ମାଛ ମାରିବାକୁ ଯାଇ ଆଉ ଫେରିଲେନି ବୃଦ୍ଧ

କୋକସରା,୧୧।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ମାରିବାକୁ ଯାଇ ପାଣିରେ ପଡି ବୃଦ୍ଧଙ୍କ ମୃତ୍ୟୁ। ଏଭଳି ଘଟଣା ଘଟିଛି
କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ କୋକସରା ଗ୍ରାମରେ। ଗ୍ରାମର ଘନଶ୍ୟାମ ପରାଭୋଇ (୬୦)ଙ୍କ ଚାଷଜମିରେ ପଡି ମୃତ୍ୟୁ ଘଟିଛି।
ସୂଚନାନୁସାରେ, ଘନଶ୍ୟାମ ଘରୁ ନିଜ ଚାଷଜମିକୁ ମାଛ ଧରିବାକୁ ଏକ ଜାଲ ନେଇ ଜାଇଥିଲେ। ପାଣିଗାଁ ଝରିଆଗୁଡା ରାସ୍ତାରେ ଥିବା ପାଣିନାଳ ଦେଇ ପାର ହେଉଥିବା ବେଳେ ଅସାବଧାନତା ଯୋଗୁ ଚାଷ ଜମିର ପାଣିରେ ମୁହଁମାଡ଼ି ପଡ଼ିଯାଇଥିଲେ। ପରେ ଆଉ  ବାହାରକୁ ଆସି ନ ପାରି ପାଣିରେ ଶ୍ୱାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ଘଟିଥିଲା।  ସ୍ଥାନୀୟ ଲୋକେ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରେ ପରିବାର ଲୋକେ ଏ ନେଇ କୋକସରା ପୋଲିସକୁ ଜଣାଇଥିଲେ।  ପୋଲିସ ପହଞ୍ଚି ମୃତଦେହ ଜବତ ସହ ବ୍ୟବଚ୍ଛେଦ ପାଇଁ କୋକସରା ଡାକ୍ତରଖାନାକୁ ପଠାଇଥିଲା।  ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏକ ଅପମୃତ୍ୟୁ ମାମଲା ୨୦/୨୪ ରୁଜୁ କରି ତଦନ୍ତ ଜାରି ରଖିଥିବା ନେଇ ତଦନ୍ତକାରୀ ପୋଲିସ  ଅଧିକାରୀ ସୂଚନା ଦେଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଭୋଟଗ୍ରହଣ ଚାଲିଥିବାବେଳେ ଭଉଣୀଙ୍କ ପାଇଁ ସ୍ବତନ୍ତ୍ର ବାର୍ତ୍ତା ଦେଲେ ରାହୁଲ ଗାନ୍ଧୀ

ନୂଆଦିଲ୍ଲୀ,୧୩।୧:କଂଗ୍ରେସ ନେତା ରାହୁଲ ଗାନ୍ଧୀ ୱାୟନାଡ ଉପ-ନିର୍ବାଚନ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବାର୍ତ୍ତା ଦେଇଛନ୍ତି। ରାହୁଲ ତାଙ୍କ ଭଉଣୀ ପ୍ରିୟଙ୍କା ଗାନ୍ଧୀଙ୍କୁ ଭୋଟ ଦେବାକୁ ୱାୟାନାଡର...

ପୂର୍ବତନ ସରପଞ୍ଚଙ୍କୁ ହତ୍ୟା: ପାଣିରେ ପଡିଛି ରକ୍ତ ଜୁଡୁବୁଡୁ ମୃତଦେହ

ଭଦ୍ରକ,୧୩।୧୧(ସନାତନ ରାଉତ): ଭଦ୍ରକ ବ୍ଲକ ବନ୍ଧଗାଁ ପୂର୍ବତନ ସରପଞ୍ଚ ତଥା ଆମ୍ବରୋଳି ସମବାୟ ସମିତିର ସଭାପତି ଚିତ୍ତ ରଞ୍ଜନ ରାଉତ (ନାଲୁ)ଙ୍କୁ ମଙ୍ଗଳବାର ରାତିରେ ହତ୍ୟା...

ପଞ୍ଚୁକ ପାଇଁ ଜଗନ୍ନାଥ ମନ୍ଦିରରେ ପ୍ରବଳ ଭିଡ଼

ଜି ଉଦୟଗିରି, ୧୩।୧୧(ଶିଶିର ପଟ୍ଟନାୟକ): ଜି ଉଦୟଗିରି ଜଗନ୍ନାଥ ମନ୍ଦିରରେ କାର୍ତ୍ତିକ ମାସ ପଞ୍ଚୁକ ନିମନ୍ତେ ଶ୍ରଦ୍ଧାଳୁଙ୍କ ପ୍ରବଳ ଗହଳି ଲାଗି ରହିଛି । ବିଶେଷ...

ଏମ୍‌କେସିଜିରେ ପ୍ରସୂତିଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ବ୍ରହ୍ମପୁର,୧୩।୧୧(ସୁବାସ ଚନ୍ଦ୍ର ପାଢ଼ୀ): ଏମକେସିଜି ମେଡିକାଲରେ ପଜେଟିଭ ବଦଳରେ ନେଗେଟିଭ ଗ୍ରୁପର ରକ୍ତ ଦିଆଯିବା ସହ ଠିକ ସମୟରେ ଚିକିତ୍ସା କରା ନଯିବାରୁ ଜଣେ ପ୍ରସୂତିଙ୍କ...

ବାତ୍ୟାର ୧୯ ଦିନ ବିତିଲା, ରାସ୍ତା ଉପରୁ ହଟୁନି ଗଛ

ଔପଦା, ୧୩।୧୧(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ବ୍ଲକ ଫତେପୁର ପଞ୍ଚାୟତ ପାଇକପଡା ଗ୍ରାମ ତୁଟାସାହି ମୁଖ୍ୟରାସ୍ତା ଉପରେ ବାତ୍ୟାରେ ଏକ ବିରାଟ ତେନ୍ତୁଳି ଗଛ...

ଶୁଦ୍ଧିକ୍ରିୟା ସରିଥିଲା, ୧୫ ବର୍ଷ ପରେ ଫେରିଲେ ପୁଅ

ପାଟଣା,୧୩।୧୧(ବୀର କିଶୋର ଦାଶ): ପୁଅକୁ ଯେତେବେଳେ ୧୪ ବର୍ଷ ହୋଇଥିଲା କେଉଁଆଡ଼େ ପଳାଇଥିଲେ। ଦୀର୍ଘ ବର୍ଷ ଧରି ପୁଅ ନ ଫେରିବାରୁ ପରିବାର ଓ ସମ୍ପର୍କୀୟମାନେ...

ଖେଳ ପଡିଆ ଏବେ ମଦ୍ୟପଙ୍କ ଆଡ୍ଡାସ୍ଥଳୀ:ଲୋକେ ହେଉଛନ୍ତି ହଟହଟା

ଦାରିଙ୍ଗବାଡି,୧୩।୧୧(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ଏକମାତ୍ର ଖେଳ ପଡିଆ ଏବେ ପାଲଟିଛି ମଦ୍ୟପଙ୍କ ଆଡ୍ଡାସ୍ଥଳୀ। ଦୈନିକ ଉକ୍ତ ପଡିଆରେ କୁଢ଼କୁଢ଼ ଖାଲି ବୋତଲ, ପ୍ଲାଷ୍ଟିକ...

ବିଜେଡି ଛାଡ଼ି ଭାଜପାରେ ୨୦ ପରିବାର

ତିହିଡ଼ି,୧୩ା୧୧(ସଞ୍ଜିତ ବଳ):ଭଦ୍ରକ ଜିଲା ତିହିଡ଼ି ବ୍ଲକ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଈଶ୍ୱରପୁର ଗ୍ରାମର ୨୦ ପରିବାର ବିଜେଡି ଛାଡ଼ି ଭାଜପାରେ ସାମିଲ ହୋଇଛନ୍ତି। ଦଳର ନୀତି,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri