Posted inଫୁରସତ

୬୮ ବର୍ଷରେ ପାହାଡ ଚଢିଲେ ବୃଦ୍ଧା: ଦେଖନ୍ତୁ ଭିଡିଓ

ପ୍ରତିଦିନ ସୋସିଆଲ ମିଡିଆରେ ଅନେକ ଭିଡିଓ ଭାଇରାଲ ହେଉଛି। ବର୍ତ୍ତମାନ ଜଣେ ୬୮ ବର୍ଷିୟା ବୃଦ୍ଧା ପାହାଡ ଚଢୁଥିବା ଭିଡିଓ ଭାଇରାଲ ହୋଇଛି।
ଭିଡିଓରେ ଦେଖାଯାଇଛି, ଧିରେ ଧିରେ ସିଡିରେ ବୃଦ୍ଧା ଜଣକ ପାହାଡରେ ଚଢୁଛନ୍ତି। ତାଙ୍କ ପଛରେ ଜଣେ ଯୁବକ ମଧ୍ୟ ସିଡି ଚଢୁଥିବା ଦେଖାଯାଇଛି। ଏହାପରେ ବୃଦ୍ଧା ଜଣକ ପାହାଡର ଶୀର୍ଷରେ ପହଞ୍ଚିଛନ୍ତି। ପାହାଡଟି ମହାରାଷ୍ଟ୍ରର ନାଶିକରେ ରହିଛି। ଏହି ଭିଡିଓକୁ ରାଜନେତା ଆମେୟା ଖୋପକର ଟୁଇଟ କରି ଶେୟାର କରିଛନ୍ତି। ଏହି ଭିଡିଓକୁ ଅନେକ ଲୋକ ଲାଇକ୍‌ କରିଥିବାବେଳେ ଅନେକ ଭିନ୍ନ ମତ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ରରେ ୧୫୦ କି.ମି. ପହଁରି ରେକର୍ଡ

ବିଶାଖାପାଟଣା: ବଙ୍ଗୋପସାଗରରେ ମାତ୍ର ୫ ଦିନ ମଧ୍ୟରେ ୧୫୦ କି.ମି ଦୂରତା ପହଁରି ଆନ୍ଧ୍ରପ୍ରଦେଶର ସନ୍ତରଣକାରୀ ଗୋଲି ଶ୍ୟାମଲା(୫୨) ଇତିହାସ ରଚିଛନ୍ତି। ପ୍ରଥମ ଏସୀୟ ମହିଳା ଭାବେ...

ଅରୁଣସ୍ତମ୍ଭ ଚାରିପଟେ ୮ ଘୋଡ଼ା ଗତିଶୀଳ ମୁଦ୍ରାରେ ରହିଥିଲେ

ଆମେ ଗତ ସଂଖ୍ୟାରେ ଆଲୋଚନା କରିଥିଲେ ରାଜ୍ୟ ପ୍ରଶାସନ କୋଣାର୍କଠାରେ ମନ୍ଦିର ନିର୍ମାଣ କାର୍ଯ୍ୟରେ ମଗ୍ନଥିବା ଶିଳ୍ପୀଙ୍କ ପ୍ରତି କେତେ ସତର୍କ ଥିଲେ। ଦୋଳ ଉତ୍ସବ...

୬୬ ବର୍ଷ ପୂର୍ବରୁ ପୃଥିବୀରେ ଅଛି HMPV Virus, ଅଣଦେଖା କରିବାରୁ ନେଉଛି ପ୍ରତିଶୋଧ! ଜାଣନ୍ତୁ ଏହା କେତେ ଭୟଙ୍କର

ବେଜିଂ/ନୂଆଦିଲ୍ଲୀ,୬।୧: ବିଶ୍ୱରେ ଅନେକ ପ୍ରକାରର ଭାଇରସ ଅଛନ୍ତି, ସେଥିମଧ୍ୟରୁ କେତେକ ବିପଜ୍ଜନକ ହୋଇଥିବାବେଳେ କେତେକ କମ କ୍ଷତିକାରକ। ଏହି ଜୀବାଣୁ ଉପରେ ଅଧ୍ୟୟନ କରିବା ପରେ...

ମଣିଷ ଶରୀରର ମାଂସ ଖାଇବା ସହ ଖପୁରୀରେ…ଅଘୋରୀମାନେ ଏମିତି କରନ୍ତି ଲୋମଟାଙ୍କୁରା ସାଧନା

ଆଘୋରୀ… ସାଧୁମାନଙ୍କର ଏକ ସମ୍ପ୍ରଦାୟ ଯାହାଙ୍କୁ ନେଇ ସମସ୍ତଙ୍କଠାରେ କୌତୁହଳ ରହିଛି। ସେମାନଙ୍କ ଦୁନିଆ ରହସ୍ୟପୂର୍ଣ୍ଣ ବୋଲି କୁହାଯାଏ। ଅଘୋରୀମାନେ ଶ୍ମଶାନରେ ରହିବା ସହ ସେଠାରେ...

କେଶ ଝଡ଼େ, ହେଲେ ନିଶ ଦାଢ଼ି ଝଡ଼େନା କାହିଁକି? ଜାଣନ୍ତୁ…

କେଶ ଝଡ଼ିବା ଏବେ ଏକ ସାଧାରଣ ସମସ୍ୟା ପାଲଟି ଗଲାଣି। ଯାହାକୁ ଦେଖିବ ସେ ଏହି ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ହେଲେ କେବେ ଭାବିଛନ୍ତି କି...

ଦୃଷ୍ଟିବାଧିତଙ୍କ ସୃଜନଶୀଳତା ପାଇଁ ବ୍ରେଲି

ମନର କଥା ଏବଂ ସୃଜନଶୀଳତାର ପରିପ୍ରକାଶ ପାଇଁ ସଭିଙ୍କ ମନରେ ଥାଏ ବହୁ ଉତ୍କଣ୍ଠା। ମାତ୍ର ଦୃଷ୍ଟିବାଧିତଙ୍କ ଭଳି କେତେକଙ୍କ ପକ୍ଷରେ ଅକ୍ଷର ଚିହ୍ନିବା, ପଢ଼ିବା...

୨୦୨୫ରେ ବିନାଶ ହୋଇଯିବ ମଣିଷ! ନୂଆ ବର୍ଷ ଆରମ୍ଭରୁ ଚମକାଇଲା ଭେଙ୍ଗା ବାବାଙ୍କ ଭବିଷ୍ୟବାଣୀ, ଘଟିବ ଏମିତି…

ବିଶ୍ୱର ପ୍ରସିଦ୍ଧ ଭବିଷ୍ୟବକ୍ତା ବାବା ଭେଙ୍ଗା ୨୦୨୫ରେ ମନୁଷ୍ୟର ବିଲୁପ୍ତ ହେବାର ପୂର୍ବାନୁମାନ କରିଛନ୍ତି, ଯାହା ବର୍ତ୍ତମାନ ଚର୍ଚ୍ଚାରେ ଅଛି। ଅତୀତରେ ତାଙ୍କ ଦ୍ୱାରା କରାଯାଇଥିବା...

ଧୀରେନ୍ଦ୍ର ଶାସ୍ତ୍ରୀ କହିଲେ ବଢିଆ ଉପାୟ: ୧ ଜାନୁଆରୀରୁ ଏପରି କଲେ ମା’ ଲକ୍ଷ୍ମୀ କରିବେ ଧନବାନ

ନୂଆଦିଲ୍ଲୀ,୩୧।୧୨: ଆରମ୍ଭ ହେବାକୁ ଯାଉଛି ନୂଆବର୍ଷ। ଏହି ନୂଆବର୍ଷ ନୂଆ ଆଶା ଏବଂ ନୂଆ ସ୍ୱପ୍ନରେ ଉତ୍ସାହ ଭରିବାକୁ ଯାଉଛି। ତେବେ ଆସନ୍ତୁ ଜାଣିବା ପ୍ରବଚକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri