ଓଡ଼ିଶାର ଏକମାତ୍ର ସମ୍‌ ହସ୍ପିଟାଲରେ ହେବ କୋଭିଡ୍‌ ଭ୍ୟାକ୍ସିନ୍‌ ପରୀକ୍ଷଣ

ଭୁବନେଶ୍ୱର, ୨।୭(ବୁରୋ): ଭୁବନେଶ୍ୱର ସମ୍‌ ହସ୍ପିଟାଲରେ କୋଭିଡ-୧୯ ପରୀକ୍ଷଣ ହେବ। ମଣିଷ ଉପରେ ପରୀକ୍ଷଣ ଲାଗି ଆଇସିଏମ୍‌ଆର୍‌ ଦ୍ୱାରା ଦେଶର ୧୩ଟି ହସ୍ପିଟାଲ ମନୋନିତ ହୋଇଛି। ୧୩ ହସ୍ପିଟାଲ ମଧ୍ୟରେ ଓଡ଼ିଶାର ଏକମାତ୍ର ସମ୍‌ ହସ୍ପିଟାଲ ରହିଛି। ଏ ନେଇ ଶିକ୍ଷା ଓ ଅନୁସନ୍ଧାନ (ସୋଆ) କତ୍ତୃପକ୍ଷଙ୍କ ପକ୍ଷରୁ ସୂଚନା ମିଳିଛ। ଆଇସିଏମ୍‌ଆର ଓ ଭାରତ ବାୟୋଟେକ୍‌ ମିଳିତ ଭାବେ ଏହି ଭ୍ୟାକ୍ସିନ୍‌ ପ୍ରସ୍ତୁତ କରିଛି।

Share