ବାର୍‌ ମାଲିକଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୭ା୭: ବାର୍‌ ମାଲିକ ସତ୍ୟ ମହାନ୍ତିଙ୍କୁ ରବିବାର ଲକ୍ଷ୍ମୀସାଗର ପୋଲିସ ଗିରଫ କରିଛି। ‘ରେନ୍‌ ଦ କ୍ଲବ୍‌’ର ମାଲିକ ସତ୍ୟଙ୍କ ନାମରେ ଜଣେ ମହିଳା ସରକାରୀ କର୍ମଚାରୀଙ୍କୁ ଅଶାଳୀନ ବ୍ୟବହାର କରିଥିବା ଅଭିଯୋଗ ହୋଇଥିଲା। ଏହି ଅଭିଯୋଗକୁ ଭିତ୍ତିକରି ଲକ୍ଷ୍ମୀସାଗର ପୋଲିସ ଆଜି ତାଙ୍କୁ ଗିରଫ କରିଛି।

Share