Posted inଜାତୀୟ

ବିରୋଧୀ ମେଣ୍ଟ ‘ଇଣ୍ଡିଆ’ର ଲୋଗୋ ପ୍ରସ୍ତୁତି ଶେଷ

ନୂଆଦିଲ୍ଲୀ,୨୫।୮: ମୁମ୍ବାଇରେ ଅନୁଷ୍ଠିତ ହେବାକୁ ଥିବା ତୃତୀୟ ବୈଠକ ପୂର୍ବରୁ ବିରୋଧୀ ମେଣ୍ଟ ‘ଇଣ୍ଡିଆ’ ଏହାର ଲୋଗୋ ପ୍ରସ୍ତୁତ କରିଛି। ଜାତୀୟ ପତାକାର ତିନୋଟି ରଙ୍ଗ ବ୍ୟତୀତ, ଲୋଗୋରେ ନୀଳ ରଙ୍ଗ ବ୍ୟବହାର କରାଯିବ। ତିନି ଦିନିଆ ବୈଠକର ପ୍ରଥମ ଦିନ ଅଗଷ୍ଟ ୩୧ରେ ଏହି ଲୋଗୋ ପ୍ରକାଶ ପାଇବ। ଏହି ବୈଠକରେ ଆସନ ସୂତ୍ର ସ୍ଥିର କରିବାକୁ ୧୧ଜଣ ସଦସ୍ୟଙ୍କ ଏକ କମିଟି ଗଠନ କରାଯିବ।
ଜେଡିୟୁ ସୂତ୍ର ଅନୁଯାୟୀ, ମିଳିତ ମେଣ୍ଟ ପାଇଁ ୧୦ଟି ଲୋଗୋ ପ୍ରସ୍ତୁତ କରାଯାଇଥିଲା। ସମସ୍ତ ସହକର୍ମୀମାନେ ଏହି ଲୋଗୋଗୁଡ଼ିକ ମଧ୍ୟରୁ ଗୋଟିଏ ଉପରେ ସହମତ ହୋଇଛନ୍ତି। ଲୋକଙ୍କ ପାଖରେ ଭାରତର ପ୍ରଥମ ଦୁଇଟି ଅକ୍ଷର (ଆଇ ଏବଂଏନ୍‌) ସାଫ୍ରନ, ମଧ୍ୟଭାଗ (ଡି) ଧଳା ଏବଂ ନୀଳ ଏବଂ ଶେଷ ଦୁଇଟି ଅକ୍ଷର (ଆଇଏବଂ ଏ) ସବୁଜ ରଙ୍ଗରେ ରହିବ। ବୈକରେ ଆଲୋଚନା ପାଇଁ ୬ଟି ପଏଣ୍ଟ ଏଜେଣ୍ଡା ରଖାଯିବ।
ତିନି ଦିନିଆ ବୈଠକରେ ଏକ ୧୧ ଜଣିଆ କମିଟି ଗଠନ ହୋଇ ମିଳିତ ମେଣ୍ଟ ସହ ଆଲୋଚନା ହେବ। ଏହି କମିଟିରେ କଂଗ୍ରେସ, ଜେଡିୟୁ, ସମାଜବାଦି ପାର୍ଟି, ଶିବସେନା (ଉଦ୍ଧବ), ସିପିଆଇ (ଏମ), ଏନସିପି, ଡିଏମକେ, ଆରଜେଡି, ଜେଏମଏମ ଭଳି ୧୧ଟି ଦଳର ପ୍ରତିନିଧୀ ଯୋଗଦେବେ। ଆସନ ବାଣ୍ଟିବା ସୂତ୍ର ପରାମର୍ଶ ଦେବା ବ୍ୟତୀତ ଏହି କମିଟି ମିଳିତ ମେଣ୍ଟର ଲୋକ ସଭା ନିର୍ବାଚନ ପ୍ରଚାର ପ୍ରସଙ୍ଗରେ ନିଷ୍ପତ୍ତି ନେବ।


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ମାର୍ଗଦର୍ଶକଙ୍କୁ ହରାଇଲି: ରାହୁଲ

ନୂଆଦିଲ୍ଲୀ,୨୭ା୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଡଃ ମନମୋହନ ସିଂଙ୍କ ପରଲୋକ ହୋଇଛି। ମନମୋହନଙ୍କ ପରଲୋକରେ ଶୋକର ଛାୟା ଖେଳିଯାଇଛି। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ଉପରାଷ୍ଟ୍ରପତି ଜଗଦୀପ...

୧୧୭ ଥର ପ୍ରେସ୍‌ କନ୍‌ଫରେନ୍ସ କରିଥିଲେ ମନମୋହନ

ନୂଆଦିଲ୍ଳୀ,୨୭।୧୨: ୨୦୧୪ ଜାନୁଆରୀ ୩ରେ ଡ. ମନମୋହନ ସିଂ ଭାରତର ପ୍ରଧାନମନ୍ତ୍ରୀ ଭାବେ ଶେଷ ପ୍ରେସ୍‌ କନ୍‌ଫରେନ୍ସରେ କରିଥିଲେ। ୧୦୦ରୁ ଅଧିକ ଖବରଦାତା ଏହି ପ୍ରେସ୍‌...

୧୩ ହଜାର ଦରମା, ଗର୍ଲଫ୍ରେଣ୍ଡଙ୍କୁ ୪ ବିଏଚ୍‌କେ ଫ୍ଲାଟ୍‌ ଉପହାର ଦେଲେ ଯୁବକ: ଜାଣନ୍ତୁ କେମିତି

ମୁମ୍ବାଇ, ୨୭ା୧୨:ମହାରାଷ୍ଟ୍ରର ଛତ୍ରପତି ଶମ୍ଭାଜୀନଗର ବାସିନ୍ଦା ହର୍ଷଲ କୁମାର କ୍ଷୀରସାଗର(୨୩) ମାସିକ ୧୩ ହଜାର ଟଙ୍କା ରୋଜଗାର କରୁଥିବାବେଳେ ୨୧ କୋଟି ୫୯ ଲକ୍ଷ ଟଙ୍କାର...

ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର ରଚୁଛି ଚାଇନା: ଏଲ୍‌ଏସିରେ କରୁଛି ଏମିତି କାମ

ନୂଆଦିଲ୍ଲୀ,୨୭ା୧୨:ଲଦାଖରୁ ସୈନ୍ୟ ପ୍ରତ୍ୟାହାର ଏବଂ ସୀମାରେ ଉତ୍ତେଜନା ହ୍ରାସକୁ ଭାରତ ଓ ଚାଇନା ପ୍ରାଥମିକତା ଦେଉଥିବା କହୁଛନ୍ତି। କିନ୍ତୁ ଏନେଇ ବେଜିଂ ଟାଳଟୁଳ ନୀତି ଅବଲମ୍ବନ...

ମନମୋହନ ସିଂଙ୍କ ପରଲୋକରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ

ନୂଆଦିଲ୍ଲୀ,୨୭ା୧୨:ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କ ସମ୍ମାନରେ ଦେଶରେ ୭ ଦିନିଆ ରାଷ୍ଟ୍ରୀୟ ଶୋକ ପାଳନ କରାଯିବ ବୋଲି କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ମନମୋହନଙ୍କୁ...

ମନମୋହନଙ୍କ କାର୍ଯ୍ୟକାଳରେ ଚର୍ଚ୍ଚିତ ବିବାଦ

ନୂଆଦିଲ୍ଲୀ,୨୬ା୧୨: ସରଳତାରେ ପରିପୂର୍ଣ୍ଣ ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ କାର୍ଯ୍ୟକାଳରେ ଅନେକ ବଡ ଉପଲବ୍ଧି ହାସଲ କରିଥିବା ବେଳେ କିଛି ବିବାଦ ମଧ୍ୟ ଦେଖିବାକୁ ମିଳିଥିଲା।...

ସେହି ୪ ଘଟଣା, ଯେବେ ଅପମାନର ବିଷ ପିଇ ବି ଦେଶ ପାଇଁ କାମ କରି ଚାଲିଥିଲେ ମନମୋହନ ସିଂ

ନୂଆଦିଲ୍ଲୀ,୨୬।୧୨: ୧୦ ବର୍ଷ ଧରି ଭାରତର ପ୍ରଧାନମନ୍ତ୍ରୀ ଥିବା ମନମୋହନ ସିଂଙ୍କର ଦିଲ୍ଲୀର ଏମ୍ସ ହସ୍ପିଟାଲରେ ପରଲୋକ ଘଟିଛି। ୯୨ ବର୍ଷ ବୟସ୍କ ମନମୋହନ ବାର୍ଦ୍ଧକ୍ୟ...

ପାକିସ୍ତାନର ଏହି ଗାଁରେ ଜନ୍ମ ନେଇଥିଲେ ମନମୋହନ, ଏବେ ତାଙ୍କ ନାମରେ ନିର୍ମାଣ ହୋଇଛି ସ୍କୁଲ; ପ୍ରଧାନମନ୍ତ୍ରୀ ହେବା ପରେ…

ନୂଆଦିଲ୍ଲୀ,୨୬।୧୨: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂଙ୍କର ୯୨ ବର୍ଷ ବୟସରେ ପରଲୋକ ଘଟିଛି। ଗୁରୁବାର ରାତିରେ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri