍ୟାମ୍ପ ଦୁଇ ଭାଗରେ ବିଭକ୍ତ ହୋଇଛି ବୋଲି କହିଛନ୍ତି ପୂର୍ବତନ ଅଷ୍ଟ୍ରେଲିଆ ଅଧିନାୟକ ମାଇକେଲ କ୍ଲାର୍କ। କ୍ରିକେଟ ଏକ ଟିମ୍‌ ଗେମ୍‌ ହୋଇଥିବା ବେଳେ ଏହା ମୁମ୍ବାଇର ପ୍ରଦର୍ଶନକୁ ପ୍ରଭାବିତ କରିଥିବା କହିଛନ୍ତି କ୍ଲାର୍କ। ସିଜନ ଆରମ୍ଭ ହେବା ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ ରୋହିତ ଶର୍ମାଙ୍କୁ ହଟାଇ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକ ନିଯୁକ୍ତ କରିଥିଲା। ମୁମ୍ବାଇର ଏହି ନିଷ୍ପତ୍ତିକୁ ଦଳର ବିପର୍ଯ୍ୟୟର ମୁଖ୍ୟ କାରଣ ବୋଲି କହିଛନ୍ତି କ୍ଲାର୍କ। ପଡିଆରେ ଖେଳାଳିଙ୍କ ମଧ୍ୟରେ ସବୁ କିଛି ଠିକ୍‌ ନ ଥିବା ସ୍ପଷ୍ଟ ଭାବରେ ଜଣାପଡୁଛି। ତେବେ ପଡିଆରେ ଯେତିକି ଦେଖାଯାଉଛି ଏହି ମାମଲା ତା’ଠାରୁ ଅଧିକ ଗମ୍ଭୀର ବୋଲି କହିଛନ୍ତି କ୍ଲାର୍କ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋହିତ ଶର୍ମାଙ୍କ ବଡ଼ ବୟାନ, ଟିମ୍‌ର ଖେଳାଳିଙ୍କ ପାଇଁ କଲେ ଏମିତି ଡିମାଣ୍ଡ

ନୂଆଦିଲ୍ଲୀ,୨୯।୩: ଭାରତୀୟ ଅଧିନାୟକ ରୋହିତ ଶର୍ମା କହିଛନ୍ତି ଯେ ଗତ ନଅ ମାସ ଧରି କ୍ରିକେଟର ଉତ୍ଥାନ-ପତନ ସତ୍ତ୍ୱେ ତାଙ୍କ ଦଳ ସଫଳତା ହାସଲ କରିବା...

RCB ଜିତିବ ଆଇପିଏଲ ଟାଇଟଲ? ଚମକାଇ ଦେଉଛି ଏ ବି ଡିଭିଲିୟର୍ସଙ୍କ ଜବାବ

ନୂଆଦିଲ୍ଲୀ,୨୯।୩: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବି) ଆଇପିଏଲରେ ତାଙ୍କର ସର୍ବୋତ୍ତମ ଆରମ୍ଭ କରିଛି। ଏବେ ଅବସରପ୍ରାପ୍ତ ଦକ୍ଷିଣ ଆଫ୍ରିକା ଖେଳାଳି ଏବି ଡିଭିଲିୟର୍ସ ମନେ କରନ୍ତି...

୪୩ ବର୍ଷ ବୟସରେ CSK ପାଇଁ ଏହି ରେକର୍ଡ କଲେ ଧୋନି

ନୂଆଦିଲ୍ଲୀ,୨୯।୩: IPL ୨୦୨୫ର ୮ମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (RCB) ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ଏମଏସ...

IPLରେ ବିକ୍ରି ନ ହୋଇ ବି କୋଟି କୋଟି ରୋଜଗାର କଲେ ଓ୍ବାର୍ନର; ଫିଲ୍ମ ‘ରବିନହୁଡ୍‌’ ପାଇଁ ମିଳିଛି…

ହାଇଦ୍ରାବାଦ: ଅଷ୍ଟ୍ରେଲିଆର ପୂର୍ବତନ କ୍ରିକେଟର ଡେଭିଡ୍‌ ଓ୍ବାର୍ନର ଭାରତକୁ ବହୁତ ଭଲ ପାଆନ୍ତି। ବିଶେଷକରି ଭାରତର ଲୋକ, ସଂସ୍କୃତି ଏବଂ ସିନେମା ତାଙ୍କୁ ପସନ୍ଦ। ଏଥିନେଇ...

ଫାଇନାଲ ମୁକାବିଲାରେ ବୋଲର୍‌ ଏକାକି ନେଲେ ୧୧ ଉଇକେଟ, ଇତିହାସ ରଚିଲା ଟିମ୍‌ 

କାନ୍‌ବେରା,୨୯।୩: ଦକ୍ଷିଣ ଅଷ୍ଟ୍ରେଲିଆ ଦଳ ସେଫିଲ୍ଡ ସିଲ୍ଡ ଟାଇଟଲ ଜିତି ଇତିହାସ ରଚିଛି। ଏହି ଟୁର୍ନାମେଣ୍ଟର ଫାଇନାଲରେ କୁଇନ୍ସଲ୍ୟାଣ୍ଡକୁ ପରାସ୍ତ କରି ଦଳ ୨୯ ବର୍ଷ...

ମ୍ୟାଚ୍‌ ପରେ CSK ବୋଲରଙ୍କ ଉପରେ ରାଗିଗଲେ ବିରାଟ କୋହଲି? ଭାଇରାଲ Videoକୁ ନେଇ ବଢ଼ୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୯।୩: ଆଇପିଏଲ୍‌ ୨୦୨୫ରେ ଲଗାତାର ୨ ମ୍ୟାଚ୍‌ରେ ବିଜେତା ହୋଇଛି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)। ଶୁକ୍ରବାର ସିଏସ୍‌କେ ବିପକ୍ଷରେ ଖେଳାଯାଇଥିବା ମୁକାବିଲାରେ ଦଳ ୫୦ ରନ୍‌ରେ...

IPL 2025 ପ୍ରଥମ ସପ୍ତାହରେ viewership ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ,୨୯।୩: IPL ସିଜିନ ୧୮ ଚମତ୍କାର ଭାବରେ ଆରମ୍ଭ ହୋଇଛି। କେବଳ ଗୋଟିଏ ସପ୍ତାହ ମଧ୍ୟରେ ଆମେ ଅନେକ ରୋମାଞ୍ଚକର ମ୍ୟାଚ ଦେଖିଛୁ। ଏହି ମ୍ୟାଚ୍‌ଗୁଡ଼ିକରେ...

୧୨ ବର୍ଷର ରେକର୍ଡ ଭାଙ୍ଗିଲେ ରଜତ ପାଟିଦାର: ଦ୍ୱିତୀୟ ଅଧିନାୟକ ଭାବେ…

ଚେନ୍ନାଇ,୨୯।୩: ଚେନ୍ନାଇ ସୁପର କିଙ୍ଗ୍ସ ବିପକ୍ଷରେ ଅର୍ଦ୍ଧଶତକ ହାସଲ କରି RCB ଅଧିନାୟକ ଭାବରେ ରଜତ ପାଟିଦାର ଇତିହାସ ସୃଷ୍ଟି କରିଛନ୍ତି। ସେ ଏହି ଷ୍ଟାଡିୟମରେ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image