ରେଳ ଧାରଣାରେ ଯାଉଥିବା ବେଳେ ଧକ୍କା ଦେଲା ଟ୍ରେନ୍‌ ଇଞ୍ଜିନ, ବୃଦ୍ଧ ମୃତ

ନୟାଗଡ଼ ଅଫିସ,୫।୨: ଖୋର୍ଦ୍ଧା ବଲାଙ୍ଗୀର ରେଳପଥର ନୟାଗଡ଼ ସଦର ଥାନା ଅନ୍ତର୍ଗତ ରାଇପୁରଠାରେ ଟ୍ରେନ ଇଞ୍ଜିନରେ ଧକ୍କା ହୋଇ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି। ମୃତକ ହେଲେ ଖଦାଳ ରାଉତ(୬୦)। ଘର ରାଇପୁର ଗାଁରେ।

ସୂଚନାନୁଯାୟୀ, ଖଦାଳ ରେଳପଥରେ ଯାଉଥିବା ବେଳେ ଭୁବନେଶ୍ୱର ନୂଆଗାଁ ପାସେଞ୍ଜେର ସ୍ପେଶାଲ ଟ୍ରେନ ଆସୁଥିବା ଜାଣି ପାରି ନଥିଲେ। ତାଙ୍କ କାନକୁ ଭଲ ଭାବେ ଶୁଭୁ ନ ଥିବାରୁ ଟ୍ରେନ ଇଞ୍ଜିନ ତାଙ୍କୁ ଧକ୍କା ଦେଇ ଚାଲି ଯାଇଥିଲା। ଖବର ପାଇ ନୟାଗଡ଼ ସଦର ଥାନା ପୋଲିସ ଖଦାଳଙ୍କୁ ଗୁରୁତର ଅବସ୍ଥାରେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟଙ୍କା ଭର୍ତ୍ତି ବ୍ୟାଗ ଝାମ୍ପି ନେବାକୁ ଉଦ୍ୟମ: ଧରାପଡ଼ିବା ଭୟରେ ବୋମା ପକାଇଲେ ଦୁର୍ବୃତ୍ତ

ଭବାନୀପାଟଣା,୨୧।୪(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ସୋମବାର ଦିନ ଦ୍ବିପ୍ରହରରେ ଲୁଟ ଉଦ୍ୟମ ହୋଇଛି। ଟଙ୍କା ଡିପୋଜିଟ କରିବାକୁ ୩ଜଣ କର୍ମଚାରୀ ଏକ...

ମହିଳାଙ୍କ ମୃତ୍ୟୁ ପରେ ମେଡିକାଲରେ ଉତ୍ତେଜନା: ଚିକିତ୍ସାରେ ଅବହେଳା ଅଭିଯୋଗ

ଜଗତସିଂହପୁର,୨୧।୪: ଜଗତସିଂହପୁର ଜିଲା ମେଡିକାଲରେ ସୋମବାର ଜଣେ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି। ଚିକିତ୍ସା ଅବହେଳାରୁ ମହିଳାଙ୍କ ମୃତ୍ୟୁ ଘଟିଥିବା ସମ୍ପର୍କୀୟ ଅଭିଯୋଗ...

ବାଇକ୍‌କୁ ଧକ୍କା ଦେଲା ସିଡିଏମ୍‌ଓଙ୍କ ଗାଡ଼ି

ମୋହନା,୨୧।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଭାଲିଆଗୁଡା ଗାଁ ନିକଟ ଜାତୀୟ ରାଜପଥରେ ସୋମବାର ଏକ ଦୁର୍ଘଟଣା ଘଟିଛି। ସିଡିଏମ୍‌ଓଙ୍କ ବୋଲେରୋ ଗାଡ଼ି ଧକ୍କାରେ...

ବିବାହ ଶୋଭାଯାତ୍ରା ବେଳେ ଅଘଟଣ: ଖଣ୍ଡା ଚୋଟରେ ଛିଣ୍ଡିଲା ଯୁବକଙ୍କ ପାପୁଲି

ପୋଲସରା,୨୧।୪: ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ସାନଉସ୍ତାପଡ଼ା ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏକ ଅଭାବନୀୟ ଘଟଣା ସାମ୍‌ନାକୁ ଆସିଛି। ବାହାଘର ଶୋଭାଯାତ୍ରା ବେଳେ...

ବଟେଶ୍ୱର ମନ୍ଦିର ଉନ୍ନୟନ ପାଇଁ ବିଡିଓଙ୍କୁ ଭେଟିଲେ ପ୍ରତିନିଧି ଦଳ

ଗଞ୍ଜାମ,୨୧ା୪(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ କଣ୍ଟିଆଗଡ଼ଠାରେ ପ୍ରସିଦ୍ଧ ଐତିହାସିକ ବଟେଶ୍ୱର ଶୈବପୀଠ। ଉକ୍ତ ଶୈବପୀଠର ଉନ୍ନତିକରଣ ନିମନ୍ତେ ସୋମବାର ବଟେଶ୍ୱର ଐତିହ୍ୟ ସଂରକ୍ଷଣ...

ଶିକ୍ଷା ବିଭାଗ ଗାଇଡ୍‌ଲାଇନ୍‌କୁ ଖୋଲାଖୋଲି ଉଲ୍ଲଂଘନ: ସ୍କୁଲ ପରିଚାଳନା କମିଟି ସଭାପତିଙ୍କୁ ନେଇ ଚର୍ଚ୍ଚା

ଗଞ୍ଜାମ,୨୧ା୪(ବିଦ୍ୟାଧର ସାହୁ): ସରକାରୀ ସ୍କୁଲଗୁଡ଼ିକ ନିମନ୍ତେ ସରକାର ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତ। ପୋଷାକ, ବୁଟ, ବହି, ସ୍କୁଲ ବ୍ୟାଗ ଇତ୍ୟାଦି ମାଗଣାରେ ସରକାର ଯୋଗାଇ...

ସ୍ତ୍ରୀଙ୍କ ଆଖି ସାମ୍ନାରେ ସ୍ବାମୀଙ୍କୁ ନିର୍ମମ ଭାବେ ହତ୍ୟା କଲେ ଦୁର୍ବୃତ୍ତ

ଢେଙ୍କାନାଳ,୨୧ା୪(ରତନ ନାୟାର): ଢେଙ୍କାନାଳ ଟାଉନ ଥାନା ଅନ୍ତର୍ଗତ କାରିଗର ସାହିରେ ଘଟିଛି ଏକ ଅଭାବନୀୟ କାଣ୍ଡ। ସ୍ଥାନୀୟ ଯୁବକ ମହେଶ୍ୱର ବେହେରା ଓରଫ ଟିଟନ ନାମକ...

ବିନା ସୂଚନା ଫଳକରେ ଉନ୍ନୟନ କାର୍ଯ୍ୟ

ନବରଙ୍ଗପୁର,୨୧।୪(ସଦାଶିବ ପ୍ରହରାଜ): ନବରଙ୍ଗପୁର ବ୍ଲକ୍‌ର ବିଭିନ୍ନ ସ୍ଥାନରେ ବିନା ସୂଚନା ଫଳକରେ ବହୁ ଉନ୍ନୟନ କାର୍ଯ୍ୟ ଚାଲିଥିବା ଦେଖିବାକୁ ମିଳିଛି । କିଏ ଓ କେଉଁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image