ବଦଳୁଛି ‘ନବୀନ ନିବାସ’ର ଚିତ୍ର: ପଦ ଯିବା ପରେ ଉଠିଗଲା ଅସ୍ଥାୟୀ ପୋଲିସ କ୍ୟାମ୍ପ, କମିଲେ ସୁରକ୍ଷାକର୍ମୀ…

ଭୁବନେଶ୍ୱର,୧୩।୬: ଗଣତନ୍ତ୍ରରେ ହାରିବା-ଜିତିବା ନିୟମିତ ପ୍ରକ୍ରିୟା। ଜନତା ଜନାର୍ଦ୍ଦନଙ୍କ ଭୋଟ୍‌ ଆଧାରରେ ଗଠନ ହୁଏ ସରକାର। ହେଲେ ସରକାର ବଦଳିଲେ ବଦଳିଯାଏ ଚିତ୍ର। ପୂର୍ବ କ୍ଷମତାରେ ଥିବା ବ୍ୟକ୍ତି ବିଶେଷଙ୍କଠାରୁ କାଢ଼ି ନିଆଯାଇଥାଏ ସୁବିଧା ଏବଂ ସୁରକ୍ଷା। କିଛି ଏଭଳି ଚିତ୍ର ଦୀର୍ଘ ୨୫ ବର୍ଷ ଧରି ଓଡ଼ିଶାରେ ଶାସନ କ୍ଷମତାରେ ଥିବା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାସଭବନ ଆଗରେ ଦେଖିବାକୁ ମିଳିଛି।

୨୦୨୪ ନିର୍ବାଚନରେ ବହୁମତ ପାଇ ଭାଜପା ସରକାର ଗଢ଼ିଛି। ଦଳୀୟ ନିଷ୍ପତ୍ତି ଆଧାରରେ ମୋହନ ଚରଣ ମାଝୀ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ସମ୍ଭାଳିଛନ୍ତି। ଏଣୁ ଏବେ ନବୀନ ହୋଇଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ। ବିଜେଡି ସରକାର କ୍ଷମତାରୁ ଯିବା ଏବଂ ନୂଆ ସରକାର ଶପଥ ନେବାର ଦିନକ ପରେ ନବୀନ ନିବାସରେ ଥିବା ଅସ୍ଥାୟୀ ପୋଲିସ କ୍ୟାମ୍ପକୁ ଉଠାଯାଇଛି।

ନବୀନ ନିବାସ ଆଗରେ ଥିବା ପୋଲିସ କ୍ୟାମ୍ପର ସାମଗ୍ରୀକୁ ବାହାର କରାଯାଇଛି। ପ୍ରୋଟୋକଲ ଅନୁଯାୟୀ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କଠାରୁ ସୁରକ୍ଷାକୁ ହଟାଇ ଦିଆଯାଇଛି। ଆଉ ଏବେ ଏସବୁ ନୂଆ ମୁଖ୍ୟମନ୍ତ୍ରୀଙ୍କୁ ମିଳିବାକୁ ଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ନଡ଼ିଆ ଗଛରୁ ପଡି ଛାତ୍ର ମୃତ୍ୟୁ ମାମଲା: ସ୍କୁଲ ଆଗରେ ମୃତଦେହ ରଖି ପ୍ରତିବାଦ କଲେ ପରିବାର

ପଟ୍ଟାଙ୍ଗି,୨ା୨(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ତଳଗୋଲୁର ପଞ୍ଚାୟତ ସଦର ମହକୁମାରେ ଥିବା ୟୁଜିଏଚ୍‌ଏସ୍‌ ବିଦ୍ୟାଳୟର ଛାତ୍ର ପେଟେଲି କିରଣ ନଡ଼ିଆ...

ମାଲାକାନଗିରିରେ ଲଜ୍ଜା: ନାବାଳିକାଙ୍କୁ ବଳାତ୍କାର କଲେ ୬୦ ବର୍ଷୀୟ ବୃଦ୍ଧ

କୋରୁକୋଣ୍ଡା, ୨।୨(ଶିବଦତ୍ତ ସାହୁ): ନାବାଳିକାଙ୍କୁ ବଳାତ୍କାର କରିବା ଅଭିଯୋଗରେ ମାଲାକାନଗିରି ଜିଲା ଓରକେଲ ଥାନା ପୋଲିସ ଶ୍ୟାମ ସୀସା(୬୦)ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।...

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ: ମୃତଦେହ ଫେରାଇ ଆଣିବାକୁ ନିବେଦନ

କୋକସରା,୨।୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ବାହାର ରାଜ୍ୟକୁ ପେଟପାଟଣା କରିବାକୁ ଯାଇ ପୁଣି ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କଳାହାଣ୍ଡି ଜିଲା...

ବାରବାଟୀ ଦିନିକିଆ ପାଇଁ ବଢୁଛି ଉତ୍ସାହ, ଅଧଘଣ୍ଟାରେ ସରିଗଲା ଅନଲାଇନ୍ ଟିକେଟ୍

କଟକ, ୨ା୨: ଫେବ୍ରୁଆରୀ ୯ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ଭାରତ-ଇଂଲଣ୍ଡ ଦିନିକିଆ ମ୍ୟାଚ୍ ପାଇଁ ଅହେତୁକ ଉତ୍ସାହ ଦେଖିବାକୁ ମିଳିଛି। ରବିବାର ଅପରାହ୍ଣ ୪ଟାରୁ...

ଓଡ଼ିଆ ଭାଷାର ଶିକ୍ଷାଦାନ ପାଇଁ ବର୍ଣ୍ଣବୋଧର ବିକଳ୍ପ ନାହିଁ, ଚଳିତ ବର୍ଷ ୧୦ ହଜାର କପି ଛପାଯିବ

ଭୁବନେଶ୍ୱର, ୨ା୨: ଓଡ଼ିଶା ଏବଂ ଓଡ଼ିଆ ଭାଷା ଯେଉଁ କାଳଖଣ୍ଡରେ ନିଜର ଅସ୍ଥିତ୍ୱ ଓ ଜାତୀୟତା ପାଇଁ ସଂଗ୍ରାମ କରୁଥିଲେ, ସେହି ସମୟରେ ଭକ୍ତକବି ମଧୁସୂଦନ...

ଆଇନଜୀବୀଙ୍କୁ ଏସିଡ୍‌ ମାଡ଼ ମାମଲା: ମାଷ୍ଟର ମାଇଣ୍ଡ ଅବସରପ୍ରାପ୍ତ ଷ୍ଟେଟ ବ୍ୟାଙ୍କ ମ୍ୟାନେଜର ଗିରଫ

ପାରଳାଖେମୁଣ୍ଡି,୨ା୨(ଗିରିଧାରୀ ପରିଛା): ବହୁଚର୍ଚ୍ଚିତ ପାରଳାଖେମୁଣ୍ଡି ଜଙ୍ଗମ ସାହିର ବରିଷ୍ଠ ଆଇନଜୀବୀ ପି. ରାମାରାଓଙ୍କ ଉପରେ ଏସିଡ୍‌ ମାଡ଼ ଘଟଣାରେ ପୋଲିସ ମାଷ୍ଟର ମାଇଣ୍ଡ ସମେତ ୨ଜଣଙ୍କୁ...

ମୋବାଇଲ ବ୍ୟାଟେରି ଫାଟି ୨ ଶିଶୁ ଆହତ

ପାଟଣାଗଡ଼,୨।୨: ବଳାଙ୍ଗୀର ଜିଲା ପାଟଣାଗଡ଼ ପାଢ଼େଲ ଗାଁରେ ରବିବାର ଏକ ଅଘଟଣ ଘଟିଛି। ମୋବାଇଲ ବ୍ୟାଟେରି ଫାଟି ୨ ଶିଶୁ ଗୁରୁତର ଆହତ ହୋଇଥିବା ଜଣାପଡିଛି।...

ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ ପ୍ରଧାନଶିକ୍ଷକ ଗିରଫ

କେନ୍ଦୁଝର,୨ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ତେଲକୋଇ ଥାନା ଶିବନାରାୟଣପୁରଗୋଡ଼ା ଗ୍ରାମର ପ୍ରଧାନଶିକ୍ଷକ ଜଣେ ଛାତ୍ରୀଙ୍କୁ ଅସଦାଚରଣ କରି ଗିରଫ ହୋଇଛନ୍ତି। ପ୍ରକାଶ ଯେ, ଉକ୍ତ ଗ୍ରାମର ସରକାରୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image