ସର୍ଭର ସମସ୍ୟା: ଜୀବନ ପ୍ରମାଣପତ୍ର ନ ପାଇ ନିରାଶରେ ଫେରୁଛନ୍ତି ପେନ୍‌ସନ୍‌ ଭୋଗୀ

ସୋରଡ଼ା,୯ା୧୧(ଡି.ଏନ୍‌.ଏ.): ନଭେମ୍ବର ମାସରେ ରାଜ୍ୟ ଓ କେନ୍ଦ୍ର ସରକାର ଓ ଅନ୍ୟ ସଂସ୍ଥା ଅଧୀନ ପେନ୍‌ସନ୍‌ ଭୋଗୀମାନେ ନିଜ ନିଜ କୋଷାଗାର ଓ ବ୍ୟାଙ୍କମାନଙ୍କୁ ଜୀବନ ପ୍ରମାଣପତ୍ର ପ୍ରଦାନ ପାଇଁ ପୂର୍ବରୁ ସ୍ଥିରୀକୃତ ହୋଇଛି। ସେହି କ୍ରମରେ ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟର ସମସ୍ତ କୋଷାଗାରରେ ସହାୟତା କେନ୍ଦ୍ର ଓ ସୂଚନା କେନ୍ଦ୍ର ଖୋଲାଯାଇଛି। ଏହି କ୍ରମରେ ଜନସେବା କେନ୍ଦ୍ର ,ମୋ’ ସେବା କେନ୍ଦ୍ରରେ ପେନ୍‌ସନ୍‌ ଭୋଗୀଙ୍କୁ ଜୀବନ ପ୍ରମାଣପତ୍ର ପ୍ରଦାନ କରାଯାଉଛି। ବୁଧବାର ସର୍ଭର ସମସ୍ୟା ଯୋଗୁ ବହୁ ଲୋକ ତାଙ୍କର ପ୍ରମାଣପତ୍ର ପାଇଁ ନ ଯାଇ ଫେରିଛନ୍ତି । ଗୁରୁବାର ଏହି ସମସ୍ୟା ଦୂର ହେବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅଭିଭାବକ-ଶିକ୍ଷକଙ୍କ ମଧ୍ୟରେ ସମନ୍ବୟ ଲୋଡ଼ା

ଭଞ୍ଜନଗର,୨୬ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଗାମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ବାଉଁଶଲୁଣ୍ଡି...

ଓଲଟିଲା ଗାଡ଼ି, ଲୋକେ ନେଇଗଲେ କୁକୁଡ଼ା

ବଡ଼ଗାଁ,୨୬।୩(ଅଶୋକ ଷଡ଼ଙ୍ଗୀ)-ବଡ଼ଗାଁ ଷ୍ଟେଟବ୍ୟାଙ୍କ ନିକଟ ରାଜ୍ୟ ରାଜପଥରେ ମଙ୍ଗଳବାର ସକାଳେ ଦୁର୍ଘଟଣାରେ ଏକ କୁକୁଡ଼ା ବୋଝେଇ ପିକ୍‌ଅପ୍‌ ଗାଡ଼ି ଓଲଟି ପଡ଼ିଥିଲା। ଏହାର ସୁଯୋଗ ନେଇ...

ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ, ସାବତ ବାପା ଗିରଫ

କୁଆଁରମୁଣ୍ଡା,୨୬।୩(ମହେନ୍ଦ୍ର କୁମାର ସାହୁ)-ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ଫାଣ୍ଡି ଅଞ୍ଚଳରେ ନାବାଳିକାଙ୍କୁ ବଳାତ୍କାର ଉଦ୍ୟମ କରିବା ଅଭିଯୋଗରେ ପୋଲିସ ମଙ୍ଗଳବାର ଅଭିଯୁକ୍ତ ସାବତ ବାପାଙ୍କୁ ଗିରଫ କରି...

୧୩ ମାସ ହେଲା ଅଙ୍ଗନଓ୍ବାଡ଼ି କେନ୍ଦ୍ର ବନ୍ଦ: ଜିଲା ସମାଜ ମଙ୍ଗଳ କାର୍ଯ୍ୟାଳୟ ଘେରାଉ

ଛତ୍ରପୁର,୨୬ା୩(ସନ୍ତୋଷ ପାଢ଼ୀ): ଗଞ୍ଜାମ ବ୍ଲକ କୁଜିଢେପା ଗ୍ରାମରେ ଥିବା ଅଙ୍ଗନଓ୍ବାଡ଼ି କେନ୍ଦ୍ର ୧୩ ମାସ ହେଲା ବନ୍ଦ ରହିଛି ଏନେଇ ସମ୍ପୃକ୍ତ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ବିରୋଧରେ...

କଂଗ୍ରେସର ୧୪ ବିଧାୟକ ନିଲମ୍ବିତ ନେଇ ଜିଲାପାଳଙ୍କୁ ଦାବିପତ୍ର

ଛତ୍ରପୁର,୨୬ା୩(ଦିଲ୍ଲୀପ ସାମଲ): ରାଜ୍ୟରେ ମହିଳା ଜାତି ପ୍ରତି ହୋଇଥିବା ଅନ୍ୟାୟ ଓ ଅସାମାଜିକ କାର୍ଯ୍ୟକୁ ପ୍ରଶାସନ ତରଫରୁ ନ୍ୟାୟ ତଥା ସୁରକ୍ଷା ଦେବା ପାଇଁ ଛତ୍ରପୁର...

ଏପ୍ରିଲ ୨ରୁ ଖଡ଼ିଛୁଆଁ, ମୁଖ୍ୟମନ୍ତ୍ରୀଙ୍କ ନିମନ୍ତ୍ରଣ କାର୍ଡ ବଣ୍ଟନ କଲେ ସରପଞ୍ଚ, ଶିକ୍ଷାଧିକାରୀ

କର୍ଲାମୁଣ୍ଡା,୨୬ା୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ ପକ୍ଷରୁ ବୁଧବାର ବିଭିନ୍ନ ସ୍ଥାନରେ ଖଡ଼ିଛୁଆଁ ପ୍ରବେଶ ଉତ୍ସ ନିମନ୍ତ୍ରଣ କାର୍ଡ ବଣ୍ଟନ...

ଏନ୍‌ସିସି କ୍ୟାଡେଟ୍‌ଙ୍କୁ ସମ୍ବର୍ଦ୍ଧନା

ଭଞ୍ଜନଗର,୨୬ା୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ୫ ଜଣ ଏନ୍‌ସିସି କ୍ୟାଡେଟ୍‌ ଦିଲ୍ଲୀରେ ୨୦୨୩ରୁ ୨୦୨୫ ମଧ୍ୟରେ ଅନୁଷ୍ଠିତ...

ଲାଞ୍ଚ ନେଇ ଧରାପଡ଼ିଲେ ଅମିନ, ଅଭିଯୋଗକାରୀଙ୍କୁ ମାଗିଥିଲେ…

ସୁନ୍ଦରଗଡ଼/କୁତ୍ରା,୨୬ା୩(ଜୟନାରାରଣ ମେଣ୍ଡୁଳି/ଦେବାଶିଷ ସାହୁ): ସୁନ୍ଦରଗଡ଼ ଜିଲା କୁତ୍ରା ତହସିଲ କାର୍ଯ୍ୟାଳୟର ଜଣେ ଅମିନ ଶିଶିର କୁମାର ନାଏକ ବୁଧବାର ୬ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image