ଜୟା ବଚ୍ଚନଙ୍କ ମା’ଙ୍କ ନିଧନ ଖବର ମିଛ!

ବମ୍ବେ: ବଲିଉଡ ଅଭିନେତ୍ରୀ ତଥା ରାଜ୍ୟ ସଭା ଏମ୍‌ପି ଜୟା ବଚ୍ଚନଙ୍କ ମା’ ତଥା ଅମିତାଭ ବଚ୍ଚନଙ୍କ ଶାଶୁ ଇନ୍ଦିରା ଭାଦୁଡ଼ି ଅସୁସ୍ଥ। ଅଣ୍ଟା ଭାଙ୍ଗି ଯାଇଥିବା ଯୋଗୁ ତାଙ୍କୁ ଭୋପାଳର ଏକ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଏବେ ସେ ସୁସ୍ଥ ଥିବା ବେଳେ ଡାକ୍ତରମାନେ ଚିକିତ୍ସା କରୁଛନ୍ତି।

ତେବେ ବୁଧବାର ଅପରାହ୍ନରେ ୯୪ ବର୍ଷୀୟ ଇନ୍ଦିରାଙ୍କ ନିଧନ ହୋଇଥିବା ନେଇ ଦାବି କରାଯାଇଥିଲା। ଏହି ଖବର ପରେ ଗୁଜବ ବୋଲି ଜଣାପଡ଼ିଛି। ଆଈଙ୍କ ଦେହ ଖରାପ ଶୁଣି ଅଭିଷେକ ମଧ୍ୟ ବିଳମ୍ବିତ ରାତିରେ ଭୋପାଳରେ ପହଞ୍ଚିଛନ୍ତି। ଏପରିକି ମା’ଙ୍କ ସେବା ସୁଶ୍ରୁଶା ଲାଗି ଜୟା ମଧ୍ୟ ପହଞ୍ଚିଛନ୍ତି। ପରିବାରର ଅନ୍ୟ ଲୋକେ ଚାଟାର୍ଡ ପ୍ଲେନ୍‌ ଯୋଗେ ପହଞ୍ଚୁଥିବା ଜଣାପଡ଼ିଛି।

ଇନ୍ଦିରା ଭୋପାଳର ଶ୍ୟାମଳା ହିଲ୍ସ ସ୍ଥିତ ଅନ୍ସଲ ଆପାର୍ଟମେଣ୍ଟରେ ରୁହନ୍ତି। ତାଙ୍କ ସ୍ବାମୀ ତରୁଣ ଭାଦୁଡ଼ି ଖବରଦାତା ଏବଂ ଲେଖକ ଥିଲେ। ସେ ଅନେକ ଖବରକାଗଜରେ କାମ କରିଛନ୍ତି। ୧୯୯୬ରେ ତାଙ୍କ ଦେହାନ୍ତ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପୁଷ୍ପା-୨: ରିଲିଜ୍‌ ପୂର୍ବରୁ ୧୦୮୫ କୋଟିର ବ୍ୟବସାୟ

ମୁମ୍ବାଇ: ସାଉଥ୍‌ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ଅଭିନୀତ ‘ପୁଷ୍ପା ୨: ଦି ରୁଲ୍‌’ ଚଳିତ ବର୍ଷର ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ମଧ୍ୟରୁ ଅନ୍ୟତମ। ତେବେ ରିଲିଜ୍‌...

ଧମକ ମିଳୁଥିବାରୁ ସଲମାନଙ୍କ ମେଣ୍ଟାଲ ହେଲଥ ଉପରେ ପଡୁଛି ପ୍ରଭାବ! ସୁଟିଂ କ୍ୟାନସେଲ

ମୁମ୍ବାଇ,୨୨।୧୦: ଏନସିପି ନେତା ବାବା ସିଦ୍ଦିକୀଙ୍କ ମୃତ୍ୟୁ ପରେ ସଲମାନ ଖାନଙ୍କୁ କ୍ରମାଗତ ଭାବରେ ହତ୍ୟା ଧମକ ମିଳୁଛି, ଯେଉଁଥିପାଇଁ ଆଜିକାଲି ସୁପରଷ୍ଟାର ବହୁତ ଚାପରେ...

ନିମ୍ରତ କୌରଙ୍କ ସହ ପ୍ରେମ ସମ୍ପର୍କ ଚର୍ଚ୍ଚା ମଧ୍ୟରେ ଏମିତି ପ୍ରତିକ୍ରିୟା ଦେଲେ ଅଭିଷେକ ବଚ୍ଚନ

ବଲିଉଡ ଅଭିନେତା ଅଭିଷେକ ବଚ୍ଚନ ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ସ୍ତ୍ରୀ ଐଶ୍ୱର୍ଯ୍ୟା ରାୟଙ୍କ ସହ ଛାଡପତ୍ର ଚର୍ଚ୍ଚା ମଧ୍ୟରେ ତାଙ୍କ ନାଁ ଅଭିନେତ୍ରୀ ନିମ୍ରତ କୌରଙ୍କ...

ଡିସେମ୍ବର ୨୦ରେ ‘ବନବାସ’

ମୁମ୍ବାଇ: ‘ଗଦର: ଏକ୍‌ ପ୍ରେମ କଥା’, ‘ଅପ୍‌ନେ’, ‘ଗଦର ୨’ ଆଦି ହିଟ୍‌ ଚଳଚ୍ଚିତ୍ରଗୁଡ଼ିକର ନିର୍ଦ୍ଦେଶନା ଦେଇଥିବା ଅନିଲ ଶର୍ମା ସୋମବାର ତାଙ୍କର ପରବର୍ତ୍ତୀ ଚଳଚ୍ଚିତ୍ର...

ଏହି ଦିନ ନାମାଙ୍କନ ଭରିବେ ପ୍ରିୟଙ୍କା:ମା’-ଭାଇ ରହିବେ ଉପସ୍ଥିତ

ନୂଆଦିଲ୍ଲୀ,୨୧ା୧୦: ଓ୍ବାୟନାଡ୍‌ ଲୋକ ସଭା ଆସନ ନିମନ୍ତେ ଉପନିର୍ବାଚନ ପାଇଁ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବୁଧବାର ନାମାଙ୍କନ ପତ୍ର ଦାଖଲ କରିବେ। ଏହି...

ଶେଷରେ କ୍ଷମା ମାଗିଲେ ସଲ୍‌ମାନଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତି

ନୂଆଦିଲ୍ଲୀ,୨୧ା୧୦:ବଲିଉଡ୍‌ ଅଭିନେତାଙ୍କୁ ହତ୍ୟା ଧମକ ଦେଇଥିବା ବ୍ୟକ୍ତି ଏଥିପାଇଁ ସୋମବାର କ୍ଷମା ମାଗିଛନ୍ତି। ଭୁଲ୍‌ବଶତଃ ଉକ୍ତ ହ୍ବାଟ୍ସଆପ୍‌ ବାର୍ତ୍ତା ପଠାଯାଇଥିଲା ବୋଲି ସେ କହିଛନ୍ତି। ଏନ୍‌ସିପି...

କରଓ୍ବାଚୌଥରେ ସ୍ବାମୀଙ୍କ ପାଇଁ ସ୍ବତନ୍ତ୍ର ମଙ୍ଗଳସୁତ୍ର ପିନ୍ଧିଲେ ସୋନାକ୍ଷୀ: ଦାମ୍‌ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ସାରା ଦେଶରେ ଧୂମଧାମରେ କରଓ୍ବାଚୌଥ ପାଳନ କରାଯାଇଛି। ବଲିଉଡରେ ମଧ୍ୟ ବିବାହିତ ଅଭିନେତ୍ରୀମାନେ ନିଜ ସ୍ବାମୀଙ୍କ ପାଇଁ ଉପବାସ କରିଥିଲେ। ବିବାହ ପରେ ଅନେକ ବଲିଉଡ...

ସଲମାନଙ୍କ ପାଇଁ ଲରେନ୍ସ ବିଷ୍ଣୋଇଙ୍କୁ ଭେଟିବା ସହ କ୍ଷମା ମାଗିବାଗୁ ଚାହୁଁଛନ୍ତି ଏକ୍ସ ଗର୍ଲ ଫ୍ରେଣ୍ଡ ସୋମି

ମୁମ୍ବାଇ,୨୧।୧୦: ସଲମାନ ଖାନଙ୍କ ପୂର୍ବତନ ଗର୍ଲଫ୍ରେଣ୍ଡ ସୋମି ଅଲି ତାଙ୍କର ଏକ ବୟାନକୁ ନେଇ ଆଜିକାଲି ଖବରରେ ଅଛନ୍ତି। ସେ ଶୀଘ୍ର ଭାରତ ଆସିବାକୁ ଯାଉଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri