ନାମାଙ୍କନପତ୍ରରେ ଦସ୍ତଖତ କଲେ ଓଡ଼ିଶାର ୨ କ୍ୟାବିନେଟ୍‌ ମନ୍ତ୍ରୀ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଷ୍ଟ୍ରପତି ନିର୍ବାଚନ ପାଇଁ ଶୁକ୍ରବାର ନାମାଙ୍କନ ଭରିବେ ଏନ୍‌ଡିଏ ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ। ତେବେ ନାମାଙ୍କନ ପୂର୍ବରୁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା କଥା ହୋଇଥିଲେ। ନାମାଙ୍କନପତ୍ର ଦାଖଲ ସମୟରେ ବିଜେଡିର ଦୁଇ ମନ୍ତ୍ରୀ ଉପସ୍ଥିତ ରହିବା ପାଇଁ କହିଥିଲେ। ଯାହାକୁ ସମର୍ଥନ ଜଣାଇ ନବୀନ ନିଜ କ୍ୟାବିନେଟର ଦୁଇ ମନ୍ତ୍ରୀଙ୍କୁ ନାମାଙ୍କନ ସମୟରେ ଉପସ୍ଥିତ ରହିବା ପାଇଁ ନିର୍ଦ୍ଦେଶ ଦେଇଥିଲେ। ତେବେ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ମନ୍ତ୍ରୀ ଜଗନ୍ନାଥ ସରକା ଏବଂ ମନ୍ତ୍ରୀ ଟୁକୁନି ସାହୁ ନାମାଙ୍କନପତ୍ରରେ ଦସ୍ତଖତ କରିଛନ୍ତି। ଏହି ଦୁଇ କ୍ୟାବିନେଟ୍‌ ମନ୍ତ୍ରୀ ଶୁକ୍ରବାର ନାମାଙ୍କନ ଦାଖଲ ସମୟରେ ଉପସ୍ଥିତ ରହିବେ ।


Enter your email to get our daily news in your inbox.

All Right Reserved By Dharitri.Com

ସଂସଦରେ ଠେଲାପେଲା ଘଟଣା: ଭାଜପାର ଦୁଇ ଏମ୍‌ପିଙ୍କୁ ହସ୍ପିଟାଲରୁ ମିଳିଲା ଛୁଟି

ନୂଆଦିଲ୍ଲୀ,୨୩।୧୨: ସଂସଦ କମ୍ପ୍ଲେକ୍ସରେ ବିରୋଧୀ ଓ ଏନଡିଏ ସଦସ୍ୟଙ୍କ ମଧ୍ୟରେ ନିକଟରେ ଝଗଡା ହୋଇଥିଲା। ଏହି ସମୟରେ ଦୁଇ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ...

ଆରଏସ୍‌ଏସ୍‌ ଆମର ଶାସକ ନୁହେଁ, ସଂଘ ମୁଖ୍ୟଙ୍କୁ ରାମଭଦ୍ରାଚାର୍ଯ୍ୟଙ୍କ ବାର୍ତ୍ତା

ନୂଆଦିଲ୍ଲୀ, ୨୩।୧୨: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ନିକଟରେ କହିଥିଲେ ଯେ କେତେକ ଲୋକ ଅନୁଭବ କରୁଛନ୍ତି ଯେ ସେମାନେ...

ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ

ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର...

ଭୁବନେଶ୍ୱରରେ ଲେଫ୍ଟ ଫ୍ରି’ ନିୟମ ବାଟବଣା

ଭୁବନେଶ୍ୱର,୨୩ା୧୨(ସତ୍ୟଜିତ୍‌ ରାଉତ): ରାଜଧାନୀ ଭୁବନେଶ୍ୱରରେ ଟ୍ରାଫିକ୍‌ ଯନ୍ତ୍ରଣା ଅସହ୍ୟ ହେଉଛି। ବିଭିନ୍ନ ସମୟରେ ଅସମ୍ଭାଳ ଭିଡ଼ ଯୋଗୁ ଲୋକେ ରାସ୍ତାରେ ଘଣ୍ଟାଘଣ୍ଟା ଧରି ଅପେକ୍ଷା କରି...

ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀ ପ୍ରଜ୍ଞାପନ ମେଢ଼ ବାଦ୍‌: କେନ୍ଦ୍ରକୁ କଡ଼ା ସମାଲୋଚନା କଲେ କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୩ା୧୨: ଆସନ୍ତାବର୍ଷ ସାଧାରଣତନ୍ତ୍ର ଦିବସ ପରେଡ୍‌ରୁ ଦିଲ୍ଲୀର ପ୍ରଜ୍ଞାପନ ମେଢ଼କୁ ବାଦ୍‌ ଦେବା ପାଇଁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଥିବାରୁ ଆମ୍‌ ଆଦ୍‌ମୀ ପାର୍ଟି (ଆପ୍‌)ର...

କାଲି ଘରୁ ବାହାରକୁ ଯାଇ ଆଉ ଫେରି ନ ଥିଲେ ଯୁବକ, ଆଜି ଟ୍ରେନ୍‌ ଲାଇନ୍‌ରୁ ମିଳିଲା ମୃତଦେହ

ପରଜଙ୍ଗ,୨୩ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନୁଗୋଳ-ଡ଼ୁବୁରୀ ନୂତନ ରେଳପଥର ପରଜଙ୍ଗ ରେଳ ଷ୍ଟେଶନଠାରୁ ଅଳ୍ପ ଦୂରରେ ଟ୍ରେନ୍‌ରେ କଟି ରବିବାର ବିଳମ୍ବିତ ରାତିରେ...

୭୧,୦୦୦ ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିଲେ ମୋଦି

ନୂଆଦିଲ୍ଲୀ,୨୩।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦିନ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୧ହଜାରରୁ ଅଧିକ ଯୁବକଙ୍କୁ ସରକାରୀ ଚାକିରି ପାଇଁ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି।...

୩୫ ଲକ୍ଷ ଟଙ୍କାରେ ବଜ୍ରକାପ୍ତା ବିକ୍ରି ପାଇଁ ହୋଇଥିଲା ଡିଲ୍‌: ମାଡ଼ିବସିଲା ବନ ବିଭାଗ

ଟିଟିଲାଗଡ଼,୨୩।୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବନାଞ୍ଚଳ ଅଧୀନ ବର୍ଣ୍ଣେଇ ରିଜର୍ଭ ଜଙ୍ଗଲରୁ ଏକ ବଜ୍ରକାପ୍ତା ଧରି ବିକ୍ରି କରୁଥିବା ବେଳେ ବନ ବିଭାଗ ହାତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri