ଶ୍ରୀମନ୍ଦିର ପ୍ରଶାସନ ଉପରେ ଜରିମାନା ଲଗାଇଲେ ଓଡ଼ିଶା ହାଇକୋର୍ଟ

ଭୁବନେଶ୍ୱର,୨୦।୬: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମ୍ପତ୍ତି ବିକ୍ରି ନେଇ ଜାରି ହୋଇଥିବା ଅଧ୍ୟାଦେଶ ବିରୋଧରେ ଆଗତ ମାମଲାରେ ନିର୍ଦ୍ଦେଶ ମୁତାବକ ଜବାବ ଦାଖଲ କରା ନ ଯିବାରୁ ଓଡ଼ିଶା ହାଇକୋର୍ଟ ଶ୍ରୀମନ୍ଦିର ପ୍ରଶାସନ ଉପରେ ୧୦ ହଜାର ଟଙ୍କା ଜରିମାନା ଧାର୍ଯ୍ୟ କରିଛନ୍ତି। ସପ୍ତାହକ ମଧ୍ୟରେ ଏହି ଅର୍ଥ ଜମା କରିବାକୁ ମୁଖ୍ୟ ବିଚାରପତି ଜଷ୍ଟିସ ଚକ୍ରଧାରୀ ଶରଣ ସିଂ ଏବଂ ଜଷ୍ଟିସ ସାବିତ୍ରୀ ରଥଙ୍କ ଖଣ୍ଡପୀଠ ନିର୍ଦ୍ଦେଶ ଦେଇଛନ୍ତି।

ଆଗତ ମାମଲାର ପ୍ରାଥମିକ ଶୁଣାଣି କରି ହାଇକୋର୍ଟ ମହାପ୍ରଭୁଙ୍କ ଜମି ବିକ୍ରି ଖଦି ସଂକ୍ରାନ୍ତ ତଥ୍ୟ ଦାଖଲ କରିବାକୁ ଶ୍ରୀମନ୍ଦିର ପ୍ରଶାସନକୁ ନୋଟିସ୍‌‌ ଜାରି କରିଥିଲେ। ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦାଖଲ କରାଯାଇଥିବା ଜବାବରେ ହାଇକୋର୍ଟ ମାଗିଥିବା ତଥ୍ୟ ସଂକ୍ରାନ୍ତରେ କୌଣସି ସୂଚନା ଦିଆଯାଇ ନ ଥିଲା। ଏ ନେଇ ସାନି ସତ୍ୟପାଠ ଦାଖଲ କରିବାକୁ ପୂର୍ବରୁ ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Namaste Yojana: ନମସ୍ତେ ଯୋଜନାରେ ଏହି କର୍ମଚାରୀଙ୍କୁ ମିଳିବ ମାଗଣା ଚିକିତ୍ସା, ଆରମ୍ଭ ହେଲା ରେଜିଷ୍ଟ୍ରେଶନ

ଫରିଦାବାଦ,୧୩।୪: ସଫେଇ କର୍ମଚାରୀମାନଙ୍କୁ ସ୍ବେରେଜ ମ୍ୟାନହାଲ କିମ୍ବା ସେପ୍ଟିକ ଟ୍ୟାଙ୍କ ସଫା କରିବା ସମୟରେ ଦୁର୍ଘଟଣାଜନିତ ଅସୁବିଧାର ସମ୍ମୁଖୀନ ହେବାକୁ ପଡ଼ିବ ନାହିଁ। ସେମାନେ ନମସ୍ତେ...

ଗୋଦାମରେ ଲାଗିଲା ନିଆଁ: ଜଳିଗଲା ଲକ୍ଷାଧିକ ଟଙ୍କାର ସାମଗ୍ରୀ

ବ୍ରହ୍ମପୁର,୧୩ା୪(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ବ୍ରହ୍ମପୁରର ବଡ଼ବଜାର ଥାନା ବାଛୁବାରୀ ସାହିରେ ରବିବାର ଭୋର୍‌ରୁ ଏକ ପନିପରିବା ଟ୍ରେ’ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି। ଖବର...

‘ତୁମର ନୂଆ ଏସିପି…’ ପ୍ରଦ୍ୟୁମ୍ନଙ୍କ ପରେ CIDରେ ହୋଇଗଲା ନୂଆ ବସ୍‌ଙ୍କ ଏଣ୍ଟ୍ରି, ଦେଖନ୍ତୁ…

ମୁମ୍ବାଇ: ଲୋକପ୍ରିୟ ଟିଭି ରିଆଲିଟି ଶୋ’ ‘CID ୨’ରେ ଏକ ଟୁଇଷ୍ଟ ଆସିଛି, ଯେଉଁଥିଲାଗିଏହି ଶୋ’ ଆଜିକାଲି ବହୁତ ଚର୍ଚ୍ଚାରେ ଅଛି। ସଦ୍ୟତମ ଏପିସୋଡରେ ଏସିପି...

ପ୍ରେମିକାଙ୍କ ସହ ଚାଇନାରେ କ’ଣ କରୁଛନ୍ତି ଆମିର ଖାନ୍‌? Video ଭାଇରାଲ ପରେ…

ମୁମ୍ବାଇ: ବଲିଉଡର ପରଫେକ୍ସନିଷ୍ଟ ଆମିର ଖାନ ତାଙ୍କ ୬୦ତମ ଜନ୍ମଦିନ ଅବସରରେ ନିଜର ପ୍ରେମିକାଙ୍କୁ ନେଇ ବଡ଼ ଘୋଷଣା କରିଥିଲେ। ଗୌରୀ ନାମକ ଜଣେ ମହିଳାଙ୍କୁ...

ପୁଣି ଚର୍ଚ୍ଚାରେ IIT ବାବା, ହାତରେ ମେହେନ୍ଦୀ ଲଗାଇ ବଂଶୀ ବଜାଉଥିବା ଆସିଲେ ନଜର, ଭାଇରାଲ ଭିଡିଓ ଦେଖିଲେ…

ପ୍ରୟାଗରାଜ,୧୩ା୪: ଆଇସିସି କ୍ରିକେଟ ଟୁର୍ନାମେଣ୍ଟର ଭବିଷ୍ୟବାଣୀ କରିବା ହେଉ କିମ୍ବା ଭବିଷ୍ୟତ ବିଷୟରେ ବଡ଼ ଦାବି କରିବା ହେଉ ସେ ପ୍ରାୟତଃ ସୋସିଆଲ ମିଡିଆରେ ଚର୍ଚ୍ଚାର...

‘ଶତ୍ରୁ’ଙ୍କ ପ୍ରେମରେ ପଡ଼ିଗଲେ ପ୍ରୀତି ଜିଣ୍ଟା! ଖୋଲାଖୋଲି ଭାବେ ମଇଦାନରେ କଲେ ଏମିତି…

ନୂଆଦିଲ୍ଲୀ,୧୩।୪: ’ଶତ୍ରୁ’ଙ୍କ ପ୍ରେମରେ ପଡ଼ିଯାଇଛନ୍ତି ଚୁଲବୁଲି ପ୍ରୀତି ଜିଣ୍ଟା। ଆପଣ ଭାବୁଥିଲେ କାହିଁକି ଏବଂ କିଭଳି? କାରଣ ଶତ୍ରୁଜଣଙ୍କ ଏପରି ଏକ କାମ କରିଛନ୍ତି ଯେ...

ଆୟୁଷ୍ମାନ ଯୋଜନାରେ ସାମିଲ ପାଇଁ ଦାବି ଉଠାଇଲେ ସାଧୁସନ୍ଥ, ସ୍ବାସ୍ଥ୍ୟମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୩ା୪: ସରକାର ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ତେବେ ଏଥିରେ ସାମିଲ ପାଇଁ ସାଧୁସନ୍ଥମାନେ ମଧ୍ୟ ନିବେଦନ କରିଛନ୍ତି। ପୁରୀରେ ସାଧୁ ସମାଜ...

ମାଡ଼ି ଆସୁଛି କି ମହାବିପତ୍ତି! ଚିଲ ନେଇଗଲା ଶ୍ରୀମନ୍ଦିର ନେତ, ଭାଇରାଲ ହେଉଛି ଭିଡିଓ…

ପୁରୀ,୧୩ା୪: ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଏକ ଚିଲ ଥଣ୍ଟରେ ବାନା ପରି ଦିଶୁଥିବା କପଡ଼ା ଧରି ଉଡ଼ୁଥିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏଡି ଭିଡିଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image