Posted inଫୁରସତ

ନର୍ସଙ୍କ ଚିତ୍ର ଆଙ୍କିଲେ ରୋଗୀ

ନୂଆଦିଲ୍ଲୀ: ପ୍ରାଞ୍ଜଳୀ ଚଭନ ନାମ୍ନୀ ଜଣେ ଡିଜିଟାଲ ଆର୍ଟିଷ୍ଟ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ଯୋଗୁ ଏକ ହସ୍ପିଟାଲରେ କିଛି ଦିନ ପାଇଁ ଭର୍ତ୍ତି ହୋଇଥିଲେ। ସେ ଏହି ଅବସରରେ ତାଙ୍କର ଯତ୍ନ ନେଉଥିବା ନର୍ସଙ୍କୁ ଖୁସି କରାଇବାକୁ ଚାହିଁଥିଲେ। ଡାକ୍ତରଖାନାର ବିଛଣାରେ ପଡ଼ି ଚିକିତ୍ସିତ ହେଉଥିବା ସମୟରେ ପ୍ରାଞ୍ଜଳୀ ନିଜ ଟ୍ୟାବ୍‌ରେ ଉକ୍ତ ନର୍ସଙ୍କର ଏକ ଅବିକଳ ଡିଜିଟାଲ୍‌ ଫଟୋ ପ୍ରସ୍ତୁତ କରିଥିଲେ। ନିଜର ଅବିକଳ ଚିତ୍ରକୁ ଦେଖି ନର୍ସ ଜଣଙ୍କ ଖୁସିରେ ବିଭୋର ହୋଇ ଉଠିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୧୨ ବର୍ଷରେ ଥରେ ଫୁଟୁଛି ଦୁର୍ଲଭ ଫୁଲ

ଚେନ୍ନାଇ: ତାମିଲନାଡ଼ୁ କ୍ୟାଡର୍‌ ଆଇଏଏସ୍‌ ତଥା ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସୁପ୍ରିୟା ସାହୁ ତାଙ୍କ ଏକ୍ସ’ ଆଇଡିରେ କିଛି ଦୁର୍ଲଭ ପ୍ରଜାତିର ଫୁଲ...

ସାରା ବିଶ୍ୱକୁ କେଶ ବିକ୍ରି କରି କୋଟି କୋଟି ଟଙ୍କା ରୋଜଗାର କରେ ଭାରତ, ମୁଣ୍ଡନ ପାଇଁ ଏହି ମନ୍ଦିର କରେ ସର୍ବାଧିକ ଆୟ

ନୂଆଦିଲ୍ଲୀ,୨୯।୯: କୌଣସି ବ୍ୟକ୍ତିଙ୍କ ମୁଣ୍ଡରେ ଥିବା କେଶ ତାଙ୍କ ବ୍ୟକ୍ତିତ୍ୱକୁ ବୁଝାଇଥାଏ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ସମଗ୍ର ବିଶ୍ୱରେ କେଶ ବଜାରର ଦାମ୍‌...

ଏତେ ଉଚ୍ଚା ଟ୍ରାଇ ସାଇକେଲ!

ଛୋଟବେଳେ ଯେବେ ପିଲାମାନେ ସାଇକେଲ ଚଲାଇବା ଆରମ୍ଭ କରନ୍ତି ତାଙ୍କ ପାଇଁ ପ୍ରଥମେ ଟ୍ରାଇ ସାଇକେଲ ଅଣାଯାଏ। କାରଣ ଏହି ସାଇକେଲ ନିରାପଦ ତଥା ଏହା...

ଏମିତି ଏକ ଗାଁ, ଯେଉଁଠି ଘର ଛାଡି ଆସିଥିବା ପ୍ରେମୀଯୁଗଳଙ୍କୁ ମିଳେ ଆଶ୍ରୟ, ଖାଇବା-ରହିବା ସବୁ ମାଗଣା

ସାରା ଦୁନିଆରେ ପ୍ରେମକୁ ନେଇ ପ୍ରତ୍ୟେକ ଭାଷା ଏବଂ ସାହିତ୍ୟରେ ଅନେକ ଲେଖା ରହିଛି। ଲୈଲା-ମଜନୁ ଏବଂ ରୋମିଓ-ଜୁଲିଏଟ ପରି ଅନେକ ନାମ ରହିଛି, ଯେଉଁମାନେ...

ଟ୍ୟୁଶନରୁ ହୋଇଥିଲା ପ୍ରଥମ ରୋଜଗାର

ଭୁବନେଶ୍ବର ପଟିଆ ଅଞ୍ଚଳରେ ମୁଁ ରୁହେ। ବାପା ଡା. ରାମଚନ୍ଦ୍ର ପଟ୍ଟନାୟକ ଓ ମା’ ବାସନ୍ତୀ ପଟ୍ଟନାୟକଙ୍କର ମୁଁ ହେଲି ଏକମାତ୍ର ପୁଅ ପୁଣି ସବୁଠୁ...

ମୃତ୍ୟୁଦଣ୍ଡ ଦେବା ପରେ ଜଜ୍‌ କାହିଁକି ଭାଙ୍ଗିଦିଅନ୍ତି କଲମ, ଜାଣନ୍ତୁ ଏହା ପଛର ବଡ଼ କାରଣ…

ଯେତେବେଳେ ଜଣେ ଜଜ୍‌ କାହାକୁ ମୃତ୍ୟୁ ଦଣ୍ଡାଦେଶ ଦିଅନ୍ତି, ଏହା ପରେ ସେ ତାଙ୍କ କଲମ ଭାଙ୍ଗିଦିଅନ୍ତି। କିନ୍ତୁ ଏହା ପଛର କାରଣ ଜାଣନ୍ତି କି?...

ଗାନ୍ଧୀ ମନ୍ଦିର

ଜାତିର ପିତା ମହାତ୍ମାଗାନ୍ଧୀ ସ୍ବାଧୀନତା ଆନ୍ଦୋଳନ ସମୟରେ ଏକାଧିକଥର ଓଡ଼ିଶା ଆସିଥିବାବେଳେ ତାଙ୍କ ପଦଯାତ୍ରାରେ ସାମିଲ ହୋଇଥିଲେ ଓଡ଼ିଶାର ବହୁ ସ୍ବାଧୀନତା ସଂଗ୍ରାମୀ। ପରବର୍ତ୍ତୀ ସମୟରେ...

ସର୍ବଶ୍ରେଷ୍ଠ ସାମରିକ ଅପରେଶନ

୨୮ ସେପ୍ଟେମ୍ବର ୨୦୧୬। ଏହି ଦିନ ରାତିରେ ସମଗ୍ର ଦେଶ ଶୋଇଥିଲା, କିନ୍ତୁ ଚଳଚଞ୍ଚଳ ଥିଲା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କାର୍ଯ୍ୟାଳୟ। ପାକିସ୍ତାନ ସୀମାରେ ପ୍ରବେଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri