Posted inଜାତୀୟ

ନୀତୀଶ ସରକାରଙ୍କୁ ଟେନସନ ଦେଲା ନୀତି ଆୟୋଗ

ନୂଆଦିଲ୍ଲୀ,୧୩।୭: ଉତ୍ତରପ୍ରଦେଶ ଏବଂ କେରଳ ନୀତି ଆୟୋଗର ଏସଡିଜି ଇଣ୍ଡିଆ ଇଣ୍ଡେକ୍ସ ୨୦୨୩-୨୪ ଅର୍ଥାତ୍‌ ସ୍ଥାୟୀ ବିକାଶ ସୂଚକାଙ୍କରେ ଶୀର୍ଷ ସ୍ଥାନ ହାସଲ କରିଛି। ଏହି ସୂଚକାଙ୍କ ସାହାଯ୍ୟରେ, ନୀତି ଆୟୋଗ ସାମାଜିକ, ଅଥନୈତିକ ଏବଂ ପରିବେଶ ପାରାମିଟର ଉପରେ ବିକାଶର ମୂଲ୍ୟାଙ୍କନ କରେ। ଏଥିରେ ସ୍ଥାୟୀ ବିକାଶ ଲକ୍ଷ୍ୟ (ଏସଡିଜିଏସ୍‌) ହାସଲ କରିବାରେ ରାଜ୍ୟ ଏବଂ କେନ୍ଦ୍ର କ୍ଷେତ୍ରଗୁଡିକର କାର୍ଯ୍ୟଦକ୍ଷତାକୁ ମୂଲ୍ୟାଙ୍କନ କରାଯାଏ।
ଏହି ରିପୋର୍ଟ ଅନୁଯାୟୀ, ଦାରିଦ୍ର ଦୂରୀକରଣ, ଅର୍ଥନୈତିକ ଅଭିବୃଦ୍ଧି ଏବଂ ଜଳବାୟୁ କାର୍ଯ୍ୟରେ ଅଗ୍ରଗତି ଉପରେ ଆଧାର କରି ଭାରତର ଏସଡିଜି ସ୍କୋର ୨୦୨୦-୨୧ରେ ୬୬ ପଏଣ୍ଟରୁ ୨୦୨୩-୨୪ ରେ ୭୧ପଏଣ୍ଟକୁ ବୃଦ୍ଧି ପାଇଛି। ଏହି ତଥ୍ୟ ପ୍ରତିବର୍ଷ ନୀତିଆୟୋଗ ଦ୍ୱାରା ପ୍ରକାଶିତ ହୋଇଥାଏ।

ଏସଡିଜି ଇଣ୍ଡିଆ ଇଣ୍ଡେକ୍ସ ୧ ରୁ ୧୦୦ସ୍କେଲରେ ୧୬ଟି ଲକ୍ଷ୍ୟ ମଧ୍ୟରେ ଅଗ୍ରଗତିର ମୂଲ୍ୟାଙ୍କନ କରେ। ଏଥର, ଏହି ପାରାମିଟରଗୁଡିକ ଆଧାରରେ ଏହା ୭୯ ପଏଣ୍ଟ ସହ ଶ୍ରେଷ୍ଠ ପ୍ରଦର୍ଶନକାରୀ ରାଜ୍ୟ ଭାବରେ କେରଳ ଏବଂ ଉତ୍ତରପ୍ରଦେଶକୁ ନମ୍ବର -୧ ମାନ୍ୟତା ପ୍ରଦାନ କରିଥିବାବେଳେ ବିହାର ୫୭ ପଏଣ୍ଟ ସହ ପଛୁଆ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଡାକ୍ତରଙ୍କ ମୁଖ୍ୟ ଦାବିକୁ ଗ୍ରହଣ କଲେ ସରକାର

କୋଲକାତା,୧୬ା୯: ଆର୍‌.ଜି. କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ରୋଗୀସେବାରେ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ସୋମବାର ରାତିରେ...

‘ରାହୁଲଙ୍କ ଜିଭ କାଟିଲେ ୧୧ ଲକ୍ଷ ପୁରସ୍କାର ଦେବି’, ଶିବସେନା ବିଧାୟକଙ୍କ ବିବାଦୀୟ ମନ୍ତବ୍ୟ

ମୁମ୍ବାଇ, ୧୬।୯: ମହାରାଷ୍ଟ୍ରର ଶିବଶେନା ବିଧାୟକ ସଞ୍ଜୟ ଗାଏକ୍ୱାଡ୍‌ ସୋମବାର ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କୁ ନେଇ ଆପତ୍ତିଜନକ ମନ୍ତବ୍ୟ ଦେଇଛନ୍ତି।...

କଶ୍ମୀର ନିର୍ବାଚନ: ଆସିଲା କଂଗ୍ରେସର ନିର୍ବାଚନୀ ଇସ୍ତାହାର, ଜାଣନ୍ତୁ କ’ଣ ସବୁ ରହିଛି ପ୍ରତିଶ୍ରୁତି…

ଶ୍ରୀନଗର,୧୬ା୯: ଜମ୍ମୁ-କଶ୍ମୀର ବିଧାନସଭା ନିର୍ବାଚନ ପାଇଁ କଂଗ୍ରେସ ପକ୍ଷରୁ ସୋମବାର ଦଳୀୟ ଇସ୍ତାହାର ପ୍ରକାଶ ପାଇଛି। ଏଥିରେ କୃଷକ, ମହିଳା ଏବଂ ଯୁବବର୍ଗଙ୍କ ପାଇଁ ଅନେକ...

ମମତାଙ୍କ ସହ ଆଲୋଚନାରେ ଯୋଗଦେଲେ ଡାକ୍ତର

କୋଲକାତା,୧୬ା୯: ଆର୍‌.ଜି. କର ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାକୁ ନେଇ ରୋଗୀସେବାରେ ଲାଗିରହିଥିବା ଅଚଳାବସ୍ଥା ଦୂର ପାଇଁ ସୋମବାର ରାତିରେ...

ଆତଙ୍କବାଦକୁ ପାତାଳରେ କବର ଦେବୁ: ଜମ୍ମୁ କଶ୍ମୀରରେ ଗର୍ଜିଲେ ଶାହା

ଶ୍ରୀନଗର,୧୬।୯: ଜମ୍ମୁ କଶ୍ମୀର ବିଧାନସଭା ନିର୍ବାଚନ ୨୦୨୪ ପାଇଁ ଅଭିଯାନ ଚରମ ସୀମାରେ ରହିଛି। ନିର୍ବାଚନ ପୂର୍ବରୁ ରାଜନେତାମାନେ ପରସ୍ପର ଉପରେ ଆରୋପ-ପ୍ରତ୍ୟାରୋପ କରି ଭୋଟରଙ୍କୁ...

ଆଗାମୀ ୧୦୦୦ ବର୍ଷ ପ୍ଲାନିଂର ଖୁଲାସା କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୬।୯: ମୋଦି ୩.୦ର ୧୦୦ ଦିନ ସମାପ୍ତ ହୋଇଛି। ଗୁଜରାଟର ଗାନ୍ଧୀ ନଗରରେ ଆୟୋଜିତ ହୋଇଥିବା ‘ଗ୍ଲୋବାଲ ରିନ୍ୟୁଆଲ ଏନର୍ଜି ଇନଭେଷ୍ଟର୍ସ ମିଟ ଆଣ୍ଡ ଏକ୍ସପୋ’ର...

ଉଦ୍‌ଘାଟନ ପୂର୍ବରୁ ବନ୍ଦେ ମେଟ୍ରୋର ବଦଳିଲା ନାଁ

ନୂଆଦିଲ୍ଲୀ,୧୬।୯: ଦେଶର ପ୍ରଥମ ବନ୍ଦେ ମେଟ୍ରୋ ଟ୍ରେନର ନାମ ଉଦଘାଟନ ପୂର୍ବରୁ ବଦଳିଛି। ଏହାର ନାମ ‘ନମୋ ଭାରତ ରାପିଡ ରେଳ’ ରଖାଯାଇଛି। ରେଲଓ୍ବେ ପକ୍ଷରୁ...

ପୂର୍ବରୁ ଫେଲ ମାରିବା ପରେ କାହିଁକି ପୁଣିଥରେ ଡାକ୍ତରଙ୍କୁ ବୈଠକ ପାଇଁ ଡାକିଲେ ମମତା

କୋଲକାତା,୧୬।୯: ପଶ୍ଚିମବଙ୍ଗର ଆରଜି କର ମେଡିକାଲ କଲେଜରେ ଜଣେ ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା କରାଯାଇଥିବା ମାମଲାରେ ଆଜିବି ବିରୋଧ ପ୍ରଦର୍ଶନ କରୁଥିବା ଡାକ୍ତରମାନେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri