ମାଛ ମାରିବାକୁ ଯାଇ ଆଉ ଫେରିଲେନି ବୃଦ୍ଧ

କୋକସରା,୧୧।୧୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ମାରିବାକୁ ଯାଇ ପାଣିରେ ପଡି ବୃଦ୍ଧଙ୍କ ମୃତ୍ୟୁ। ଏଭଳି ଘଟଣା ଘଟିଛି
କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ କୋକସରା ଗ୍ରାମରେ। ଗ୍ରାମର ଘନଶ୍ୟାମ ପରାଭୋଇ (୬୦)ଙ୍କ ଚାଷଜମିରେ ପଡି ମୃତ୍ୟୁ ଘଟିଛି।
ସୂଚନାନୁସାରେ, ଘନଶ୍ୟାମ ଘରୁ ନିଜ ଚାଷଜମିକୁ ମାଛ ଧରିବାକୁ ଏକ ଜାଲ ନେଇ ଜାଇଥିଲେ। ପାଣିଗାଁ ଝରିଆଗୁଡା ରାସ୍ତାରେ ଥିବା ପାଣିନାଳ ଦେଇ ପାର ହେଉଥିବା ବେଳେ ଅସାବଧାନତା ଯୋଗୁ ଚାଷ ଜମିର ପାଣିରେ ମୁହଁମାଡ଼ି ପଡ଼ିଯାଇଥିଲେ। ପରେ ଆଉ  ବାହାରକୁ ଆସି ନ ପାରି ପାଣିରେ ଶ୍ୱାସରୁଦ୍ଧ ହୋଇ ତାଙ୍କର ମୃତ୍ୟୁ ଘଟିଥିଲା।  ସ୍ଥାନୀୟ ଲୋକେ ଦେଖି ପରିବାର ଲୋକଙ୍କୁ ଖବର ଦେଇଥିଲେ। ପରେ ପରିବାର ଲୋକେ ଏ ନେଇ କୋକସରା ପୋଲିସକୁ ଜଣାଇଥିଲେ।  ପୋଲିସ ପହଞ୍ଚି ମୃତଦେହ ଜବତ ସହ ବ୍ୟବଚ୍ଛେଦ ପାଇଁ କୋକସରା ଡାକ୍ତରଖାନାକୁ ପଠାଇଥିଲା।  ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି। ଏକ ଅପମୃତ୍ୟୁ ମାମଲା ୨୦/୨୪ ରୁଜୁ କରି ତଦନ୍ତ ଜାରି ରଖିଥିବା ନେଇ ତଦନ୍ତକାରୀ ପୋଲିସ  ଅଧିକାରୀ ସୂଚନା ଦେଇଛନ୍ତି।

Enter your email to get our daily news in your inbox.

All Right Reserved By Dharitri.Com

ଏନଏସି ବିଜେଡି ପକ୍ଷରୁ ବିଜୁବାବୁଙ୍କ ଶ୍ରାଦ୍ଧ ଦିବସ

ଗଞ୍ଜାମ,୧୭।୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ବିଜୁ ଜନତା ଦଳ ପକ୍ଷରୁ ସ୍ବର୍ଗତ ବିଜୁ ବାବୁଙ୍କ ଶ୍ରାଦ୍ଧ ଦିବସ ଗୁରୁବାର ପାଳିତ ହୋଇଛି । ବିଜେଡି...

ବଡ଼ ନିଷ୍ପତ୍ତି: ପ୍ରଥମରୁ ୫ମ ଶ୍ରେଣୀ ଯାଏ ହିନ୍ଦୀ ଭାଷା ବାଧ୍ୟତାମୂଳକ; ଜାତୀୟ ଶିକ୍ଷା ନୀତି ଲାଗୁ

ମୁମ୍ବାଇ,୧୭।୪: ମହାରାଷ୍ଟ୍ର ସରକାର ୨୦୨୫-୨୬ ଶିକ୍ଷାବର୍ଷରୁ ଜାତୀୟ ଶିକ୍ଷା ନୀତି (NEP) ୨୦୨୦ କାର୍ଯ୍ୟକାରୀ କରିବା ପାଇଁ ଏକ ବିସ୍ତୃତ ଯୋଜନା ପ୍ରସ୍ତୁତ କରିଛନ୍ତି। ଏହି...

ସ୍ବାସ୍ଥ୍ୟମନ୍ତ୍ରୀ ବାଣ୍ଟିଲେ ଆୟୁଷ୍ମାନ କାର୍ଡ: ହିତାଧିକାରୀଙ୍କ ଘରେ ଚା ପିଇଲେ

ଅତାବିରା, ୧୭।୪(ଯୁଧିଷ୍ଠିର ମହାପାତ୍ର): ବରଗଡ ଜିଲା ଅତାବିରାକୁ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ପହଞ୍ଚି ଆଜି ପୂର୍ବାହ୍ନରେ ସ୍ଥାନୀୟ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ପରିଦର୍ଶନ ସହିତ ଆୟୁଷ୍ମାନ ଭାରତ...

‘ଆମେ ହିନ୍ଦୁମାନଙ୍କଠାରୁ ଭିନ୍ନ’: ସୈନିକମାନଙ୍କୁ ଏପରି ଆହ୍ୱାନ ଦେଲେ ପାକିସ୍ତାନ ସେନା ମୁଖ୍ୟ

ନୂଆଦିଲ୍ଲୀ,୧୭।୫: ପାକିସ୍ତାନର ସେନା ମୁଖ୍ୟ ଜେନେରାଲ ଆସିମ ମୁନିର, ସେନା ପ୍ରତିଷ୍ଠାନର ପୁରୁଣା ଭାବନାକୁ ପୁନରାବୃତ୍ତି କରି, ପାକିସ୍ତାନୀମାନଙ୍କୁ ସେମାନଙ୍କ ପିଲାମାନଙ୍କୁ “ହିନ୍ଦୁ ଓ ମୁସଲମାନମାନଙ୍କ...

ଭଡ଼ାରେ ରହୁଥିବା ଯୁବତୀଙ୍କ ପ୍ରେମରେ ପଡ଼ିଥିଲେ ଏହି ଭାରତୀୟ ଷ୍ଟାର କ୍ରିକେଟର; ମାତ୍ର ୧୩ ବର୍ଷ ବୟସରୁ ଦୌଡ଼ିଥିଲା ପ୍ରେମର ଗାଡ଼ି…

ନୂଆଦିଲ୍ଲୀ,୧୭।୪: ଜଣଙ୍କୁ ୧୧ ବର୍ଷ ତ ଆର ଜଣଙ୍କୁ ୧୩। ହଁ, ଏହି ବୟସରେ ଉଭୟ ପରସ୍ପରକୁ ଜାଣିଥିଲେ, ପ୍ରଥମ ଥର ପାଇଁ ପରସ୍ପରକୁ ଦେଖିଲେ।...

ବ୍ୟାଙ୍କକୁ ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ, କ୍ୟାଶିୟର ଭାବେ କାମ କରୁଥିବା ଚପରାସୀଙ୍କୁ ମିଳିବ ଅଧିକ ଦରମା

ଭୁବନେଶ୍ୱର,୧୭।୫: ଓଡ଼ିଶା ହାଇକୋର୍ଟ ପୁରୀ-ନିମାପଡ଼ା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ ଲିମିଟେଡକୁ ଜଣେ ୫୪ ବର୍ଷୀୟ ମହିଳାଙ୍କୁ ଉଚ୍ଚ ଦରମା ସୁବିଧା ପ୍ରଦାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି।...

Naveen Patnaik: ନାମାଙ୍କର ଭରିଲେ ନବୀନ, ପାଖରେ ଥିଲେ ବବି

ଭୁବନେଶ୍ୱେର,୧୭।୪: ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଶଙ୍ଖ ଭବନକୁ ଆସି ନବୀନ ପଟ୍ଟନାୟକ ନାମାଙ୍କନ ଭରିଛନ୍ତି। ନିର୍ବାଚନ...

ଆମ୍ବ ଆଣିବାକୁ ତୋଟାକୁ ଯାଇଥିଲେ, ଶୁଣ୍ଢରେ ଟେକି ଗଛରେ ପିଟିଦେଲା ଦନ୍ତା; ଚାଲିଗଲା ଜୀବନ

ବନ୍ତଳା୧୭।୪ (ଶୁସିତ କୁମାର ସାହୁ):  ଅନୁଗୋଳ ଜିଲା ବନ୍ତଳା ବନାଞ୍ଚଳ କଞ୍ଜା ସେକ୍ସନ କଞ୍ଜା ଗାଁରେ ହାତୀ ଆକ୍ରମଣରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image