୧୭ ରୋଗୀଙ୍କୁ ମାରିଥିବା ନର୍ସଙ୍କୁ ୭୦୦ ବର୍ଷ ଜେଲ

ଓ୍ବାଶିଂଟନ,୫ା୫: ୧୭ ଜଣ ରୋଗୀଙ୍କୁ ମାରିଥିବା ଆମେରିକା ପେନ୍‌ସିଲଭାନିଆର ଜଣେ ନର୍ସଙ୍କୁ ଶନିବାର ୩୮୦ରୁ ୭୦୦ ବର୍ଷ ଜେଲଦଣ୍ଡ ହୋଇଛି। ହିଥର ପ୍ରେସ୍‌ଦି (୪୧) ନାମ୍ନୀ ଏହି ନର୍ସ ୨୦୨୦ରୁ ୨୦୨୩ ତିନି ବର୍ଷ ମଧ୍ୟରେ ୫ଟି ହସ୍ପିଟାଲରେ ୧୭ ଜଣ ରୋଗୀଙ୍କୁ ମାରିବା ସହ ଅନେକଙ୍କୁ ଇନ୍‌ସୁଲିନ୍‌ର ମାରାତ୍ମକ ଡୋଜ୍‌ ଦେଇ ସେମାନଙ୍କୁ ମାରିବା ପାଇଁ ଉଦ୍ୟମ କରିଥିଲେ। ମଧୁମେହରେ ପୀଡ଼ିତ ନ ଥିବା ୨୨ ଜଣ ରୋଗୀଙ୍କୁ ସେ ରାତି ଶିଫ୍ଟ ଡ୍ୟୁଟି ବେଳେ ଇନ୍‌ସୁଲିନ୍‌ ଇଞ୍ଜେକ୍‌ଶନ ଅତ୍ୟଧିକ ମାତ୍ରାରେ ଦେଇଥିଲେ। ସେମାନଙ୍କ ମଧ୍ୟରୁ ଅନେକ ମରିଯାଇଥିଲେ। ରୋଗୀଙ୍କୁ ମାରିବା ନେଇ ଗତବର୍ଷ ମେ’ରେ ତାଙ୍କ ବିରୋଧରେ ମାମଲାର ତଦନ୍ତ ଆରମ୍ଭ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

ନୂଆଦିଲ୍ଲୀ,୩୧ା୧୨: ବାଂଲାଦେଶର ମିମେନସିଂ ଜିଲା ଅନ୍ତର୍ଗତ ଏକ ପୋଷାକ କାରଖାନା ଭିତରେ ସହକର୍ମୀଙ୍କ ଗୁଳିମାଡ଼ରେ ଜଣେ ହିନ୍ଦୁ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଉକ୍ତ ବ୍ୟକ୍ତି ଜଣକ...

UAE ର ଦୁଇ ଜାହାଜ ଉପରେ ଏୟାରଷ୍ଟ୍ରାଇକ୍ କଲା ସାଉଦି ଆରବ, ଦେଲା ୨୪ ଘଣ୍ଟା ଅଲ୍ଟିମେଟମ୍

ନୂଆଦିଲ୍ଲୀ,୩୦।୧୨: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ପଶ୍ଚିମ ଏସିଆର ଦୁଇ ଶକ୍ତିଶାଳୀ ଦେଶ ସାଉଦି ଆରବ ଏବଂ ୟୁନାଇଟେଡ ଆରବ ଏମିରେଟ୍ସ (UAE) ମଧ୍ୟରେ ତିକ୍ତତା ଚରମ...

୨୦୨୬ରେ ହେବ ଭାରତ ପାକିସ୍ତାନ ଯୁଦ୍ଧ? ଆସୁଛି ଅସ୍ତ୍ର

ନୂଆଦିଲ୍ଲୀ,୩୦।୧୨: ଆମେରିକୀୟ ଥିଙ୍କ ଟ୍ୟାଙ୍କ କାଉନସିଲ ଅନ ଫରେନ ରିଲେସନ୍ସ (CFR) ଚେତାବନୀ ଦେଇଛି ଯେ ଭାରତ ଏବଂ ପାକିସ୍ତାନ ମଧ୍ୟରେ 2026 ରେ ଯୁଦ୍ଧ...

ସଲମାନଙ୍କ ଗାଲୱାନ ଟ୍ରେଲର ଦେଖି ରାଗିଗଲା ଚାଇନା, ଏପରି କହିଲା ଭାରତ

ନୂଆଦିଲ୍ଲୀ,୩୦।୧୨: ସଲମାନଙ୍କ ଉପରେ ରାଗିଗଲା ଡ୍ରାଗନ। ‘ବ୍ୟାଟେଲ ଅଫ୍ ଗାଲୱାନ’ର ଟିଜର ମୁକ୍ତିଲାଭ କରିବା ପରେ ଚାଇନା ଏଥିରେ କ୍ଷୁବ୍ଧ ହୋଇଛି। ଚାଇନାର ସରକାରୀ ଗଣମାଧ୍ୟମ...

କେତେ ସମ୍ପତ୍ତି ଛାଡି ଦେଇ ଗଲେ ଖାଲେଦା ଜିଆ, ଜାଣନ୍ତୁ ତାଙ୍କର ନେଟ୍‌ ଓ୍ବର୍ଥ

ଢାକା,୩୦।୧୨: ବାଂଲାଦେଶୀ ରାଜନୀତିର ଜଣେ ପ୍ରବୀଣ ବ୍ୟକ୍ତିତ୍ୱ, ପୂର୍ବତନ ପ୍ରଧାନମନ୍ତ୍ରୀ ଏବଂ ବାଂଲାଦେଶ ନ୍ୟାସନାଲିଷ୍ଟ ପାର୍ଟି (BNP)ର ଅଧ୍ୟକ୍ଷା ଖାଲେଦା ଜିଆଙ୍କ ମୃତ୍ୟୁ ପରେ, ଏକ...

ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ ଯୋଗୁ ହଠାତ୍‌ ସ୍ଥଗିତ ରହିଲା ୨ଟି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌

ଢାକା,୩୦।୧୨: ଆଜି ସକାଳେ ପୂର୍ବତନ ପ୍ରଧାନମନ୍ତ୍ରୀ ଖାଲିଦା ଜିଆଙ୍କ ପରଲୋକ ଯୋଗୁ ବାଂଲାଦେଶ କ୍ରିକେଟ ବୋର୍ଡ ମଙ୍ଗଳବାର, ଡିସେମ୍ବର ୩୦, ୨୦୨୫ରେ ହେବାକୁ ଥିବା ଉଭୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri