କରୋନା କଟକଣା ସତ୍ତ୍ୱେ ଗାଁରେ ଚାଲିଥିଲା ଭୋଜି: ଏହାକୁ ଖାଇ ୨୪ରୁ ଊର୍ଦ୍ଧ୍ୱ ଲୋକ ମେଡିକାଲରେ ଭର୍ତ୍ତି

ସଜନାଗଡ଼,୧୬।୮(ଡି.ଏନ୍‌.ଏ.): ବାଲେଶ୍ୱର ଜିଲା ନୀଳଗିରି ବ୍ଲକ ଅଧୀନ ବେଗୁନିଆ ପଞ୍ଚାୟତ ତୁଟାପଡ଼ା ଗ୍ରାମର ଜଣେ ବ୍ୟକ୍ତିଙ୍କ ଘରେ ଶୁକ୍ରବାର ଭୋଜି ଖାଇ ୨୪ରୁ ଊର୍ଦ୍ଧ୍ୱ ଲୋକ ନୀଳଗିରି ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ତେବେ ସେମାନଙ୍କ ମଧ୍ୟରେ ୫ ଜଣ ଶିଶୁଥିବା ଜଣାପଡ଼ିଛି। ଏହା ସହ ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି।
ସୂଚନାଯୋଗ୍ୟ, କରୋନା କଟକଣା ସତ୍ତ୍ୱେ ଉକ୍ତ ଗ୍ରାମରେ ଶୁକ୍ରବାର ମଧ୍ୟାହ୍ନରେ ଜଣେ ବ୍ୟକ୍ତି ଭାତ ଓ ଚିକେନ୍‌ ଖାଇବାକୁ ଦେଇଥିଲେ। ସେଠାରେ ୧୦୦ ଲୋକ ଖାଇକି ଆସିବା ପରେ ଶନିବାର ଅପରାହ୍ନରେ ଜର, ଝାଡା ବାନ୍ତି ହୋଇଥିଲା। ସୋନଙ୍କ ମଧ୍ୟରୁ ୨୪ ଜଣରୁ ଊର୍ଦ୍ଧ୍ୱ ଲୋକଙ୍କୁ ନୀଳଗିରି ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ରାତିରେ ସେଠାରେ ବିଧାୟକ ଇ ସୁକାନ୍ତ କୁମାର ପହଞ୍ଚିଥିଲେ। ପରେ ଏ ନେନଇ ଜିଲାପାଳଙ୍କୁ ଜଣାଇଥିଲେ। ରାତିରେ ବାଲେଶ୍ୱର ମେଡିକାଲ ଓ ବରହମପୁର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରୁ ସ୍ବାସ୍ଥ୍ୟ ସେବା ଯୋଗାଇ ଦେବା ପାଇଁ ପବ୍ଲିକ ହେଲଥ୍‌ ଟିମ ଉକ୍ତ ଗ୍ରାମରେ ପହଞ୍ଚିବା ସହ ୬୭ରୁ ଊଦ୍ଧର୍‌ବ ଲୋକଙ୍କୁ ‌ସେବା ଯୋଗାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୭୬୪ ପଞ୍ଚାୟତରେ ନାହିଁ ଇଣ୍ଟରନେଟ ବ୍ୟବସ୍ଥା: ମନ୍ତ୍ରୀ

ଭୁବନେଶ୍ୱର,୨୪।୩: ଦ୍ୱିତୀୟ ପର୍ଯ୍ୟାୟ ବଜେଟ ଅଧିବେଶନର ସୋମବାର ଗୃହର ଏକ ପ୍ରଶ୍ନର ଉତ୍ତରରେ ସୂଚନା ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ ମୁକେଶ ମହାଲିଙ୍ଗ ରାଜ୍ୟବାସୀଙ୍କୁ ଏକ...

‘ସମାଜରେ ନାରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ଭଞ୍ଜନଗର,୨୪ା୩(ବାବୁଲା ପ୍ରଧାନ): ଘୁମୁସର ଲେଖିକା ସଂସଦ ଜୁନ୍‌ ମାସରେ ତା’ର ବାର୍ଷିକ ଉତ୍ସବ ପାଳନ କରିବାକୁ ଯାଉଛି। ତେଣୁ ରବିବାର ସ୍ଥାନୀୟ ଶ୍ରୀ ସତ୍ୟସାଇ ବିଦ୍ୟାବିହାର...

ଚିତ୍ର ଆଙ୍କି ଚର୍ଚ୍ଚାରେ ତୁଳସୀ

ଗଞ୍ଜାମ,୨୪ା୩(ବିଦ୍ୟାଧର ସାହୁ): ବଣର ମଲ୍ଲୀ ବଣରେ ଫୁଟି ମଉଳି ଯିବା ଭଳି ଘଟଣା ଏବେ ପଦାକୁ ଆସିଛି l ଗଞ୍ଜାମ ଜିଲା କୋମଣ୍ଡ ପଞ୍ଚାୟତ ବଡ...

କିଏ ଛେଳି ଚରାଉଥିଲେ ତ କିଏ ମୁଗ ଉପାଡୁଥିଲେ, ପଛପଟୁ ଆସିଲା ବାର୍‌ହା, ଆଉ ତା’ ପରେ…

ଦିଗପହଣ୍ଡି,୨୪ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ସୋମବାର ସକାଳେ ବନ୍ୟଜନ୍ତୁ ବାର୍‌ହା ଆକ୍ରମଣରେ ଜଣେ ମହିଳାଙ୍କ ସମେତ ୩ ଜଣ ଗୁରୁତର ହୋଇଛନ୍ତି।...

ଗ୍ରାହକ ସନ୍ତୁଷ୍ଟିକୁ ଗୁରୁତ୍ୱ ଦେଲେ ସଫଳତା ମିଳେ

ସମ୍ବଲପୁରସ୍ଥିତ ଜାଶ୍‌ ହୋଣ୍ଡାର ନିର୍ଦ୍ଦେଶକ ସମଶେର୍‌ ସିଂ ହୁରା ଏକ ବ୍ୟବସାୟଭିତ୍ତିକ ପରିବାରରେ ଜନ୍ମ ନେଇଥିବାବେଳେ ତାଙ୍କର ଅଟୋମୋବାଇଲ ଶିଳ୍ପ ପ୍ରତି ଖୁବ୍‌ ରୁଚି ରହିଥିଲା।...

ବିରି ଖାଇଦେଲା ବୋଲି ଶୁଆକୁ ଫାଶୀ

ଭୁବନେଶ୍ୱର, ୨୪।୩ (ବନ୍ଦନା ସେଠୀ): ବନ୍ୟପ୍ରାଣୀଙ୍କୁ ଶିକାର କରି ରାନ୍ଧି ଖାଇବା, ପୋଷା ମନାଇ ରଖିବା ଓ ଅତ୍ୟାଚାର କରିବାର ଭିଡିଓ ଏବଂ ଫଟୋ ସୋସିଆଲ...

ଋଷିକୂଲ୍ୟା ମୁହାଣରେ ବିରଳ ପ୍ରଜାତିର କଇଁଛ, ଅଣ୍ଡା ଦେବାକୁ ଆସି…

ଗଞ୍ଜାମ,୨୪ା୩(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ପୁରୁଣା ବନ୍ଧ ଗ୍ରାମସ୍ଥିତ ଋଷୁକୂଲ୍ୟା ବେଳାଭୂମିରେ ଏକ ବିରଳ ପ୍ରଜାତିର କଇଁଛ ଅଣ୍ଡାଦାନ କରିବାକୁ ଆସିଥିବା...

ଘରୁ ଯାଇ ଆଉ ଫେରି ନ ଥିଲେ ନାବାଳିକା, ଜଙ୍ଗଲରୁ ମିଳିଲା କ୍ଷତବିକ୍ଷତ ମୃତଦେହ

ବରଗଡ଼,୨୪।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ଅଞ୍ଚଳରୁ ଗତ ୨୦ ତାରିଖରୁ ନିଖୋଜ ହୋଇଥିବା ନାବାଳିକା (୧୭ବର୍ଷ)ଙ୍କ ମୃତଦେହ ରବିବାର ବୁର୍ଲା ଥାନା ଅଶୋକ ନିବାସ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image