Posted inଜାତୀୟ

କରୋନା ସଙ୍କଟ ମଧ୍ୟରେ ସେପ୍ଟେମ୍ବର ୧୦ରୁ ଆରମ୍ଭ ହୋଇପାରେ ସଂସଦ ଅଧିବେଶନ

ନୂଆଦିଲ୍ଲୀ,୨୧।୮: କରୋନା ସଙ୍କଟ ମଧ୍ୟରେ ଖୁବ୍‌ଶୀଘ୍ର ସଂସଦ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ସେପ୍ଟେମ୍ବର ଦ୍ୱିତୀୟ ସପ୍ତାହରୁ ସଂସଦ ଅଧିବେଶନ ଆରମ୍ଭ ହେବ ବୋଲି ସୂତ୍ରରୁ ସୂଚନା ମିଳିଛି। ସେପ୍ଟେମ୍ବର ୧୦ରୁ ଆରମ୍ଭ ହେବାକୁ ଥିବା ମୌସୁମୀ ଅଧିବେଶନ ୪ସପ୍ତାହ ଧରି ଚାଲିବ। ଗୋଟିଏ ଦିନ ଲୋକ ସଭା ଓ ଗୋଟିଏ ଦିନ ରାଜ୍ୟସଭା ଆୟୋଜିତ ହେବ ବୋଲି କୁହାଯାଉଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଲୋକସଭାର ସମସ୍ତ ଏମ୍‌ପି ସେଣ୍ଟ୍ରାଲ୍‌ ହଲ୍‌ରେ ବସିବେ ଏବଂ ରାଜ୍ୟସଭାର ସମସ୍ତ ଏମ୍‌ପି ଲୋକ ସଭା ଓ ରାଜ୍ୟସଭାରେ ବସିବେ ବୋଲି ଜଣାପଡ଼ିଛି। ସମସ୍ତଙ୍କ ଏମ୍‌ପିଙ୍କ ନିକଟରେ ଆରୋଗ୍ୟ ସେତୁ ଆପ୍‌ ରହିବା ବାଧ୍ୟତାମୂଳକ। ସେହିପରି ସବୁ ସ୍ଥାନରେ ସ୍କ୍ରିନିଂ ଓ ସାନିଟାଇଜ୍‌ ବ୍ୟବସ୍ଥା ରହିବ। ଏତଦ୍‌ ବ୍ୟତୀତ ସଂସଦର କର୍ମଚାରୀଙ୍କୁ ସଂସଦ ଭବନକୁ ଆସିବାକୁ ଅନୁମତି ଦିଆଯିବନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ନାଗା ସାଧୁ କିଏ? ଜାଣନ୍ତୁ ଏମାନଙ୍କର ଜୀବନ ସହ ଜଡ଼ିତ ରହସ୍ୟମୟ କଥା…

ନୂଆଦିଲ୍ଲୀ,୨୪।୧୨: ଗଙ୍ଗା କୂଳରେ, ସୂର୍ଯ୍ୟଙ୍କ ପ୍ରଥମ କିରଣରେ ଜିଇଁ ଉଠୁଥିବା ଶୀତୁଆ ସକାଳରେ ଏକ ଦୃଶ୍ୟ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରେ। ପାଉଁଶ ବୋଳା ଉଲଗ୍ନ...

କୋଲକାତାର ରାସ୍ତାରୁ ଗାଏବ ହେଉଛି ‘ହଳଦିଆ ଟ୍ୟାକ୍ସି’, ଶୀଘ୍ର ପାଲଟିବ ଇତିହାସ…! 

କୋଲକାତା,୨୪।୧୨: ସ୍ବପ୍ନର ସହର କୋଲକାତା। ଭିକ୍ଟୋରିଆ ମେମୋରିଆଲ, ହାଓ୍ବଡା ବ୍ରିଜ, ରସଗୋଲା, ଟ୍ରାମ ଏବଂ ହଳଦିଆ ଟାକ୍ସି ଆଦି ଏହାର ପରିଚୟ ବୋଲି କୁହାଯାଏ। ଏସବୁ...

କୋର୍ଟରୁମ୍‌ରେ ବିଚାରପତିଙ୍କୁ ଚପଲ ଫିଙ୍ଗିଲେ ହତ୍ୟା ଅଭିଯୁକ୍ତ

ଠାଣେ,୨୪ା୧୨:ମହାରାଷ୍ଟ୍ର ଠାଣେ ଜିଲାର ଏକ ସେସନ୍ସ କୋର୍ଟରେ ଶନିବାର ଅପରାହ୍ନରେ ଶୁଣାଣି ବେଳେ ଜଣେ ୨୨ ବର୍ଷୀୟ ହତ୍ୟା ଅଭିଯୁକ୍ତ ବିଚାରପତିଙ୍କ ଉପରକୁ ଚପଲ ଫିଙ୍ଗିଥିଲେ।...

ପପ୍‌କର୍ନରେ ଜିଏସ୍‌ଟିକୁ ନେଇ ବିବାଦ

ନୂଆଦିଲ୍ଲୀ,୨୪ା୧୨:ଦେଶରେ ପପ୍‌କର୍ନ ଉପରେ ନୂଆ ଟିକସକୁ ନେଇ ବିବାଦ ମୁଣ୍ଡ ଟେକିଛି। ଏବେ ବିଭିନ୍ନ ଫ୍ଲେଭରର ପପ୍‌କର୍ନ ଉପରେ ଭିନ୍ନଭିନ୍ନ ଜିଏସ୍‌ଟି ଲାଗୁ ହୋଇଛି। ସାଦା...

ପାକିସ୍ତାନର ସ୍ବପ୍ନ ଚୂରମାର କରିଦେଲା ଭାରତ

ନୂଆଦିଲ୍ଲୀ,୨୪।୧୨: ବ୍ରିକ୍ସରେ ସଦସ୍ୟତା ପାଇବାକୁ ଆଶା ରଖିଥିବା ପାକିସ୍ତାନକୁ ଏକ ବଡ଼ ଝଟ୍‌କା ଲାଗିଛି। ଭାରତର ଦୃଢ ବିରୋଧ ଯୋଗୁ ପାକିସ୍ତାନ କେବଳ ବ୍ରିକ୍ସର ସଦସ୍ୟତାରୁ...

ସମନ ପରେ ଥାନାରେ ପହଞ୍ଚିଲେ ଅଲ୍ଲୁ ଅର୍ଜୁନ

ହାଇଦ୍ରାବାଦ,୨୪।୧୨: ଥିଏଟରରେ ଦଳାଚକଟା ମାମଲାରେ ସୋମବାର ହାଇଦ୍ରାବାଦ ପୋଲିସ ଅଭିନେତା ଅଲ୍ଲୁ ଅର୍ଜୁନଙ୍କୁ ଏକ ନୂଆ ସମନ ପଠାଇଛି। ଯେଉଁଥିରେ ତାଙ୍କୁ ମଙ୍ଗଳବାର ପୂର୍ବାହ୍ନ ୧୧ଟାରେ...

୨୫ ବର୍ଷ ତଳୁ ସରିଥିଲା ଅନ୍ତିମ ସଂସ୍କାର: ଘରକୁ ଫେରିଲେ ମହିଳା, ଆଉ ତା’ପରେ ଘଟିଲା…

ବେଙ୍ଗାଲୁରୁ,୨୪/୧୨: ୨୫ ବର୍ଷ ତଳେ କର୍ଣ୍ଣାଟକରୁ ନିଖୋଜ ହୋଇଥିବା ଜଣେ ମହିଳାଙ୍କୁ ହିମାଚଳରୁ ଉଦ୍ଧାର କରାଯାଇଛି। ପ୍ରାୟ ଦୁଇ ଦଶନ୍ଧି ତଳେ ସେ ତାଙ୍କ ପରିବାରଠାରୁ...

ଫଡନଭିସ ସରକାରରେ ନୂଆ ବିବାଦ: ଶିବସେନା ମନ୍ତ୍ରୀମାନେ କ୍ଷୁବ୍ଧ

ପୁନେ,୨୪/୧୨:ମହାରାଷ୍ଟ୍ରରେ ଦେବେନ୍ଦ୍ର ଫଡନଭିସ ସରକାରଙ୍କ ନୂଆ ମନ୍ତ୍ରୀଙ୍କୁ ସରକାରୀ ଘର ଆବଣ୍ଟନ କରାଯାଇଛି । ସେପଟେ ମନ୍ତ୍ରୀମାନଙ୍କୁ ଦିଆଯାଇଥିବା ସରକାରୀ ଗୃହକୁ ନେଇ ଆରମ୍ଭ ହୋଇଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri